-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଗୈ।ରୀ ଙ୍କୁ ପ୍ରଥମ ଅର୍ଘ୍ୟ ସ୍ୱରୂପ ଲାଗିହେଲା ପାପୁଲୁ ପାଏସମୁ (ସୁବର୍ଣ୍ଣପୁର ର ହରଗୈ।ରୀ ଯାତ୍ରା)

28-Oct-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ):ତେଲୁଗୁ ରୀତିନୀତି ଅନୁଯାୟୀ ଗତକାଲି ବିଳମ୍ବିତ ରାତ୍ରୀରେ ସୁବର୍ଣ୍ଣମେରୁ ବାବା ଙ୍କ ଜମିରୁ ଧାନଗଛ  (ଗୈ।ରୀ ) ଙ୍କୁ ଆବାହନ କରି ଢେରାପଡା ସ୍ଥିତ ପୂଜା ମଣ୍ଡପ ରେ ସ୍ଥାପନା ପରେ ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି ସୁବର୍ଣ୍ଣପୁର ର ପ୍ରସିଦ୍ଧ ହରଗୈ।ରୀ ଯାତ୍ରା। ଦେବୀ ଗୈ।ରୀ ଙ୍କ ଆଗମନ ପରେ ଉତ୍ସବ ମୁଖର ହୋଇଉଠିଛି ସମଗ୍ର ଢେରାପଡା ଅଞ୍ଚଳ। ଆଜିଗୈ।ରୀଙ୍କ ଠାରେ ପ୍ରଥମ ଅର୍ଘ୍ୟ ସ୍ୱରୂପ ଲାଗିହେଇଛି ପାପଲୁ ପାଏସମୁ(ଖିରୀ ଓ ପିଠା) । ସାହି ର ପ୍ରତି ଘରୁ ସ୍ଵତନ୍ତ୍ର ଭାଵେ ପ୍ରସ୍ତୁତହୋଇଥିବା ଏହି ନୈବେଦ୍ୟ ମାଁ ଙ୍କଠାରେ ଲାଗି ହୋଇଥାଏ। ପରେ ଏକ ଯୁବକ ସ୍ଵାଗତଂ ପାତ୍ର ଡାକବାଲା ସାଜି ବିଭିନ୍ନ ସାହି ବସ୍ତି ତଥା ଗ୍ରାମାଞ୍ଚଳରେ ଯାତ୍ରା ଆରମ୍ଭ ହୋଇଥିବା  ସୂଚନା ପତ୍ର ଦେଇଛନ୍ତି। ଯଦି ଓ ବର୍ତ୍ତମାନ ବିଭିନ୍ନ ଗଣମାଧ୍ୟମରେ ସମସ୍ତ ସୂଚନା ପ୍ରଦାନ କରାଯାଉଛି ତେବେ 

ମଧ୍ୟ ପରମ୍ପରା ଅନୁଯାୟୀ  ଡାକବାଲା ଦ୍ଵାରା ଏପରି ସୂଚନା ପ୍ରଦାନ ବଳବତ୍ତର ରହିଛି। ଗୈ।ରୀଙ୍କ ଆଗମନ ର ଗୋଟିଏ ଦିନ ପରେ ସହରର ବିଶିଷ୍ଟ ମୃର୍ତ୍ତିକାର ଗୋଲେଖନାଥ ସାହୁ ଙ୍କ ବାସଗୃହ ରୁ ଦେବଦେବ ମହାଦେବ ଙ୍କୁ ଆରାଧନା ପୂର୍ବକ ସେଠାରୁ ଏକ ମହିଳା ତାଙ୍କୁ ମୁଣ୍ଡରେ ଧାରଣ କରି ଏକ ପଟୁଆରରେ ପୂଜା ମଣ୍ଡପକୁ ଆଣିଷଗୈ।ରୀଙ୍କ ପାର୍ଶ୍ଵରେ ଲଖି ପ୍ରତ୍ୟହ ଷୋଡଶ ଉପଚାର ରେ ପୂଜା,ରୁଦ୍ରାଭିଷେକ କରାଯାଇଥାଏ। ଏହି ଅବସରରେ ମହିଳାଙ୍କ ଦ୍ଵାରା ଆକର୍ଷଣୀୟ କୁଙ୍କୁମ ପୂଜା ମଧ୍ୟ ଅନୁଷ୍ଠିତ ହୋଇଥାଏ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like