-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ମାନବ ସେବା ସଦନ ସଙ୍ଗଠନ ସମ୍ବର୍ଦ୍ଧିତ

28-Oct-2023



କଣ୍ଟାମାଳ(ଜୟ କୁମାର ମହାରଣା ଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ରୁଗୁଡ଼ିପାଲି ସ୍ଥିତ ମାନବ ସେବା ସଦନ ସ୍ବେଛାସେବୀ ସଂଗଠନ ବିଭିନ୍ନ ସମୟରେ ରକ୍ତଦାନ, ଅସହାୟ ସେବା ସହିତ ଜନଜାଗରଣ ସୃଷ୍ଟି କରିଆସୁଅଛି l ଏହାକୁ ହୃଦୟଙ୍ଗମ କରି ବରୁଲ ବୁଢ଼ା ମହୋତ୍ସବ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରଯାଇଛି l ସୋନପୁର ଜିଲା ତରଭା ବ୍ଲକ ବ୍ରାହ୍ମଣୀ ପଞ୍ଚାୟତ ଅନ୍ତର୍ଗତ ବନ୍ଧପାଲି ଠାରେ ଦେଶବନ୍ଧୁ କୁଅଁର ଓ ଚିନ୍ତାମଣୀ କୁଅଁରଙ୍କ ତତ୍ୱାବଧାନରେ ଏବଂ ଲକ୍ଷ୍ମୀନାରାୟଣ କମିଟି ଓ ମିଳିତ ସାଂସ୍କୃତିକ ମଞ୍ଚ ଭୁରାଡ ଆନୁକୂଲ୍ୟରେ ଅନୁଷ୍ଠିତ ବରୁଲ ବୁଢ଼ା ମହୋତ୍ସବରେ ବ୍ରାହ୍ମଣୀ ପଞ୍ଚାୟତ ସରପଞ୍ଚ କୁଶଳେଶ୍ୱର ପାଣ୍ଡେ ମୁଖ୍ୟ ଅତିଥି, ସମିତିସଭ୍ୟ ରାମ ସାହୁ ଏବଂ ନାଏବ ସରପଞ୍ଚ ପଦ୍ମାବତୀ ରଣା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଉତ୍ସବରେ ମାନବ ସେବା ସଦନ ସଙ୍ଗଠନକୁ ମାନପତ୍ର ସମେତ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଛି l ସଙ୍ଗଠନ ସଭାପତି ବଳରାମ ବାଘ, ସମ୍ପାଦକ ବଂଶୀଧର ମାଝୀ, ଉପଦେଷ୍ଟା ପ୍ରଭାତ ସାହୁ, ସଦସ୍ୟ ଜିତେନ୍ଦ୍ର ଭୋଇ, ଗଜାନନ ପ୍ରଧାନ, ନବୀନ ଠେଲା, ସୁଶାନ୍ତ ଭୋଇ, ଡୋଲାମଣୀ କବାଟ ପ୍ରମୁଖ ଉପସ୍ଥିତ ଥିଲେ l ଯୁବ କଳାକାର ରାଜିବ ଭୋଇ ଏବଂ ବରୁଲ ବୁଢ଼ା ମହୋତ୍ସବ କମିଟିର ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like