-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳର ବିଭିନ୍ନ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ଆରମ୍ଭ ରୌପ୍ୟଜୟନ୍ତୀ ଅବସରରେ ପଲସlଗୋରାରେ ଅଷ୍ଟଲକ୍ଷ୍ମୀ

28-Oct-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ଆଜି ପବିତ୍ର କୁମାର ପୂର୍ଣମୀ ତିଥିରେ କଣ୍ଟାମାଳ ବ୍ଲକର ବିଭିନ୍ନ ସ୍ଥାନରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି  l ବ୍ଲକର  ପଲଶାଗୋରା ସ୍ୱସ୍ତିକ କ୍ଲବ ଦ୍ୱାରା ଆୟୋଜିତ ହେଉଥିବା ଗଜଲକ୍ଷ୍ମୀ ପୂଜାର ୨୫ ବର୍ଷ ରୌପ୍ୟଜୟନ୍ତୀ ଅବସରରେ ପ୍ରଥମଥର ପାଇଁ ଅଷ୍ଟଲକ୍ଷ୍ମୀ ପୂଜାର ଆୟୋଜନ କରାଯାଇଛି 

|  ଏଥିରେ ଅଷ୍ଟଲକ୍ଷ୍ମୀଙ୍କ ମୂର୍ତ୍ତି ଆଠଟି ମଣ୍ଡପରେ ରଖି ପୂଜା କରାଯାଇଛି   l  ସକାଳୁ କମିଟି ସଦସ୍ୟ ମାନେ ସଂକୀର୍ତ୍ତନ୍ୟ ଦଳ ସହ ନିକଟ କାନ୍ଦୁଲ ମୁଣ୍ଡା ପୋଖରୀରୁ କଳସ ଶୋଭାଯାତ୍ରା ରେ ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ ଓ ପରେ ପୂଜା ଆରମ୍ଭ ହୋଇଥିଲା | ପୂଜାରେ ରଞ୍ଜନ ମିଶ୍ର ସପତ୍ନୀକ କର୍ତ୍ତା ଓ ପୂଜକ ମନୋଜ ମିଶ୍ର ଓ ସନୋଜ ମିଶ୍ର ପୂଜା ଦାଇତ୍ୱ ତୁଲାଇଛନ୍ତି | କମିଟି ସଭାପତି ଶାନ୍ତନୁ ମହାପାତ୍ର, ସମ୍ପାଦକ ବିଘ୍ନେସ ପ୍ରଧାନ ସମେତ ସମସ୍ତ ସଦସ୍ୟ ସହଯୋଗ କରିଛନ୍ତି | ପୂଜା ଉପଲକ୍ଷେ ଆଜିଠାରୁ ତିନି ତାରିଖ ପର୍ଯ୍ୟନ୍ତ ମୁରାସୁର ଦରବାର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି l  ସେହିପରି ଘଣ୍ଟାପଡା ଶ୍ରୀ ରଘୁନାଥ ନାଟ୍ୟ ସଂସଦ ଓ ଘଣ୍ଟାପଡା ଗ୍ରାମବାସୀ ଙ୍କ ପକ୍ଷରୁ ମାଁ ଗଜଲକ୍ଷ୍ମୀ ପୂଜନୋତ୍ସବ ଆରମ୍ଭ ହୋଇଛି  l  ସକାଳୁ ଗ୍ରାମ୍ୟ କମିଟି ଉପଦେଷ୍ଠା ଙ୍କ ଉପସ୍ଥିତ ରେ ମାନସିକଧାରୀ ଓ ଶତାଧିକ ମହିଳାଭକ୍ତ ନିକଟସ୍ଥ ତେଲନଦୀରୁ କଳସରେ ଜଳଧରି ଶୋଭାଯାତ୍ରା ରେ ଆସି ପୂଜାମଣ୍ଡପରେ ସ୍ଥାପନ କରିଥିଲେ  l  ରମେଶ ପୋଢ଼ ସପତ୍ନୀକ କର୍ତ୍ତା ଓ ପଣ୍ଡିତ ଜିତେନ୍ଦ୍ର ପ୍ରସାଦ ପାଣିଗ୍ରାହୀ ପୂଜାକାର୍ଯ୍ୟ ଦାଇତ୍ୱ ତୁଲାଇଥିଲେ  l  କଣ୍ଟାମାଳ ର ହାଟପଦା ଛକ ସ୍ଥିତ ଲକ୍ଷ୍ମୀ ପୂଜାମଣ୍ଡପ ଠାରେ ମଧ୍ୟ ଆଜି ସକାଳୁ ନିକଟସ୍ଥ ବନ୍ଧରୁ ଏକ ଶୋଭାଯାତ୍ରା ରେ ପୂର୍ଣ୍ଣ କଳସ

ଜଳ ଆଣି ପୂଜାମଣ୍ଡପରେ ସ୍ଥାପନ ପରେ ପୂଜାରମ୍ଭ ହୋଇଯାଇଛି l  ସେହିପରି ବ୍ଲକର ଅମ୍ବଗାଁ, ଖୁଣ୍ଟିଗୋରା, ଋଣ୍ଡିମହୁଲ, ମନମୁଣ୍ଡା ଆଦି ବିଭିନ୍ନ ସ୍ଥାନରେ ଆଡମ୍ବର ସହକାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହୋଇଯାଇଛି   l  ତେବେ ଆଜି ଚନ୍ଦ୍ର ଗ୍ରହଣ ହେତୁ ସଂଧ୍ୟା ପରଠାରୁ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ଭିଡ ଜମି ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like