-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା କଳାକାର ସଂଘର କାର୍ଯ୍ୟକାରୀ କମିଟି ବୈଠକ : ମନୋଜ ମିଶ୍ରଙ୍କୁ ଓଡିଶା ପ୍ରଡ୍ୟୁସର ସଂଘ ବାସନ୍ଦ କରିଥିବାରୁ ଦୃଢ ନିନ୍ଦା ପ୍ରସ୍ତାବ ଗୃହିତ

28-Oct-2023



ବଲାଙ୍ଗିର, ୨୮/୧୦- ଜିଲ୍ଲା କଳାକାର ସଂଘର କାର୍ଯ୍ୟକାରୀ କମିଟୀ ବୈଠକ ସ୍ଥାନୀୟ ସଂଗୀତ ମହାବିଦ୍ୟାଳୟ ‘ପଂଚମ’ ଠାରେ ସଭାପତି ଅବଦୁଲ ଜମାଲ ଖାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସଂପାଦକୀୟ ବିବରଣୀ ଉପସ୍ଥାପନ କରିଥିଲେ ସଂପାଦକ ପ୍ରଭାକର ମିଶ୍ର ଓ ଆୟବ୍ୟୟ ବିବରଣୀ ପ୍ରଦାନ କରିଥିଲେ କୋଷାଧ୍ୟକ୍ଷ ପ୍ରଭଞ୍ଜନ ରାୟଗୁରୁ । ଓଡିଶା ପ୍ରଡ୍ୟୁସର ସଂଘ ସିନେ ଅଭିନେତା ମନୋଜ ମିଶ୍ରଙ୍କୁ ଅଭିନୟ ଜଗତରୁ ଦୁଇବର୍ଷ ପାଇଁ ବାସନ୍ଦ କରିଥିବାରୁ ଆଲୋଚନା କରାଯାଇଥିଲା । ପ୍ରକାଶ ଥାଉକି ସୋସିଏଲ ମିଡିଆରେ ଜନୈକ ବ୍ୟକ୍ତି ଯେ କି ଜଣେ ସିନେ ଅଭିନେତା ମନୋଜ ମିଶ୍ରଙ୍କ ବିରୁଦ୍ଧରେ ଅନେକ ବୟାନ ଦେଇଥିଲେ । ତତ୍ ସଂଗେ ସଂଗେ ଜନୈକ ସିନେ ଅଭିନେତା ତଥା ପ୍ରଡ୍ୟୁସରଙ୍କ ଏକ ଅଭିଯୋଗକୁ ଭିତ୍ତିକରି ଓଡିଶା ପ୍ରଡ୍ୟୁସର ସଂଘ ଏକ ପାଖିଆ ଭାବରେ ମନୋଜ ମିଶ୍ରଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛନ୍ତି । ଏଠାରେ ପ୍ରଶ୍ନ ଉଠେ ଯେ ଅଭିଯୋଗ ପତ୍ର ପାଇଲା ପରେ ଏକ ଲିଖିତ କୈଫିୟନ ମଗାଯାଇ ପରିଥାନ୍ତା । ତା ନ କରି ଏକ ପାଖିଆ ଆଂଚଳିକ ବୈଷମ୍ୟକୁ ଦେଖାଇ ଶ୍ରୀ ମିଶ୍ରଙ୍କୁ ବାସନ୍ଦ କରାଗଲା । ଏ ପଟରେ ବିବାଦୀୟ ବୟାନ ଦେଇଥିବା ବ୍ୟକ୍ତିଙ୍କୁ ଘଣ୍ଟ ଘୋଡାଇ ରଖାଗଲା । ତେଣୁ ଓଡିଶା ପ୍ରଡ୍ୟୁସର ସଂଘର ଏପରି କାର୍ଯ୍ୟକୁ ଜିଲ୍ଲା କଳାକାର ସଂଘ ଦୃଢ ନିନ୍ଦା କରୁଛି ତଥା ଏହି ବାସନ୍ଦକୁ ଯେତେ ଶିଘ୍ର ହେବ ପ୍ରତ୍ୟାହାର କରିବା ପାଇଁ ଦୃଢ ଦାବି କରାଯାଇଛି । ଏତଦ୍‌ବ୍ୟତିତ ନଭେମ୍ବର ମାସ ୫ ତାରିଖ ଦିନ ସ୍ଥାନୀୟ ଯାଦବ ଭବନ ଠାରେ ବଲାଙ୍ଗିର ଉପଖଣ୍ଡର ସମସ୍ତ ସାଂସ୍କୃତିକ ସଂଗଠନର ମୁଖ୍ୟମାନଙ୍କୁ ନେଇ ଏକ ସଭା କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।  ଏହି ଆଲୋଚନାରେ ଜିଲ୍ଲାର କଳାକାର, ସିନେ ଅଭିନେତା ଓ ଅନ୍ୟାନ୍ୟ ବୁଦ୍ଧିଜିବୀ ଯଥା ସନାତନ ଠାକୁର, ମୁରଲିଧାରୀ ପତି, କପିଳେଶ୍ୱର ଖମାରୀ, ସୁରେନ୍ଦ୍ର ତ୍ରିପାଠୀ, ଅଜୟ ନାଗ, ଅନୀତା ତ୍ରିପାଠୀ, ସଂଗୀତା ଦାସ, ସୈରେନ୍ଦ୍ରୀ ବାରିକ, ଆର୍ତ୍ତତ୍ରାଣ ବାଗ, ପ୍ରକାଶ ଥନାପତି, ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଭକ୍ତ ନାଏକ, କାଳି ପ୍ରସାଦ ଷଡଙ୍ଗୀ ଓ ସଂଜୟ ଶେଖର ଭୋଇ ଉପସ୍ଥିତ ରହ ମତାମତ ପ୍ରଦାନ କରିଥିଲେ ଓ ଶେଷରେ ଯୁଗ୍ମ ସଂପାଦକ ମଧୁ ସୂଦନ ନାୟକ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like