-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଭୋଟର - ୨୦୨୪ କାର୍ଯ୍ୟକ୍ରମ ଆୟୋଜିତ

28-Oct-2023



ଟିଟିଲାଗଡ(ସନ୍ତୋଷ କୁମାର ନାଏକ): ସ୍ଵତନ୍ତ ସଂକ୍ଷିପ୍ତ ସଂଶୋଧିତ ଭୋଟର-୨୦୨୪ କାର୍ଯ୍ୟକ୍ରମ ପ୍ରକାରେ ଆଜି ଟିଟିଲାଗଡ ଉପଖଣ୍ଡର ସଦର ମହକୁମା ର ଡିଏଭି ମହାବିଦ୍ୟାଳୟରେ ସକାଳ ୦୭.୩୦ ସମୟରେ ଛାତ୍ରଛାତ୍ରୀ, ବୁଥସ୍ତରୀୟ ଅଧିକାରୀ, ମହାବିଦ୍ୟାଳୟର ସ୍କାଉଟ, ଗାଇଡ ଓ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଛାତ୍ରଛାତ୍ରୀ, “ମୁଁ ବି ମିତା”ର ପ୍ରତିନିଧି, ମହାବିଦ୍ୟାଳୟର ଅଧ୍ୟକ୍ଷ୍ୟ, ଅଧ୍ୟାପକ,

ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ଦ୍ଵାରା ମାନବ ଶୃଙ୍ଖଳ କରାଯାଇଥିଲା ଏହା ପରେ ଦୟାମୟ ପାଢୀ, ନିର୍ବାଚନ ଅଧିକାରୀ-ତଥା-ଉପଜିଲ୍ଲାପାଳ, ଟିଟିଲାଗଡ ସବୁଜ ପତାକା ଦେଖାଇ ଡିଏଭି ମହାବିଦ୍ୟାଳୟ ଠାରୁ ଗୋପବନ୍ଧୁ ଉଦ୍ୟାନ ପର୍ଯ୍ୟନ୍ତ walkathon (ପଦଯାତ୍ରା) ଆରମ୍ବ ହୋଇଥିଲା ଏବଂ ବର୍ଣ୍ଣାଢ୍ୟ ପରିବେଶରେ ଦୟାମୟ ପାଢୀ, ଉପଜିଲ୍ଲାପାଳ, ଟିଟିଲାଗଡ ତଥା ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗୋପବନ୍ଧୁ ଉଦ୍ୟାନରେ ସଭା ଓ ପଥ ଉତ୍ସବ ପାଳିତ ହୋଇଥିଲା । ଉକ୍ତ ପଥ ଉତ୍ସବରେ ବକ୍ତୃତା, ରଙ୍ଗଲି ପ୍ରତିଯୋଗୀତା, ସ୍ଵାକ୍ଷର ଅଭିଯାନ, ସାମରିକ କଳା ପ୍ରଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ନିର୍ବାଚନ ପ୍ରକ୍ରିୟା ସମ୍ପର୍କୀୟ ଫୋଟ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା ।  ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମରେ ୧୮ ରୁ ୧୯ ବର୍ଷ ହୋଇଥିବା ସମସ୍ତ ଯୋଗ୍ୟ ଯୁବାଙ୍କୁ ଭୋଟର ତାଲିକାରେ ପଞ୍ଜୀକରଣ କରିବା, ସଠିକ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି କରିବା, ଯୁବାଙ୍କୁ ସଂଶୋଧିତ ଭୋଟର ପଞ୍ଜୀକରଣ ନିୟମ ଅନୁଯାୟୀ ରୂପାନ୍ତରିତ ପଞ୍ଜୀକରଣ ଫର୍ମ ଗୁଡିକର ସରଳୀକରଣ ବ୍ୟବସ୍ଥା ଓ ଏହାର କାର୍ଯ୍ୟକାରିତା, ଆଧାର ସଂଯୋଗୀକରଣ, ମତାଧିକାର ସାବ୍ୟସ୍ତ ଏବଂ ଯୁବ ମତଦାତା ମାନଙ୍କୁ ସାମ୍ବିଧାନିକ କର୍ତ୍ତବ୍ୟ ପାଳନ ବିଷୟରେ ଅତିଥି ବୃନ୍ଦ ଆଲୋକପାତ କରିଥିଲେ । ପରିଶେଷରେ ବିଭିନ୍ନ ପ୍ରତିଯୋଗିତା ହୋଇଥିବା ଉତ୍ତୀର୍ଣ୍ଣ ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରଷ୍କୃତ କରାଯାଇଥିଲା । ନାନାଝରର ଢାପ ନୃତ୍ୟ, ଲୋକ ନୃତ୍ୟ ପ୍ରଭୃତି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ତହସିଲଦାର, ସଇଁତଳା, ମନ୍ସଫିଲ କେରକେଟା, ତହସିଲଦାର, ବଙ୍ଗୋମୁଣ୍ଡା, ଜ୍ୟୋତ୍ସ୍ନା ମାଝି,  ଅତିରିକ୍ତ ତହସିଲଦାର ମୁରିବାହଲ ଖଦାଳ ପାତ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବଙ୍ଗୋମୁଣ୍ଡା ବାସନ୍ତୀ ସେଠି, ସହକାରୀ ଜିଲ୍ଲାପାଳ, ଚନ୍ଦ୍ର ପ୍ରକାଶ ଦେହୁରି, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି, ଗୋଷ୍ଠୀ ଶିକ୍ଷା ଅଧିକାରୀ, ଟିଟିଲାଗଡ, ଆର୍ତ୍ତତ୍ରାଣ ରଥ, ଟିଟିଲାଗଡ,

ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ଟିଟିଲାଗଡ, କ୍ରାନ୍ତିଲତା ସାହୁ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ଟିଟିଲାଗଡ, ହେମଲତା ମାଝି, କମଳାକାନ୍ତ ସାହୁ, ଓଏସଡି, ଯୁଧିଷ୍ଠିର ପ୍ରଧାନୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଉପଜିଲ୍ଲାପାଳ କାର୍ଯ୍ୟାଳୟର ମାଧୁରୀ ପଟ୍ଟନାୟକ, ଦେବେନ୍ଦ୍ର ନାୟକ, ଶ୍ୟାମ  ସେଠ, ନିବେଦିତା ମୁଖାର୍ଜୀ, ଯୋଶକେତନ ବଧିଆ, ଡମ୍ବରୁଧର ଚିନାଗୁଣ୍ଡ, ରାଧାକାନ୍ତ ମହାନ୍ତି, ପୌରପରିଷଦ, ଟିଟିଲାଗଡର କର୍ମଚାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।  ସଭା ଶେଷରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଟିଟିଲାଗଡ -ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ, ପୌରପରିଷଦ, ଟିଟିଲାଗଡ, ସୁଶାନ୍ତ କୁମାର ରଣା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like