-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଳକ୍ ଛକ ଠାରେ ୩୦ ତମ ଗଜଲକ୍ଷ୍ମୀ ପୂଜା ଆରମ୍ଭ

28-Oct-2023



ଲୋଇସିଂହା, (ବିନୋଦ କୁମାର ଦୀପ) ସ୍ଥାନୀୟ ବ୍ଳକ୍ ଛକ ଗଜଲକ୍ଷ୍ମୀ ପୂଜା କମିଟି,ଲୋଇସିଂହା ଦ୍ବାରା ଚଳିତ ବର୍ଷ ୩୦ତମ  ଗଜଲକ୍ଷ୍ମୀ ପୂଜା ମହାସମାରୋହ ରେ ଶନିବାର ଠାରୁ ଆରମ୍ଭ ହୋଇଛି l ଅଜିତ କୁମାର ସାହୁ ସପତ୍ନିକ ଚଳିତ ବର୍ଷ କର୍ତ୍ତା ଦାୟୀତ୍ବ  ତୁଲାଇଥିବା ବେଳେ ପଣ୍ଡିତ ଶ୍ରୀୟାକାନ୍ତ ଦାସ୍ ଓ ପ୍ରଫୁଲ୍ଲ କୁମାର ମିଶ୍ର ପୂଜକ ଅଛନ୍ତି l ଚଳିତ ବର୍ଷ ପୂଜା ଦିନ ଅପରାହ୍ନ ରୁ ଚନ୍ଦ୍ର ଗ୍ରହଣ ହେଉଥିବାରୁ ଏହାକୁ ଆଖି ଆଗରେ ରଖି ଶୁକ୍ରବାର କଳସ ଆବାହନ କରାଯାଇଛି ଓ ଶନିବାର ଭୋର୍ ରୁ ପୂଜା କାର୍ଯ୍ୟ ଆରମ୍ଭ କରାଯାଇ ଚନ୍ଦ୍ରଗ୍ରହଣ ପୂର୍ବ ରୁ ନିର୍ଧାରିତ ସମୟ ରେ ପୂଜାକାର୍ଯ୍ୟ ସମାପନ କରାଯାଇଥିଲା l ଏହା ସହିତ ଆଜି ଦିନକ ପାଇଁ ପୂଜା ମଣ୍ଡପ କୁ ବନ୍ଦ କରାଯାଇ  ମାଁ ଙ୍କୁ ଦର୍ଶନ ପାଇଁ ବନ୍ଦ ଓ ସଂଧ୍ୟା ଆଳତିକୁ ବନ୍ଦ କରାଯାଇଥିବା ଦେଖିବାକୁ ମିଲିଛି l ଶନିବାର ସଂଧ୍ୟା ରେ ପୂଜା କମିଟିର ଉପଦେଷ୍ଠା ଧର୍ମ ସିଂ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଏକ କବି ସମ୍ମଳନୀ ର ଆୟୋଜନ ହୋଇଥିଲା l ସ୍ଥାନୀୟ ତଥା ଜିଲ୍ଲା ଓ ଜିଲ୍ଲା ବାହାରୁ ଅନେକ କବି ଯୋଗଦାନକରି ମାଁ ଗଜଲକ୍ଷ୍ମୀ ଙ୍କ ଉପରେ ଆଧାରିତ କବିତା ପଠନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ କବି,ନାଟ୍ଯକାର ତଥା ସିନେ ଅଭିନେତା ସ୍ବର୍ଗତ ନେତ୍ରାନନ୍ଦ ବାରିକ ଙ୍କ ସ୍ମୃତି ଉଦ୍ଦେଶ୍ଯ ରେ  ବିଶିଷ୍ଟ ଚିତ୍ର ଶିଲ୍ପି ପ୍ରଭାକର ସାହୁଙ୍କୁ ନେତ୍ରାନନ୍ଦ ସ୍ମୃତି ସମ୍ମାନ ରେ ସମ୍ମାନିତ କରାଯାଇଛି l ପ୍ରତିଦିନ  ଅପରାହ୍ନ ରେ ସାର୍ବଜନୀନ ଅନ୍ନଭୋଗ ବଣ୍ଟନ ଓ ସଂଧ୍ୟା ରେ ଆଳତି ସହିତ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ରହିଛି l ଯାହା ଉକ୍ତ ପୂଜା କମିଟିର ବିଶେଷତ୍ବ ଅନୁଭବ କରିଥାନ୍ତି ଭକ୍ତ ମାନେ ଓ ବହୁ ସଂଖ୍ୟା ରେ ଯୋଗଦାନ କରିଥାନ୍ତି ବୋଲି ପୂଜାକମିଟିର କର୍ମକର୍ତ୍ତା ମାନେ ସୂଚନା ଦେବାସହ ଅଞ୍ଚଳବାସୀଙ୍କୁ  ପ୍ରସାଦ ପାଇବା ପାଇଁ ଯୋଗଦେବାକୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like