-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ

28-Oct-2023



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସଦର ମହକୁମାରେ ପାଳିତ ହେଇଚି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ | ଏହି କାର୍ଯ୍ୟକ୍ରମରେ ୱାକାଥନ୍ ସହିତ ପଥୋତ୍ସବ କରାଯାଇଛି | ୱାକାଥନ କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଏବଂ ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ ପତାକା ଦେଖେଇ ଆରମ୍ଭ କରିଥିଲେ | ବିଭିନ୍ନ

ଛାତ୍ରଛାତ୍ରୀ , ମହିଳା, ଅନୁଷ୍ଠାନ ମାନଙ୍କର ବିଶିଷ୍ଠ ବ୍ୟକ୍ତି , ଜିଲ୍ଲାର ଅଧିକାରୀଗଣ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ | ବଲାଙ୍ଗିର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏହି ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଏବଂ ଶେଷରେ ଗାନ୍ଧୀ ଭବନ ପାଠାଗାର ଯାଏଁ ଆସିଥିଲା | ଭୋଟର ସଚେତନତା ତଥା ସଠିକ ମତଦାନର ନାରା ସହ ସମସ୍ତେ ସହର ଭ୍ରମଣ କରିଥିଲେ | ଦ୍ଵିତୀୟ ପର୍ଯ୍ୟାୟରେ ପଥୋତ୍ସବରେ ଏକ ସଭା ଅନୁଷ୍ଠିତ ହେଇଥିଲା | ଅତିରିକ୍ତ ଜିଲ୍ଲାପାଳ ମୁଖ୍ୟ ଅତିଥି ଭାବେ

ମତଦାନ ପାଇଁ ନାମ ପଞ୍ଜିକରଣ କରିବାକୁ କହିଥିଲେ | ସୁସ୍ଥ ନିର୍ବାଚନ ପାଇଁ ସଠିକ ତଥ୍ୟ ଏବଂ  ନିର୍ଭୁଲ ଭୋଟର ତାଲିକା ନିତାନ୍ତ ଜରୁରୀ | ତେଣୁ କୌଣସି ଭୁଲ କୁ ଏହି ଅଭିଯାନ ରେ ସଂଶୋଧନ କରିବାକୁ ଆହ୍ୱାନ କରିଥିଲେ | ଜାନୁଆରୀ , ଏପ୍ରିଲ ,ଜୁଲାଇ ,ଅକ୍ଟାବର ପହିଲାରେ ଯାହାକୁ ୧୮ ବର୍ଷ ହେଉଥିବ ସେମାନେ ନିଜକୁ ଭୋଟର ତାଲିକାରେ ପଂଜିକୃତ କରାଇପାରିବା ସହ ଭୋଟ ଦେଇପାରିବେ | ଏଥିପାଇଁ ନିର୍ବାଚନ କମିଶନଙ୍କ ତରଫରୁ ଚାରୋଟି ଫର୍ମ ରେ ଆବେଦନ କରିହେବ | ଫର୍ମ ୬ ରେ ଭୋଟର ପଞ୍ଜିକରଣ , ଫର୍ମ ୭ରେ ନାମ ଅପସାରଣ , ଫର୍ମ ୮ରେ ସବିଶେଷ ସଂଶୋଧନ ତଥା ଫର୍ମ 6ବି ରେ ଆଧାର ଭୋଟର ପରିଚୟ କାର୍ଡ ଲିଙ୍କ କରିହେବ ବୋଲି ଉପଜିଲ୍ଲାପାଳ ପ୍ରଭାସ ଦଣ୍ଡସେନା କହିଥିଲେ | ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ଆସନ୍ତା ନଭେମ୍ବର ମାସ ୫/୧୧/୧୯/୨୫  ତାରିଖ ବୁଥସ୍ତରୀୟ ଅଧିକାରୀଙ୍କ ନିକଟସ୍ଥ ବୁଥରେ ରହି ଆବେଦନ ଗ୍ରହଣ କରିବ | ଭୋଟର ହେଲ୍ପଲାଇନ ଆପ ଜରିଆରେ ମଧ୍ୟ ଘରେ ବସି ଜଣେ ଆବେଦନ କରିପାରିବେ | ଅକ୍ଟାବର ୨୭ ରୁ ଚିଠା ତାଲିକା ପ୍ରକାଶନୀ ଦିନଠାରୁ ଡିସେମ୍ବର ୯ ପର୍ଯ୍ୟନ୍ତ ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ ନିମନ୍ତେ ଆବେଦନ ଗ୍ରହଣ କରାଯାଇ ସଂଶୋଧନ ପାଇଁ ଶୁଣାଣି କରାଯିବ | କାର୍ଯ୍ୟକ୍ରମ ଶେଷରେ ଝୋଟି  , ରଙ୍ଗୋଲି ତଥା ହସ୍ତାକ୍ଷର ଅଭିଯାନ କରାଯାଇଥିଲା | ଓଡିଶା ଆଦର୍ଶ ବିଦ୍ୟାଳୟ ,ମହୀମୁଣ୍ଡା , ଜିଂଜ୍ଞାସା କୁମ୍ଭାର , ପୁଇଁତଳାର ଘୁଙ୍ଗୁର କଳା ପରିଷଦ  ପଥରଚେପାର ଅନ୍ବେଶା ହଷ୍ଟେଲ, ସାମରିକ କଳା ତଥା ଉଷୁ ପ୍ରଦର୍ଶନ କରିଥିଲେ | ଆସିଷ୍ଟାଣ୍ଟ କଲେକ୍ଟର ଫାଲ୍ଗୁନୀ ଶବର ଧନ୍ୟବାଦ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like