-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ପଞ୍ଚମ ତମ ମା ଚ୍ଛେଲିଆ ପାଟ ମହୋତ୍ସବ - 2023 ଭରସୁଜା ଠାରେ ଧୂମଧାମ ରେ ପାଳିତ

29-Oct-2023



ଆଗଲପୁର, (ବିନୋଦ କୁମାର ଦୀପ) ମା ଚ୍ଛେଳିଆ ପାଟ ମହୋତ୍ସବ ଆଗଲପୁର ବ୍ଲକର ଭରସୁଜା ଠାରେ ବଡ଼ ଧୁମ୍ ଧାମରେ ପାଳିତ ହୋଇଯାଇଛି l ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା ମହୋତ୍ସବ ର ଆଜି ଥିଲା ଦ୍ୱିତୀୟ ରଜନୀ l ଆଜିର କାର୍ଯକ୍ରମ କୁ ମୁଖ୍ୟ ଅତିଥି ଭାବରେ ଧାମନଗର ବିଜେପି ବିଧାୟକ ସୂର୍ଯ୍ୟବଂଶୀ ସୁରଜ୍ ଆସି ଯୋଗ ଦେଇଥିଲେ l ସମ୍ମାନନୀୟ ଅତିଥି ଭାବରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ l ତା ସଙ୍ଗେ ସଙ୍ଗେ ଆଗଲପୁର ବ୍ଲକ୍ ଉପାଧ୍ୟକ୍ଷା ଶ୍ରୀମତୀ ନିରୁପମା ପଧାନ ଓ ଓମଫେଡ କେବିଏନ ର ଚେୟାରମେନ ଶ୍ରୀମତୀ ସୀମା ପଟେଲ ଉପସ୍ଥିତ ଥିଲେ l ଆଉଜଣେ ଅତିଥି ହେଲେ ସରକାରଙ୍କ ପ୍ରଶାସନିକ ଅଧିକାରୀ ଭାବରେ କାର୍ଯ୍ୟରତ ଶ୍ରୀ ତୁଲାରାମ କଲେଥ ଯୋଗ ଦେଇଥିଲେ। ପ୍ରଥମେ ଅତିଥି ମାନେ ଆସିବା ପରେ ସେମାନଙ୍କୁ ପାଛୋଟି ଆଣି ମଂଚାସୀନ କରା ଯାଇଥିଲା। ଏହାପରେ ଫୁଲତୋଡ଼ା ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା l

l ମା ଛେଲୀଆ ପାଟ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ କରାଯାଇଥିଲା l ଆଗମୀ ଦିନରେ ଏହି ମହୋତ୍ସବ କିପରି ରାଜ୍ଯ ଓ ଜାତୀୟ ସ୍ତରରେ ପ୍ରତିଷ୍ଠା ଲାଭ କରିବ ସେ ବିଷୟରେ ଅତିଥି ମାନେ ମତାମତ ଦେଇଥିଲେ l ସରକାରଙ୍କ ଦ୍ଵାରା କିପରି ଆଗକୁ ମହୋତ୍ସବ ପାଇଁ ଅନୁଦାନ ଆସିପାରିବ ସେ ବିଷୟରେ ମଧ୍ୟ ଅତିଥି ମାନେ ଚେଷ୍ଟା କରିବେ ବୋଲି ନିଜ ନିଜ ଭାଷଣ ମାଧ୍ୟମରେ କହିଥିଲେ l ଏହି ମହୋତ୍ସବ କୁ ଭରସୁଜା ଅଞ୍ଚର ର ମା ଛେଲିଆ ପାଟ ସଂଗଠନ ଅୟୋଜନ କରିଛି। ଭରସୁଜା ଗ୍ରାମର ପୂର୍ବତନ ସରପଂଚ ତଥା ବଲାଂଗୀର ଜିଲ୍ଲା କଂଗ୍ରେସ ର ଯୁବ ସଭାପତି ଶ୍ରୀ ଗଣେଶ ସାହୁ ଙ୍କ ବହୁ ପ୍ରଚେଷ୍ଟା ଫଳରେ ଆଜି ସଫଳତାର ସହ କାର୍ଯକ୍ରମ ଅନୁଷ୍ଠିତ ହେଉଅଛି l ସଂଗଠନର ମୁଖ୍ୟ ଶ୍ରୀ ଗଣେଶ କୁମାର୍ ସାହୁ ଓ ସମସ୍ତ ସକ୍ରିୟ ସଦସ୍ୟ ଙ୍କ ପୁର୍ଣ୍ଣ ସହଯୋଗ ରେ ବେଶ ସଫଳତା ପାଇଛି l ସଭା କାର୍ଯ ସରିବା ଆରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା।  ଅଞ୍ଚଲ ରେ ଥିବା ବିଶିଷ୍ଟ ବ୍ୟକ୍ତି ବିଶେଷ ଙ୍କୁ ସମ୍ବାନିତ କରା ଯାଇଥିଲା।ସାଂସ୍କୃତିକ କାର୍ଯକ୍ରମ କୁ ଦର୍ଶକ ମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ ରହି ବେଶ୍ ଉପଭୋଗ କରୁ ଥିବାର ଦେଖିବାକୁ ମିଳିଥିଲା l ବିଶେଷ କରି ତୁଷୁରା ରୁ ଆସିଥିବା ଘୁଡୁକା ନାଚ, କଲାଜିବି ଅନୁଷ୍ଠାନ ବରଗଡର ସମ୍ବଲପୁରୀ ନୃତ୍ୟ ଓ ବିଶିଷ୍ଟ ସମ୍ବଲପୁରୀ ଗାୟକ ଙ୍କ ସୁମଧୁର ଗୀତ ଲୋକଙ୍କ ମନଙ୍କୁ ମୁଗ୍ଧ କରିଥିଲା। ଅଚଳର ବୁଦ୍ଧିଜୀବୀ ମାନେ ଶ୍ରୀ ଗଣେଶ କୁମାର୍ ସାହୁ ଙ୍କ ଏ ପ୍ରକାର ଅୟୋଜନ କୁ ବେଶ୍ ପ୍ରଶଂସା କରିଛନ୍ତି। ପ୍ରଥମ ଦିନରେ ରାଜ୍ୟ ସରକାର ଙ୍କ ବୟନ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀମତି ରୀତା ସାହୁ ଓ ବରିଷ୍ଠ କଂଗ୍ରେସ ନେତା ଶ୍ରୀ ନରସିଂହ ମିଶ୍ର ଯୋଗ ଦେଇଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like