-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ

29-Oct-2023



ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର ସଦର ମହକୁମା   ଠାରେ ରବିବାର ଦିନ ରାଜ୍ଯ ବିପର୍ଯ୍ୟୟ ପ୍ରସ୍ତୁତି  ଓ  ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ ନଅ ଘଣ୍ଟା ସମୟରେ ଏକ ସଚେତନ ପଦ ଯାତ୍ରା ସ୍ଥାନୀୟ ଭଣ୍ଡାର ଘରଣୀ ମନ୍ଦିର ନିକଟରୁ ମିଶନ ଶକ୍ତି ସଭା ଗୃହ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ଏହାକୁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା  ବିଧାୟକ  ମନୋହର ରନ୍ଧାରୀ, ନବରଙ୍ଗପୁର

ମୁନିସିପାଲିଟି ପୌରାଧ୍ୟକ୍ଷ କୁନୁ ନାୟକ,ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ନାୟକ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।  ସଭା ଯାତ୍ରା ସ୍ଥାନୀୟ ମିଶନ ଶକ୍ତି ସଭାଗୃହ ରେ ପହଞ୍ଚିଲା ପରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜନ କରି ବିପର୍ଯ୍ୟୟ ଦିବସର ତାତ୍ପର୍ଯ୍ୟ ସଂପର୍କରେ ଉପସ୍ଥିତ ଥିବା ସମସ୍ତ ମଞ୍ଚାସୀନ ଅତିଥିବୃନ୍ଦ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ମହାବାତ୍ୟାରେ ପ୍ରାଣ ହରାଇ ଥିବା ସମସ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟରେ ଘଟିଥିବା ମହାବାତ୍ୟା କୁ ମନେ ପକାଇବା ସହ ସମ୍ଭାବ୍ୟ ବନ୍ୟା ବାତ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସଜାଗ ରହି ତାର ସଫଳ ମୁକାବିଲା କରିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସ୍ତରରେ ନବରଙ୍ଗପୁର ଜିଲ୍ଲା (ଡି.ଡି.ଏମ. ପି) ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଖସଡା ରେ ଦ୍ଵିତୀୟ ସ୍ଥାନ ଅଧିକାର କରି ରାଜ୍ଯ ସରକାରଙ୍କ ଦ୍ଵାରା ପୁରସ୍କୃତ ହୋଇଥିବାରୁ ଜିଲ୍ଲା ରେ ଖୁସିର ଲହରୀ ଖେଳିଯାଇଛି l ଜିଲ୍ଲା ବିପର୍ଯ୍ୟୟ  ସମୟରେ ନିଜକୁ ରକ୍ଷା କରିବା ସହ ଅନ୍ୟକୁ ରକ୍ଷା କରିବାର ଆବଶ୍ୟକ ସଂପର୍କରେ ବୁଝାଇଥିଲେ। ମହାବାତ୍ୟା ପରେ ଓଡିଶା ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶେଷ କରି ଧନ ଜୀବନ ସୁରକ୍ଷା ରେ ଅଦ୍ଭୁତ ପୂର୍ବ ସଫଳତା ପାଇ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିବା ସମ୍ପର୍କରେ ଆଲୋଚନା ହୋଇଥିଲା। ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ କେବଳ ପ୍ରଶାସନ ନୂହେଁ ସମସ୍ତ ଜନ ପ୍ରତିନିଧି ସ୍ଵେଚ୍ଛାସେବୀ ଏବଂ ଗଣମାଧ୍ୟମର

ପ୍ରତିନିଧିଙ୍କ ର ପ୍ରମୁଖ ଭୂମିକା ରହିଥିବା  ସମ୍ପର୍କରେ ମଧ୍ୟ  ଆଲୋଚନା ହୋଇଥିଲା।  କାର୍ଯ୍ୟକ୍ରମ  ରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵଚ୍ଛ ସାଥି,ସ୍ଵୟଂ ସହାୟକ ଗୋଷ୍ଠୀ, ସ୍ଵେଚ୍ଛାସେବୀ,ଅଙ୍ଗନବାଡି, ଏନ. ସି ସି, ଜୁନିୟର ରେଡକ୍ରସ, ଏନ ଏସ ଏସ  ସଂଗଠନ  ଙ୍କ  ସହିତ ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ନାୟକ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଡ଼େପୁଟି କଲେକ୍ଟର ଜରୁରୀ କାଳୀନ ପି ମନସମିତା , ଏସ ଡି ପି ଅ ଯୁଗଳ ମଲ୍ଲିକ, ଓଡିଶା ରାଜସ୍ଵ ଅମଲା ସଂଘ ର ରାଜ୍ଯ ସଭାପତି ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ନବରଙ୍ଗପୁର ମହାବିଦ୍ୟାଳୟ  ଅଧ୍ୟକ୍ଷ ଭାସ୍କର ବିଶ୍ଵାଳ, ଅଧ୍ୟାପକ ଦିଲିପ କୁମାର ହୋତା, ନବରଙ୍ଗପୁର ମହାବିଦ୍ୟାଳୟର ଏବଂ ମହିଳା ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି  କାର୍ଯ୍ୟକ୍ରମ କୁ ଜିଲ୍ଲା ଜରୁରୀ କାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ  ପରିଚାଳନା କରିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପି. ମନସ୍ମିତା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like