-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ତୃତୀୟ ବାର୍ଷିକ ଭେଟଘାଟ କାର୍ଯ୍ୟକ୍ରମ ସମର୍ପଣ୍-୨୦୨୩ ଅନୁଷ୍ଠିତ

29-Oct-2023



ବଲାଙ୍ଗୀର: ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା ତୃତୀୟ ବାର୍ଷିକ ଭେଟଘାଟ କାର୍ଯ୍ୟକ୍ରମ ସମର୍ପଣ୍-୨୦୨୩ ସ୍ଥାନୀୟ ଟାଉନ୍ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ସକାଳୁ ମାଁ ସମଲେଶ୍ବରୀ, ମାଁ ପାଟଣେଶ୍ୱରୀଙ୍କ ପୂଜାର୍ଚ୍ଚନା କରିବା ପରେ ସଂଗଠନ ଏକ ବିରାଟ ସାଂସ୍କୃତିକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ପରେ ଟାଉନ୍ ହଲ୍ ଠାରେ ପହଞ୍ଚି ଥିଲା। ଏହି ସାଂସ୍କୃତିକ ଶୋଭାଯାତ୍ରାରେ ସଂଗଠନର ସମସ୍ତ ସଦସ୍ୟ ସଦସ୍ୟାଙ୍କ ସହିତ ନୂଆପଡା ଜିଲ୍ଲାର ଘୁମୁରା ଦଳ,

ଘଣ୍ଟ ବଜା, ପାରମ୍ପାରିକ ଦୁଲଦୁଲି ବଜା ଆଦି ସାମିଲ ରହିଥିଲେ। ଶୋଭାଯାତ୍ରା ଟାଉନ୍ ହଲରେ ପହଞ୍ଚିବା ପରେ ମଞ୍ଚ ପୂଜା ସମ୍ପନ୍ନ କରାଯାଇଥିଲା। ସନ୍ଧ୍ୟାରେ ଅତିଥି ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିବା ପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ବଲାଙ୍ଗିର ପୌର ଅଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ଆକ୍ସନ କମିଟି ଆବାହକ ଗୋପାଳଜୀ ପାଣିଗ୍ରାହୀ, ଯୁବ ସଂଗଠକ ମ. ଆକବର ଖାନ ଏବଂ ମୁଖ୍ୟବକ୍ତା ଭାବରେ ବିଶିଷ୍ଟ ଡାକ୍ତର ବେଣୁଧର ପାଣ୍ଡେ ମଞ୍ଚାସୀନ ରହିଥିଲେ। ସଂଗଠନର ସଭାପତି ସନ୍ତୋଷ ପଟ୍ଟନାୟକ ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ ସଂପାଦକ ଗୋବିନ୍ଦ ଚନ୍ଦ୍ର ଶତପଥୀ ବାର୍ଷିକ ବିବରଣୀ ପଠନ କରିଥିଲେ। ପରେ ସମ୍ମାନୀତ ପର୍ବରେ ଯୁବ ସମାଜସେବୀ ଟୁନା ମିଶ୍ରଙ୍କୁ ସ୍ମଶାନ ବନ୍ଧୁ ସମ୍ମାନ, ଦିବ୍ୟାଙ୍ଗ ଚିତ୍ରଶିଳ୍ପୀ ସୁପ୍ରିୟା ଦାଶ, ହୋଟେଲ ବ୍ୟବସାୟୀ ହାର୍ଦ୍ଦିକ ଭମ୍ମର, ଇଣ୍ଡିଆନ ଆଇଡଲ ଫେମ ଅଜୟ ଅମର ସିଂହଦେଓ ଏବଂ ପୌର ବିଭାଗର ପରିମଳ ବ୍ୟବସ୍ଥା ପରିଚାଳକ ମନୋଜ ଦୀପଙ୍କୁ

ବଲାଙ୍ଗିର ମାଟିର ସେବା ଓ ଗୌରବ କ୍ଷେତ୍ରରେ ସମ୍ମାନୀତ କରାଯାଇଥିଲା। ବୈଠକ ଶେଷରେ ସଂଗଠନର ସଂଗଠକ ସୁମିତ ମିଶ୍ର ଧନ୍ୟବାଦ ଭାଷଣ ଦେଲାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଣ୍ଠଶିଳ୍ପୀ ନବୀନ କୁଅଁର, ବ୍ୟାସଦେବ ପୁରୋହିତ, ଆଶିଷ କୁମ୍ଭାର, ପଦ୍ମଶ୍ରୀ ଖଟେଇ, ବିନୟ ସୁନା ଏବଂ ନୃତ୍ୟଦଳ ମଧ୍ୟରେ ନୂଆପଡା ଜିଲ୍ଲାର ମାଁ ଠାକୁରାଣୀ ଘୁମୁରା ଦଳ, ସମ୍ବଲପୁର ଜିଲ୍ଲାର ମାଁ କରମସାନି କଳା ପରିଷଦ କରମା ଦଳ ଓ ଲହରଙ୍ଗା ଟ୍ରାଇବଲ ଆର୍ଟ ଓ କଲଚର ରିସର୍ଚ୍ଚ ସେଣ୍ଟର ଆଦିବାସୀ ନୃତ୍ୟଦଳ କଳା ପରିବେଷଣ କରିଥିଲେ। ଅଧ୍ୟାପକ ଜୟଦେବ କର ସଭା ମଞ୍ଚ ପରିଚାଳନା କରିଥିବା ବେଳେ ବୀରେନ୍ଦ୍ର ପାଣ୍ଡେ ସାଂସ୍କୃତିକ ମଞ୍ଚ ପରିଚାଳନା କରିଥିଲେ। ଏହାସହ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସମସ୍ତ ସଦସ୍ୟ ସଦସ୍ୟା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଦର୍ଶକ ମାନେ ମନଭରି ଉପଭୋଗ କରିବା ସହିତ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସମସ୍ତ ସଦସ୍ୟ ସଦସ୍ୟା ଏଥିରେ ସାମିଲ ହୋଇ ଆଗାମୀ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like