-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ମେଢ,ମୁରାସୁର ରାଜ ମୁଖ୍ୟ ଆକର୍ଷଣ - ୪୧ ବର୍ଷରେ ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା

29-Oct-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀରେ ରବିବାର ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି। ଗଜଲକ୍ଷ୍ମୀ ପୂଜା ଚଳିତ ବର୍ଷ ୪୧ ବର୍ଷରେ ପହଞ୍ଚିଛି।‌ ଉପଖଣ୍ଡ ରେ ହେଉଥିବା ସମସ୍ତ ଗଜଲକ୍ଷ୍ମୀ ପୂଜା ଠାରୁ ଏହା ସବୁବେଳେ ସର୍ବାଗ୍ରେ ରହିଥାଏ। ଚଳିତ ବର୍ଷ ମଧ୍ୟ ଏହା ତାର ଶ୍ରେଷ୍ଠତ୍ବ ବଜାଇ ରଖିଛି। ଶନିବାର କଳସ ଶୋଭା ଯାତ୍ରା ବହୁତ ଧୁମଧାମରେ କାର୍ଯ୍ୟ ସମାପନ ହୋଇଥିଲା। ରବିବାର ସକାଳୁ ରୀତିନୀତି ଅନୁସାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅବସରରେ ନବାହ ପାରାୟଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି।  ଚଳିତ ବର୍ଷ ପୂଜା କମିଟିର ପ୍ରାୟ ୧ ଶହରୁ ଉର୍ଦ୍ଧ୍ବ ସଭ୍ୟ ଆଜି ଠାରୁ କାଷ୍ଟ ଓ ନିଷ୍ଠାର ସହ ବ୍ରତ ଆରମ୍ଭ କରିଛନ୍ତି। ଏ ବର୍ଷ ଆକର୍ଷଣୀୟ ମେଢ଼,ସୁଉଚ୍ଚ ତୋରଣ ଓ ରଙ୍ଗୀନ ଆଲୋକମାଳାରେ ଝଲସୁଛି ସମଗ୍ର ଅଞ୍ଚଳ ।  ଏହା ସହିତ ମୁରାସୁର ଦରବାର ଶୁଭାରମ୍ଭ ହୋଇଥିବା ବେଳେ ପ୍ରତ୍ୟହ ଆଧୁନିକ ଓ ଲୋକନୃତ୍ୟ ସାଙ୍ଗକୁ ମୁକ୍ତାକାଶ ନାଟ୍ୟାଭିନୟ ଲୋକଙ୍କୁ ଖୁବ ଆମୋଦ ଦେଉଛି। ଏହା ବାଦ୍ ମିନାବଜାର, ଚକ୍ରଦୋଳି ସାଙ୍ଗକୁ ବିଭିନ୍ନ ଘରକରଣା ସାମଗ୍ରୀର କିଣାବିକା ଯୋଗୁଁ ଖୁବ ଗହଲି ଲାଗୁଛି। ଆଜି ଠାରୁ ପ୍ରତ୍ୟହ ଦିନ ବେଲା ବ୍ୟାସ ଅଜିତ ଦାସ ଙ୍କ ଦ୍ଵାରା ରାମାୟଣ ପାରାୟଣ କାର୍ଯ୍ୟକ୍ରମ ହେଉଛି। ଏହା ସହ ହନୁମାନ ପୂଜା ଓ ଯଜ୍ଞ ମଧ୍ୟ ହେଉଥିବା ଦେଖିବାକୁ ମିଳିଛି।‌ ସକାଳେ ଲକ୍ଷ୍ମୀପୁଜା ହେବା ସହିତ ସନ୍ଧ୍ୟାରେ ଆଳତୀ ବେଳେ ଶ୍ରଦ୍ଧାଳୁଙ୍କ ଗହଳି ଲାଗି ରହୁଛି। ପୂଜାରେ ପଣ୍ଡିତ ସଚ୍ଚିଦାନନ୍ଦ ପଣ୍ଡା, ସଦାନନ୍ଦ ପଣ୍ଡା, ପ୍ରଦୀପ ରଥ ଓ ବନମାଳୀ ଚାନ୍ଦ ପ୍ରମୁଖ ବିଭିନ୍ନ ପୂଜା କାର୍ଯ୍ୟ ଦାୟିତ୍ଵ ତୁଲାଉଥିବା ବେଳେ ଲକ୍ଷ୍ମୀ ମଣ୍ଡପରେ ଉତ୍ତର ପଧନ,ରିନା ପଧନ, ରାମାୟଣ ମଣ୍ଡପ ରେ ସନତ ସିଂ, ସ୍ନେହଲତା ସିଂ ଓ ହନୁମାନ ମଣ୍ଡପରେ ସହଦେଵ ମହାକୁର, ବିଣାପାଣି ମହାକୁର କର୍ତ୍ତା ଭାବେ ଦାୟିତ୍ଵ ତୁଲାଉଛନ୍ତି। ପୂଜା କମିଟି ର ପରିଚାଳନା ସଭାପତି ଲବ କୁମାର ସାହୁ, ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡୀଆ, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ଉପଦେଷ୍ଟା ରାଜ ଗୋପାଲ ପାଣିଗ୍ରାହୀ ଓ କୁଶ କୁମାର ସାହୁ, ଚିତ୍ତରଞ୍ଜନ ସାହୁ, ମନୋଜ ନାଏକ, ଶାନ୍ତାନୁ କ୍ଷେତି, ବଳରାମ ପଧାନ, ଲୋକନାଥ ସାହୁ,ପଦ୍ମନାଭ ପଧାନ, ଉତ୍ତର ନାଏକ, ହିମାଂଶୁ ପଧାନ, ସନ୍ତୋଷ ସମର୍ଥ, ଅନନ୍ତ ସାହୁ, ପରାସର ସେଠି, ମନୋଜ ସାହୁ, ଆଦିତ୍ୟ ସାହୁ, ବିଶ୍ଵନାଥ ଦାସ, ସତ୍ୟବ୍ରତ ଦୁଆରିଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like