-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଦର ବ୍ଲକ ର ସାଧାରଣ ବୈଠକ

29-Oct-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ଜଣାଶୁଣା ସାମାଜିକ ଅନୁଷ୍ଠାନ ମାହେଶ୍ୱରୀ ପକ୍ଷରୁ ଆଜି ସ୍ଥାନୀୟ ପି ପି ଏକାଡେମୀ ଠାରେ ବଲାଙ୍ଗୀର ବ୍ଲକ ଅଧୀନ ରେ ଥିବା ପଞ୍ଚାୟତ ମାହେଶ୍ୱରୀ ର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା, ପଞ୍ଚାୟତ ସ୍ତର ରେ କିଭଳି ଭାବେ ଲୋକେ ଉପକୃତ ହେବେ ସେ ଦିଗରେ ଅନୁଷ୍ଠାନ ର ପ୍ରତିଷ୍ଠାତା ଅଙ୍କୁଶ କୁମାର ପାଣ୍ଡିଆ ଆଲୋଚନା କରିଥିଲେ

ଗ୍ରାମାଞ୍ଚଳ ରେ ଲୋକେ ଶିକ୍ଷିତ ହେବା ସହ ପଛଘୁଞ୍ଚା ନ ଦେଇ ବିଭିନ୍ନ ସମଶ୍ୟା ଉପରେ କିଭଳି ସମାଧାନ କରିବେ ସେ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା, ଏବଂ ମହିଳା ସଶକ୍ତି କରଣ ପାଇଁ ପ୍ରତି ପଞ୍ଚାୟତ ରେ ମହିଳା ମାନଙ୍କୁ ଆଗକୁ ଆଣିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରାଯିବା ସହିତ ଚାଷୀ ମାନଂକ ସମଶ୍ୟା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ଏବଂ ଏହି ବୈଠକ ରେ ସଦର ବ୍ଲକ ର କୁଡ଼ାସିଂହା,ଶିଖାଛିଡା, ବିଡ଼ିଘାଟ, ମିର୍ଧାପାଲି, କୁଟୁମଡୋଳା ପଞ୍ଚାୟତ ର ସଂଯୋଜକ ଏବଂ ସହ ସଂଯୋଜକ ମଧ୍ୟ ଉପସ୍ଥିତ ଥିଲେ , ଆଗାମୀ ଦିନରେ ଏ ସବୁ କାର୍ଯ୍ୟକ୍ରମ କିଭଳି ଭାବରେ କାର୍ଯ୍ୟକାରୀ ହେବ ସମସ୍ତେ ନିଜର ମତାମତ ରଖିଥିଲେ, ବୈଠକରେ

ଉପସ୍ଥିତ ଥିଲେ ମାହେଶ୍ୱରୀ ର ସଭାପତି ଶୋଭନ କୁମାର ଅଗ୍ରୱାଲ, ସଭ୍ୟ ଅପ୍ରମିତ ପରିଛା, ଯତୀନ୍ଦ୍ର କୁମାର ସାହୁ, ଦେବାଶିଷ ପାଣ୍ଡିଆ,ରାଜବାଲୁକେଶ୍ୱର ନନ୍ଦ,ମୁନ୍ନା ଧରୁଆ, ମନୋଜ ଝାଙ୍କର, ଲୋକନାଥ ପ୍ରଧାନ, ରମାକାନ୍ତ ସାହୁ,ଦୀପକ ଅଦାବରିଆ,ଦେବରାଜ ନାଏକ, ଏବଂ ଆନନ୍ଦ ସିଂ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like