-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ରାଜା ଥାଟି ଆକ୍ରମଣ ଘଟଣାରେ ୫ ଜଣ ଗିରଫ,କୋର୍ଟଚାଲାଣ

30-Oct-2023



ବଲାଙ୍ଗୀର(ପ୍ରେରଣା ଖବର)-ରବିବାର ଦିନ ୪ଟା ବେଳେ ଟିଟିଲାଗଡ ରୋଡରେ ରେଡିଓ ଷ୍ଟେସନ ସମ୍ମୁଖରେ ଶାସ୍ତ୍ରୀ ନଗରର ରାଜା ଥାଟି ନାମକ ଜଣେ ଯୁବକକୁ ୧୦ ରୁ ୧୨ଜଣ ଦୁବୃତ୍ତ ଆକ୍ରମଣ କରିଥିଲେ । ଘଟଣା ପରେ ଅଭିଯୁକ୍ତମାନେ ଫେରାର ଥିଲେ । ଟାଉନ ଥାନା ପୋଲିସ ଏହି ଘଟଣାରେ ତଦନ୍ତ କରି ଅଭିଯୁକ୍ତଙ୍କ ମଧ୍ୟରୁ ୫ଜଣଙ୍କୁ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ଜଣେ ଜଣେ ଅଭ୍ୟାସଗତ ଅପରାଧି ଅଟନ୍ତି ବୋଲି ଜଣାପଡିଛି । ସେମାନଙ୍କ ନାମରେ ପୂର୍ବରୁ ଅନେକ ମାମଲା ରହିଛି । ତେବେ ଆକ୍ରମଣର ଶୀକାର ହୋଇଥିବା ରାଜା ମଧ୍ୟ କିଛି ଅସାମାଜିକ ଯୁବକମାନଙ୍କ ସହିତ ଗୋଷ୍ଠିକରି କିଛି ଦିନ ପୂର୍ବରୁ ଏହି ଗୋଷ୍ଠୀ ସାଙ୍ଗରେ ଗଣ୍ଡଗୋଳ କରିଥିଲା । ସେହି ଘଟଣାର ପ୍ରତିଶୋଧ ନେବାକୁ ଯାଇ ରବିବାର ରାଜାକୁ ଆକ୍ରମଣ ହୋଇଥିବା ପୋଲିସ ଜାଣିବାକୁ ପାଇଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଲର୍କିପାଲିର ଭାରତ କୁମ୍ଭାର, ସରୋଜ ନାଗ, କନ୍ଧପାଲିପଡାର ଚିଣ୍ଟୁ ସାହୁ, ରାକେଶ ପଧାନ ଓ ବ୍ରାହ୍ମଣପଡାର ରାଜକିଶୋର ସ୍ୱାଇଁ ବୋଲି ଜଣାପଡିଛି । ବଲାଙ୍ଗୀର ଟାଉନ ପୋଲିସ ମାମଲା ନମ୍ବର-୫୯୨/୨୩  ତା ୨୯.୧୦.୨୦୨୩ ଦଫା ୩୪୧/୨୯୪/୩୨୩/୩୦୭/୧୨୦(ବି)/୫୦୬/୩୪ ଆଇପିସିରେ ରୁଜୁ କରି ଏମାନଙ୍କୁ କୋର୍ଟ ଚାଲାଣ କରିଛି । ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜା ଚାଲିଛି ବୋଲି ଟାଉନଥାନା ଆଇଆଇସି ବିଶ୍ୱଜିତ ମନବୋଧ କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like