-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ସାଧୁତାର ଶପଥ ପାଠ ଉତ୍ସବ

30-Oct-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର): ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ପାଳନ ଉପଲକ୍ଷେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅସ୍ଵାନ ହଲରେ ସାଧୁତାର ଶପଥ ପାଠ ଉତ୍ସବ ଅନୁଷ୍ଠିତ ହେଇଥିଲା । ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଏହି ଶପଥ ପାଠ କରାଇଥିଲେ । ଦେଶର ଆର୍ଥିକ , ରାଜନୈତିକ ଏବଂ ସାମାଜିକ ପ୍ରଗତିପଥେ ଦୁର୍ନୀତି ସବୁଠୁ ବଡ ପ୍ରତିବନ୍ଧକ ।

ତେଣୁ ଏହାର ମୂଳପ୍ଲାଟୋନ ନିମନ୍ତେ ସରକାର,ନାଗରିକ ତଥା ଘୋରୋଇ କ୍ଷେତ୍ରରେ ଏକତ୍ର ହୋଇ କାର୍ଯ୍ୟକରିବା ଆବଶ୍ୟକ । ତେଣୁ ସମସ୍ତ ନାଗରିକ ସବୁ ସମୟରେ ସତର୍କତା ତଥା ସାଧୁତା ଓ ସତ୍ୟନିଷ୍ଠାରେ ପ୍ରତିବଦ୍ଧ ରହି ଦୁର୍ନୀତି ବିରୁଦ୍ଧରେ ସଂଗ୍ରାମ କୁ ସମର୍ଥନ କରିବା ଉଚିତ ବୋଲି ଶପଥ ପାଠ ହେଇଥିଲା । ତେଣୁ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ଏବଂ  ଆଇନ ଅନୁପାଳନ କରିବା , ଉତ୍କୋଚ ନ ନେବାକୁ କି ନ ଦେବାକୁ ତଥା  ନିଜ ଦାୟିତ୍ଵକୁ ସାଧୁତା ଏବଂ ସ୍ଵଚ୍ଛତାର ସହ ସମ୍ପାଦନ କରିବାକୁ ସମସ୍ତେ ଶପଥ ନେଇଥିଲେ । ଜନସାଧାରଣଙ୍କ ହିତ ସାଧନ ସହ ବ୍ୟକ୍ତିଗତ ଆଚରଣରେ

ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖି ଦୁର୍ନୀତି ସମ୍ପର୍କିତ କୌଣସି ଘଟଣା ଉପଯୁକ୍ତ କତ୍ତୃପକ୍ଷଙ୍କୁ ଅବଗତ କରାଇବାକୁ ସମସ୍ତେ ଶପଥ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଧରୁଆ, ଭିଜିଲାନ୍ସ ଡିଏସପି ପୌଲସ୍ତି ଛତ୍ରିଆ ତଥା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଏବଂ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ପାଇଁ ବେଲପଡା ବ୍ଲକ ଅଫିସରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ବ୍ଲକ ଅଧିକାରୀଙ୍କ ସହ ଏହି ଆଭାସୀ ଶପଥ ପାଠରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like