-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ସିନେ ଅଭିନେତା ପ୍ରଦ୍ୟୁମ୍ନ ସାହୁଙ୍କ ପିତୃ ବିୟୋଗ

30-Oct-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )::ସିନେ ଅଭିନେତା ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ପିତା ଶମ୍ଭୁକୃଷ୍ଣ ସାହୁ ଆଜି ସକାଳ ୯ ଘଣ୍ଟା ୨୫ ମି. ରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଦେହ ତ୍ୟଗ କରିଛନ୍ତି। ସେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ ୨୦୦୬ ମସିହା ମାର୍ଚ୍ଚ ମାସ ଯାଏଁ ମୁଖ୍ୟ କିରାଣୀ ଭାବେ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ ତୁଲାଇ ଅବସର ନେବା ପରେ ସ୍ଥାନୀୟ ରାମଜୀନଗର ସ୍ଥିତ ନିଜ ବାସଭବନ ପୁରନ୍ଦର ନିବାସରେ ରହି ଆସୁଥିଲେ। ନିଜର ସମୟାନୁବର୍ତ୍ତିତା ଏବଂ  କର୍ତ୍ତବ୍ୟପରାୟଣତା ପାଇଁ ସେ ଖୁବ ଶ୍ରଦ୍ଧାଭାଜନ ଥିଲେ। କିଛିଦିନ ହେବ ସେ ମସ୍ତିକାଘାତରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଆଜି ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଥିଲା। ପୁରୀ ସ୍ଵର୍ଗଦ୍ଵାରରେ ଅନ୍ତିମ ସଂସ୍କାର ପାଇଁ ପରିବାରଜନ ତାଙ୍କ ମରଶରୀରକୁ ନେଇ ଅପରାହ୍ନରେ ପୁରୀ ଗମନ କରିଛନ୍ତି। ତାଙ୍କ ଜ୍ଵୋଷ୍ଠ ପୁତ୍ର ସୋନପୁର ଓକିଲ ସଂଘ ସଂପାଦକ ଏଡଭୋକେଟ ପ୍ରଫୁଲ୍ଲ କୁମାର ସାହୁ ସେଠି ପିତାଙ୍କୁ ମୁଖାଗ୍ନି ଦେବେ। ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ଲୀଳାବତୀ ସାହୁ, ତିନି ପୁତ୍ର ପ୍ରଫୁଲ୍ଲ ସାହୁ, ପ୍ରଦ୍ୟୁମ୍ନ ସାହୁ, ପ୍ରବୀଣ ସାହୁ, ପୁତ୍ରବଧୁ ପଙ୍କଜିନୀ ସାହୁ, ସବିତା ସାହୁ, ଦେବଜାନୀ ସାହୁ, ଝିଅ ପ୍ରମିଳା ସାହୁ, ପ୍ରତିମା ସାହୁ, ଜ୍ଵାଇଁ ବିରଞ୍ଚି ସାହୁ, ସୌମ୍ୟ ରଂଜନ ସାମନ୍ତରାୟ, ନାତି ଅଂଶୁମାନ ସାହୁ, ଜଗଦୀଶ ସାମନ୍ତରାୟ, ଆଦିତ୍ୟ ଅଦ୍ଵିକ ସାହୁ, ନାତୁଣି ଶୈଳେନ୍ଦ୍ରୀ ସାମନ୍ତରାୟଙ୍କ ସମେତ ସମ୍ପର୍କୀୟ ଏବଂ ବନ୍ଧୁବର୍ଗ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like