-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଜିଲ୍ଲା

 ପୁଇଁନ୍ତଳା ବ୍ଲକ କଂଗ୍ରେସର ସାଙ୍ଗଠାନିକ ବୈଠକ

15-Dec-2020



ବଲାଙ୍ଗିର: (ସନ୍ତୋଷ କୁମାର ଠାକୁର)- ପୁଇଁନ୍ତଳା ବ୍ଲକ କଂଗ୍ରେସ କମିଟୀ ପକ୍ଷରୁ ବ୍ଲକ ସଭାପତି ଉମାକାନ୍ତ ସାହୁ ଙ୍କ ସଭାପତିତ୍ୱରେ  ଓ ସାନନ୍ଦ ମିଶ୍ରଙ୍କ ସଂଯୋଜନାରେ ସ୍ଥାନୀୟ କଂଗ୍ରେସ କାର୍ଯ୍ୟାଳୟରେ ବ୍ଲକ ପୁନଃଗଠନ ସମ୍ବନ୍ଧୀୟ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରଥମେ ବିଶ୍ୱମାରୀ କରୋନାରେ ପୁଇଁନ୍ତଳା କଂଗ୍ରେସ ର ଛାମୁଆ ସଙ୍ଗଠକ ଦିବଙ୍ଗତ ୰ପ୍ରେମାନନ୍ଦ ସାଏ, ୰ସତ୍ୟ କଲତା, ୰ମାନ ଡାଙ୍ଗ ଙ୍କ ଅମର ଆତ୍ମାର ସଦଗତି ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା । ଉକ୍ତ ସାଙ୍ଗଠାନିକ ସଭାରେ ପ୍ରଦେଶ କଂଗ୍ରେସ କମିଟୀ ପକ୍ଷରୁ ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିୟୋଜିତ ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁ ଯୋଗ ଦେବା ସହ ପୁନଃଗଠନ ସମ୍ବନ୍ଧୀୟ ନିୟମାବଳୀ ବିସ୍ତୃତ ଭାବେ ବର୍ଣ୍ଣନା କରିବା ସହ ତୃଣମୂଳ ସ୍ତରରୁ ସଙ୍ଗଠନ କୁ ସୁଦୃଢ କରିବା ସହ ଆହ୍ୱାନ ଦେଇଥିଲେ । ଅନ୍ୟତମ ଅତିଥି ରାଜ୍ୟ କଂଗ୍ରେସର ବରିଷ୍ଠ ପ୍ରବକ୍ତା ସମରେନ୍ଦ୍ର ମିଶ୍ର କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ କୃଷି ମାରଣା ନିିତୀ ଉପରେ ଆଲୋକପାତ୍ କରିବା ସହ ଆଗାମୀ ଦିନରେ କୃଷକ ଆନ୍ଦୋଳନକୁ ତିବ୍ରତର କରିବାପାଇଁ ମତବ୍ୟକ୍ତ କରିଥିଲେ । ଜିଲ୍ଲା କଂଗ୍ରେସ କମିଟୀ ସଭାପତି ଦିଲୀପ ବେହେରା, ନାରୀ ନେତ୍ରୀ ମିଲନୀ ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ହୃଦାନନ୍ଦ ଭୋଇ, ବିଶିଷ୍ଟ ଦଳିତ ନେତା ଓମ୍ ପ୍ରକାଶ କୁମ୍ଭାର, ସତ୍ୟାନନ୍ଦ ସୁନା, ବରିଷ୍ଠ କଂଗ୍ରେସ ନେତା ସୁଶାନ୍ତ ଷଡଙ୍ଗୀ, ଫଜୁଲୁଦ୍ଦିନ ଖାନ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ସରୋଜ ପଧାନ, ବ୍ରଜ କିଶୋର ମେର୍ଲି, ହରିନନ୍ଦ, ଫକୀର କଲତା, ସୁବୋଧ କର୍ମି, ହିମାଂଶ ନନ୍ଦ, ଶ୍ରୀନିବାସ ନାଏକ, ଗଦାଧର ମହାପାତ୍ର, ଅଚ୍ୟୁତ କଲତା, ଟଙ୍କଧର ନାଏକ, ସୁଭ୍ରାଂଶୁ ପଣ୍ଡା, ଶ୍ରୀକାନ୍ତ ବକୁଲ, ନନ୍ଦଲାଲ ସେଠ, ରାଧାମୋହନ ସାଏ, ବିଧୁ ଭୂଷଣ ବିଶି, ରାଜେନ୍ଦ୍ର ମହାକୁର, ସୁଶାନ୍ତ ପାତ୍ର, ବଳଦେବ ସେଠ, ଜମିଦାର ବିଶ୍ୱାଳ, ବଜରଙ୍ଗ ଅମାତ, ପ୍ରେମ ମହାକୁର, ଗୋପ ଗୋବିନ୍ଦ ଡାଙ୍ଗ, ଭକ୍ତବନ୍ଧୁ ବିଶ୍ୱାଳ, ଶ୍ୟାମ ସାଏ, ବିଶେଶ୍ୱର ଚନ୍ଦନ, ଜଗା ପରୁଆ, ଅଭି ସାହୁ, ଦିଲୀପ ବିଶ୍ୱାଳ, ବିଦୂର ପୋଢ ପ୍ରମୁଖ ଙ୍କ ସମେତ ଶତାଧିକ କଂଗ୍ରେସକର୍ମୀ ଉପସ୍ଥିତ ଥିଲେ । ଶେଷରେ ଦଳିତ ନେତା ଜ୍ୟୋତିଷ ମୁଗ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like