-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ, ଶପଥ ଗ୍ରହଣ ରୁ ଆରମ୍ଭ ହେଲା କାର୍ଯ୍ୟକ୍ରମ

30-Oct-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): କେନ୍ଦ୍ରୀୟ  ଓ ରାଜ୍ୟ ଦୁର୍ନୀତି ନିବାରଣ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବେ ସମଗ୍ର ରାଜ୍ୟରେ ୩୦ ଅକ୍ଟୋବର ରୁ ୫ନଭେମ୍ବର ପର୍ୟ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି  I ଏହି ଅବସରରେ ସମଗ୍ର ଜିଲ୍ଲାରେ ଦୁର୍ନୀତି ବିରୁଦ୍ଧରେ ଜନ ସଚେତନତା ସ୍ରୁଷ୍ଟି କରିବା ଉଦ୍ଦେଶ୍ଯରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି l  ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ସପ୍ତାହ ପାଳନ ଅବସରରେ ଶପଥପାଠ କରାଇଥିଲେ lଏହି କ୍ରମରେ ଆଜି ଉଲୁଣ୍ଡା ବ୍ଲକର ଓସ୍ୱାନ ହଲ ରେ ଜିଲ୍ଲାପାଳ  ବିମଳେନ୍ଦୁ ରାୟ, ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି, ତଥା ଅନ୍ୟାନ୍ୟ ଜିଲ୍ଲା ପଦାଧିକାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ l ପରେ ପରେ ଆଜି ଅନୁଷ୍ଠିତ ଉଲୁଣ୍ଡା ବ୍ଲକ ସ୍ତରୀୟ ଜନ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ରାୟ ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଉପସ୍ଥିତ ଅଧିକାରୀ ତଥା କର୍ମଚାରୀ ମାନଙ୍କୁ  ଏକ ଦୁର୍ନୀତି ମୁକ୍ତ ସମାଜ ଗଠନ ପାଇଁ ଅଙ୍ଗୀକାରବଦ୍ଧତା ସ୍ଵରୁପ ଶପଥ ପାଠ କରାଇଥିଲେ l ସେହିପରି ଉକ୍ତ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଅନୁଷ୍ଠିତ ଶପଥ ପାଠ ସମାରୋହ ରେ ଓସୱାନ୍ ହଲ୍ ଠାରେ ଅତିରିକ୍ତ ଜିଲ୍ଲାପାଳ ଅଂଜଳିନା ପଧାନ ଏବଂଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ ଏଥିରେ ଯୋଗଦାନ କରି ଦୁର୍ନୀତି ମୁକ୍ତ ସମାଜ ଗଠନ ନିମନ୍ତେ ଶପଥ ପାଠ କରିଥିଲେ  l ଏଥିରେ ସୁବର୍ଣ୍ଣପୁର ଦୁର୍ନୀତି ନିବାରଣ ବିଭାଗର କର୍ମଚାରୀ ମାନେ ସହଯୋଗ କରିଥିଲେ l ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଆସନ୍ତା  ୦୪ ତାରିଖରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ ହେବ l ଏହା ସହିତ ସମସ୍ତ ଉପଖଣ୍ଡ ଓ ବ୍ଳକ ମାନଙ୍କରେ ମଧ୍ୟ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like