-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||     

HOME   ଜିଲ୍ଲା

ଖଣ୍ଡହତା ଗଜଲକ୍ଷ୍ମୀ ପୂଜାରେ ଜଳନ୍ଧର ରାଜ

30-Oct-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଠାରେ ୧୫ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ଚାଲିଥିବା ଜଳନ୍ଧର ଦରବାର ସୋମବାର ଥିଲା ଚତୁର୍ଥ ରଜନୀ। ମୁକ୍ତ କାଶ ରଙ୍ଗମଞ୍ଚ ରେ ନାଟ୍ୟାଭିନୟ ରେ ଦେବର୍ଷି ନାରଦ ପରାମର୍ଶ କ୍ରମେ ପାର୍ବତୀ ଙ୍କୁ ହରଣ ପାଇଁ ହିମାଳୟ ଗମନ  ନାଟ୍ୟ ଅଭିନୟ ହୋଇଥିଲା। ଏଥିରେ ଜଳନ୍ଧର ଭୂମିକାରେ ଗୋପାଳ ଦାସ,ଶୁକ୍ରଚାର୍ଯ୍ୟ ଦିଲ୍ଲିପ ପୁଢ, ରାହୁଦତ୍ୟ କିଶୋର ଦଣ୍ଡସେନା, ନାରଦ ରାତ୍ର ବିଶ୍ଵାଳ ଓ ଶିବ ପଞ୍ଚା ଅଭିନୟ କରିଥିଲେ। ରଙ୍ଗସଭାରେ ରାଜନର୍ତ୍ତକୀ ଙ୍କ ଦ୍ଵାରା ରଙ୍ଗାରଙ୍ଗ ନୃତ୍ୟ ପରିବେଷଣ କାରାଯାଇଥିଲା। ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକ ମନଭରି ଉପଭୋଗ କରିଥିଲେ।‌  ଜଳନ୍ଧର ଦରବାରରେ ରାଜ ଅତିଥି ଭାବେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଆତ୍ମା ଅଧ୍ୟକ୍ଷ ତପନ ପଣ୍ଡା, ସମାଜସେବୀ ମହେନ୍ଦ୍ର ମହାଲ୍ଲିକ, ସୁରେନ୍ଦ୍ର କର୍ଣ୍ଣ ପ୍ରମୁଖ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲା। ସଭାପତି ରୁଦ୍ର ପ୍ରକାଶ ମିଶ୍ର, ସମ୍ପାଦକ ଆଶୁତୋଷ ପଣ୍ଡା, ଉପ ସମ୍ପାଦକ ପ୍ରଦୀପ ମାଝୀ , ସୁଭାଷ ପଧାନ ଓ କମିଟି ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026

You Might Also Like