-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||     

HOME   ମହାନଗର

ଜିଲ୍ଲା ଓକିଲ ସଂଘର ସଭାପତି ଓ ସାଧାରଣ ସମ୍ପାଦକଙ୍କୁ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ସମ୍ବର୍ଦ୍ଧନା

15-Dec-2020



ସମ୍ୱଲପୁର:(ଦେବାଶିଷ ବେହେରାଙ୍କ ରିପୋର୍ଟ)- ସମ୍ବଲପୁର ଜିଲ୍ଲା ଓକିଲ ସଂଘର ନବନିର୍ବାଚିତ ସଭାପତି ଡକ୍ଟର ପ୍ରମୋଦ ରଥଏବଂ ସାଧାରଣ ସମ୍ପାଦକ ରବି ରଞ୍ଜନ ପୂଝାରୀଙ୍କୁ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ଆଗାମୀ ଦିନରେ ସମ୍ବଲପୁର ଜିଲ୍ଲାର ବିଭିନ୍ନ  ସମସ୍ୟା ନେଇ ଜିଲ୍ଲା  ଓକିଲ ସଂଘ ସ୍ବର ଉତ୍ତୋଳନ କରିବା ସହ ଜନସାଧାରଣଙ୍କ  ଉନ୍ନତି ଏବଂ ହାଇକୋର୍ଟ ବେଞ୍ଚ ପାଇଁ ବିଶେଷ ଭାବେ ଗୁରୁତ୍ଯ ଦିଆଯିବ ବୋଲି ଉଭୟେ ମତପ୍ରକାଶ କରିଛନ୍ତି l ପଶ୍ଚିମାଞ୍ଚଲ ଏକତା ପାଇଁ  ସମ୍ବଲପୁର  ଜିଲ୍ଲା  ଓକିଲ ସଂଘ ଗୁରୁ ଦାୟିତ୍ୱ  ଗ୍ରହଣ  କରିବାକୁ  ମଞ୍ଚ ପକ୍ଷରୁ  ଏହି  ଅବସରରେ ଅନୁରୋଧ  କରାଯାଇଥିଲା । ଏହା ସହ ପଶ୍ଚିମାଞ୍ଚଳ ଏକତା ମଂଚ  ମଧ୍ୟ ସଦା ସର୍ବଦା ପଶ୍ଚିମାଞ୍ଚଲ ଉନ୍ନତି ପାଇଁ ଜିଲ୍ଲା  ଓକିଲ ସଂଘ  ସହ ସାମିଲ  ରହିବ ବୋଲି ପ୍ରତିଶ୍ରୁତି  ଦେଇଥିଲା  l ଏହାସହ ପଶ୍ଚିମାଞ୍ଚଳ ଏକତା ମଂଚ ର ସମ୍ବଲପୁର କାର୍ଯ୍ୟକ୍ରମ ସଂଯୋଜକ ନିଶିକାନ୍ତ ବିଶ୍ବାଳଙ୍କୁ ବିଜେଡି ଯୁବ ସଂଗଠନ ରେ ସମ୍ପାଦକ ଭାବେ  ଦାୟିତ୍ୱ ମିଲିଥିବାରୁ ତାଙ୍କୁ  ମଧ୍ୟ  ସମ୍ବର୍ଦ୍ଧିତ  କରାଯାଇଥିଲା । ଉଭୟ    ସମ୍ବର୍ଦ୍ଧନା  କାର୍ଯକ୍ରମରେ ପଶ୍ଚିମାଞ୍ଚଳ ଏକତା ମଂଚ ର କାର୍ଯ୍ୟକ୍ରମ ସଂଯୋଜିକା  ଗୀତାରଣୀ ପଣ୍ଡା,ସୁଦାମ ମେହର,ସୁବୋଧ କୁମାର ଦୋରା,ପଙ୍କଜିନି ମେହେର,କାନ୍ତି ମେହେର,,ରାହୁଲ ଗୁପ୍ତା,ରାଜେଶ ସ୍ବାଇଁ,ମାନସ ରଞ୍ଜନ ବକ୍ସି,ଦେବାଶିଷ ବେହେରାଙ୍କ  ସମେତ  ପଶ୍ଚିମାଞ୍ଚଳ ଏକତା ମଂଚ ର ଆବାହକ ଭବାନୀ ଶଙ୍କର ଭୋଇ ପ୍ରମୁଖ  ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026

You Might Also Like