-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ ର ୪୫୧ଜଣ ନିର୍ମାଣ ଶ୍ରମିକଙ୍କୁ ୨,୬୩,୪୦୦ ଟଙ୍କା ସହାୟତା ରାଶି ବଣ୍ଟନ

30-Oct-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ବିନିକା ବ୍ଲକର ଆର ଏମ ସି ମାର୍କେଟ ୟାର୍ଡ଼ ଠାରେ ସୁବର୍ଣ୍ଣପୁର ଜିଲ୍ଲା ଶ୍ରମ ବିଭାଗ ତରଫରୁ ବ୍ଲକସ୍ତରୀୟ ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଶ୍ରମ ଆଯୁକ୍ତ ତଥା ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖାଙ୍କ ସଭାପତିତ୍ୱ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ସଭାରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ଶ୍ରୀଯୁକ୍ତ ପଦ୍ମନାଭ ବେହେରା ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପଧାନ, ଦୀପ୍ତିରେଖା ନନ୍ଦ, ଅଧ୍ୟକ୍ଷା, ବିନିକା ପଞ୍ଚାୟତ ସମିତି, ସୁବାସ ଭୋଇ, ଅଧ୍ୟକ୍ଷ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ, ପ୍ରମୁଖ ଯୋଗଦେଇ ନିର୍ମାଣ ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ରାଶି ବଣ୍ଟନ କରିବା ସହିତ ଶ୍ରମିକ ମାନେ ହେଉଛନ୍ତି ଦେଶର ମେରୁଦଣ୍ଡ ଓ ଦେଶର ନିର୍ମାଣ ରେ ସେମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ l ସଭାରେ ମୁଖ୍ୟଅତିଥି  ବିଧାୟକ ଶ୍ରୀଯୁକ୍ତ ପଦ୍ମନାଭ ବେହେରା ନିଜ ଅଭିଭାଷଣ ରେ କହିଥିଲେ ସେ ବି ଆଗରୁ ନିର୍ମାଣ ଶ୍ରମିକ ଭାବରେ କାମ କରିଛନ୍ତି ଓ ସେମାନଙ୍କ ବିଷୟ ରେ ମୁଁ ପୂର୍ବରୁ ଭଲ ଭାବରେ ଅବଗତ l ଏଣୁ ସମସ୍ତେ ନିଜ ନିଜ ନାମ ପଞ୍ଜିକରଣ କରାଇ ସରକାରଙ୍କ ସବୁ ଯୋଜନା ର ଲାଭ ନେବାକୁ ଲୋକଙ୍କୁ ପରାମର୍ଶ ଦେଇଥିଲେ l ଏହି ସଭା ଶେଷରେ ନିର୍ମାଣ ଶ୍ରମିକ ମାନଙ୍କ ମଧ୍ୟରୁ ୧୭ ଜଣ ଙ୍କୁ ଡେମୋ ଚେକ ପ୍ରଦାନ କରାଯାଇଥିଲା ଓ ବାକି ଅନ୍ୟ ହିତାଧିକାରୀ ମାନଙ୍କ ଆକାଉଣ୍ଟକୁ ସହାୟତା ରାଶି ଜମା କରାଯିବ ବୋଲି ଜିଲ୍ଲା ଶ୍ରମ ଅଧିକାର  ଦିଲେଶ୍ଵର ଖାଖା ସୂଚନା ଦେଇଥିଲେ l ଏହି ସଭାକୁ ପରିଚାଳନା କରିଥିଲେ ବାଙ୍କ ବିହାରୀ ମହଲା ଓ ସେଥିରେ ତାଙ୍କୁ ସହଯୋଗ କରିଥିଲେ କୁମାରୀ ପ୍ରିୟଦର୍ଶିନୀ ପଧାନ, ନାରାୟଣ ବିଶି l ଶେଷରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀଯୁକ୍ତ ଡିଳେଶ୍ଵର ଖାଖା ସମସ୍ତ ଙ୍କ ସହଯୋଗ ପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026

You Might Also Like