-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||     

HOME   ଜିଲ୍ଲା

ଅସହାୟଙ୍କୁ ସହଯୋଗର ହାତ ବଢାଇଲେ ପୋଲିସ ଅଧିକାରୀ - ସିଆଇଡି ଇନ୍ସପେକ୍ଟରଙ୍କ ମହାନତା

31-Oct-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା
ବୀରମହାରାଜପୁର ଅଞ୍ଚଳରେ  ଜଣେ ପୋଲିସ ଅଧିକାରୀ ଅସହାୟ ମାନଙ୍କୁ ସହଯୋଗର ହାତ ବଢ଼ାଇଥିବା ଦେଖିବାକୁ ମିଳିଛି। ବୀରମହାରାଜ ପୁର ବ୍ଲକ  ବାଗବର ପଞ୍ଚାୟତର ଅନ୍ତର୍ଗତ ଷଣ୍ଢା ଗ୍ରାମର ଦୁଃଖିଶ୍ୟାମ ବାରିକ(୩୦) ଛୋଟ ବେଳରୁ ପୋଲିଓରେ ଆକ୍ରାନ୍ତ ହୋଇ ବାମଗୋଡ ଅଣ୍ଟା ପାଖରୁ କଟାଯିବା ଫଳରେ ଦିବ୍ୟାଙ୍ଗ ଅବସ୍ଥାରେ ଜୀବନ ବିତାଉଛନ୍ତି। ସେହିପରି ଉକ୍ତ ଗ୍ରାମର କେଉଟସାହି ସ୍ଥିତ ବଳରାମ ଦେହୁରୀଙ୍କ ୨୦ ବର୍ଷୀୟା ଝିଅ ପୂର୍ଣ୍ଣବାସୀ ଦେହୁରୀ (ଗୌରୀ) ଦୀର୍ଘ ଆଠମାସ ହେଲା କିଡନୀ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଛନ୍ତି। 
ସୂଚନା ଅନୁସାରେ କଟକ ସିଆଇଡି ଇନ୍ସପେକ୍ଟର  ତପନ କୁମାର ନାୟକ କୌଣସି କାର୍ଯ୍ୟ ପାଇଁ ଉକ୍ତ ଅଞ୍ଚଳ ରାସ୍ତାଦେଇ ଆସୁଥିବା ବେଳେ ଖବର ପାଇ ଉଭୟ ଗରିବ ପରିବାର ନିକଟକୁ ଯାଇ ଦୁଃଖିଶ୍ୟାମ  ଓ ଗୌରୀଙ୍କୁ ସାକ୍ଷାତ କରିଥିଲେ। ଇନ୍ସପେକ୍ଟର ଶ୍ରୀ ନାୟକ ସେମାନଙ୍କୁ କିଛି ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଗକୁ ମଧ୍ୟ ସାହାଯ୍ୟ କରିବେ ବୋଲି ପ୍ରତିଶୃତି ଦେଇଥିଲେ।ଆହୁରି ମଧ୍ୟ ସ୍ଥାନୀୟ ଅଞ୍ଚଳର  ବୃଦ୍ଧବୃଦ୍ଧା, ଛୋଟ ଶିଶୁ ଓ ମହିଳା ମାନଙ୍କର ଭଲମନ୍ଦ ବୁଝି ବେଶ୍ କିଛି ସମୟ ବିତାଇଥିଲେ ସିଆଇଡି ଅଧିକାରୀଙ୍କ ଏଭଳି ସମାଜସେବା କାର୍ଯ୍ୟ ପାଇଁ ଅଞ୍ଚଳବାସୀ ଖୁବ୍ ପ୍ରଶଂସା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026

You Might Also Like