-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||     

HOME   ଜିଲ୍ଲା

ଆମ୍ବଗାଁରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଓ ସମାଧାନ ଶିବିର

31-Oct-2023



କଣ୍ଟାମାଳ(,ଜୟ କୁମାର ମହାରଣା ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଆମ୍ବଗାଁ ପଞ୍ଚାୟତ ପରିସରରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଜିଲ୍ଲାପାଳଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ,ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରୀପାଠୀ, ଉପଜିଲ୍ଲାପାଳ ରବିନ୍ଦ୍ରନାଥ କହଁର , କଣ୍ଟାମାଳ ବିଡ଼ିଓ ସାମୀ ଜୟଶ୍ରୀ ରେଡ୍ଡୀ, କଣ୍ଟାମାଳ ତହସିଲଦାର ଶ୍ୱେତପଦ୍ମା ଯୋଶୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାହାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଜଳଛାୟା ପ୍ରକଳ୍ପ ଅଧିକାରୀ ପ୍ରଦୀପ୍ତ ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜ୍ଜୁର୍, ବ୍ଲକ ଶିକ୍ଷା ଅଧିକାରୀ ସନୋଜ୍ ସେଠୀଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗଦାନ କରି ଲୋକମାନଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ ଏବଂ ସ୍ଥାନୀୟ ପଞ୍ଚାୟତର ସରପଞ୍ଚ ପ୍ରତିମା ରଣା, ଖମନମୁଣ୍ଡା ସରପଞ୍ଚ ଅଳକା ପ୍ରଧାନ, ନଂ୧ଜୋନର ଜିଲ୍ଲାପରିଷଦ ସଦସ୍ୟା ସୁମିତ୍ରା ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।ଏହି ଶିବିରରେ ସମୁଦାୟ ୧୮୦ଟି ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୧୭୬ ଟି ବ୍ୟକ୍ତିଗତ ଓ ୪ଟି ସାମୁହିକ ମାମଲା ପଞ୍ଜୀକୃତ ହୋଇଥିଲା । ୪ ଜଣଙ୍କୁ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡସରୁ ସହାୟତା ରାଶି ପ୍ରଦାନ କରାଯାଇଥିଲା ବେଳେ ଜଣଙ୍କୁ ଟ୍ରାଇସାଇକେଲ ଓ ୨ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026

You Might Also Like