-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ରେ ଦୁର୍ନୀତି ନିବାରଣ ସଚେତନତା ଓ୍ବାକାଥନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ।

31-Oct-2023



(ପ୍ରେରଣା ଖବର )ଆଜି ତାରିଖ ୩୧/୧୦/୨୦୨୩ ସମଗ୍ର ଭାରତରୁ ଦୁର୍ନୀତିର ମୂଳୋତ୍ପାଟନ ପାଇଁ ଚାଲିଥିବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ଦ୍ବିତୀୟ ଦିନରେ ଆଜି ପଦ୍ମପୁରରେ ଏକ ଓ୍ବାକାଥନ୍ ଅନୁଷ୍ଠିତ ହୋଇଛି । ଓଡ଼ିଶା ସରକାରଂକ ଦୁର୍ନୀତି ନିବାରଣ ବିଭାଗ, ବରଗଡ଼
ପକ୍ଷରୁ ଆୟୋଜିତ ଏହି ଓ୍ବାକାଥନରେ ପଦ୍ମପୁର ଉପ- ଜିଲ୍ଲାପାଳ ଶ୍ରୀ ଆଲୋକ ପଟେଲଂକ ନେତୃତ୍ବରେ ବିଇଓ ଲୋକନାଥ ଭୋଇ, ଏଡିଡବ୍ଲୁଓ ସିଦ୍ଧାର୍ଥ ପଟ୍ଟନାୟକ, ବିଏସ୍ଏସ୍ଓ ରଜନୀକାନ୍ତ ବହିଦାର, ଭିଜିଲାନ୍ସ ଇନ୍ସପେକ୍ଟର୍, ବରଗଡ଼ ସୁଷମା ତିର୍କି, ଭିଜିଲାନ୍ସ ଇନ୍ସପେକ୍ଟର୍, ବରଗଡ଼ ସୁଷମା ପଶାୟତ, ବିଭିନ୍ନ ବିଭାଗର କର୍ମଚାରୀ, ବରିଷ୍ଠ ନାଗରିକ ନିରୋଜ ଦୋରା ଆଦି ଯୋଗ ଦେଇଥିଲେ । ମହିଳା ମହାବିଦ୍ଯାଳୟ- ପଦ୍ମପୁର, ଜିସ୍ଟ୍ କଲେଜ- ପଦ୍ମପୁର, ଜେନିଥ୍ କଲେଜ୍-ପଦ୍ମପୁରର ଛାତ୍ରୀ ଛାତ୍ର, ଅଂଚଳ କଲେଜର ଏନସିସି ଓ ଏନଏସ୍ଏସ୍ ଦଳ ତଥା ଅଂଗନଓ୍ବାଡ଼ି କର୍ମୀଂକ ସକ୍ରୀୟ ଯୋଗଦାନରେ ଏହି ଓ୍ବାକାଥନ୍ ରେ ସମସ୍ତେ ପଦ୍ମପୁର ରାଜବାଟୀ ସମ୍ମୁଖରୁ ବାହାରି ଆରବି ହାଇସ୍କୁଲ ଖେଳପଡ଼ିଆ ଯାଏଁ ଯାଇଥିଲେ । ଦୁର୍ନୀତି ନିବାରଣ ସମ୍ବନ୍ଧୀୟ ବିଭିନ୍ନ ସ୍ଲୋଗାନ ମାନ ଦେଇ ଏହି ଓ୍ବାକାଥନ୍ ଦ୍ବାରା ଜନସଚେତନତା ସୃଷ୍ଟି କରାଯାଇଥିଲା । ଆମ ଦେଶରୁ ଦୁର୍ନୀତିର ମୂଳୋତ୍ପାଟନ ପାଇଁ ନାଗରିକ ଓ ସରକାରୀ କର୍ମଚାରୀ ସମସ୍ତେ ମିଳିତ ଯେପରି  ଭାବରେ  ପ୍ରୟାସ କରିବେ ସେନେଇ ମଧ୍ଯ ବିଭିନ୍ନ ସଚେତନତା ସୃଷ୍ଟି କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026

You Might Also Like