-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||     

HOME   ଜିଲ୍ଲା

କାଲି ପାଲସାଗୋରା ଆସୁଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ

31-Oct-2023



କଣ୍ଟାମାଳ(ଜୟ କୁମାର ମହାରଣା ): ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା,ରାଜ୍ୟ ଉପସଭାପତି ତଥା ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ  ଆସନ୍ତାକାଲି ବୁଧବାର ବୌଦ୍ଧ ଓ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀକୁ ଏକ ତୋଫାନୀ ଗସ୍ତରେ ଆସୁଛନ୍ତି  l   ସାଂସଦ ଅପରାଜିତାଙ୍କ ଏହି ଗସ୍ତକୁ ନେଇ ଜିଲ୍ଲା ଓ ବ୍ଲକ ବିଜେପି କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି  l  ସମସ୍ତ ବିଜେପି କର୍ମୀ ଓ ନେତା କର୍ମତତ୍ପର ହେବା ସହ ସମଗ୍ର ଅଂଚଳ ଚଳଚଞ୍ଚଳ  ହୋଇଉଠିଛି  l  ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ପଳାସଗୋରl  ଠାରେ ଅପରାହ୍ନ ୪ ଘଣ୍ଟା ସମୟରେ ପହଞ୍ଚି ଠାରେ ଆୟୋଜିତ ଏକ ଦଳୀୟ ସଭାରେ ଯୋଗଦେବl ସହ

ଦଳୀୟ କର୍ମକର୍ତ୍ତା ଓ ପଦାଧିକାରୀ ମାନଙ୍କ ସହ ଆଲୋଚନା କରିବେ l  ପରେ ପଲସlଗୋରl ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରାରେ ଆସି ମକର ପଡିଆ ଠାରେ ଗଜଲକ୍ଷ୍ମୀ ପୂଜା କମିଟି ତରଫରୁ ଆୟୋଜିତ ମହିଷାସୁର ଦରବାରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜନସାଧାରଣଙ୍କୁ ଉଦବୋଧନ ଦେବା କାର୍ଯ୍ୟକ୍ରମ ରହଛି ବୋଲି କଣ୍ଟାମାଳ ବ୍ଲକ ବିଜେପି ସୂତ୍ରରୁ ପ୍ରକାଶ l  ଉକ୍ତ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସ୍ଥାନୀୟ ଜନସାଧାରଣ ଯୋଗଦେବାକୁ କଣ୍ଟାମାଳ ବ୍ଲକ ବିଜେପି କାର୍ଯ୍ୟକର୍ତ୍ତା ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026

You Might Also Like