-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଠାରେ ଡାଲଖାଇ ଗବେଷଣା କେନ୍ଦ୍ର ଏବଂ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ପାଇଁ ତହଁକ କୁଟୁମ ତରଫରୁ ଦାବୀପତ୍ର ପ୍ରଦାନ

31-Oct-2023



ବଲାଙ୍ଗୀର ଜିଲ୍ଲାର ଡାଲଖାଇ, ହୁମୋ ବଉଳି, ଢାପ୍, ଘୁଡ଼କା ଆଦି ଲୋକକଳା ଅତି ପ୍ରାଚୀନ ଏଵଂ ସ୍ଵତନ୍ତ୍ର l ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ଗ୍ରାମାଞ୍ଚଳର ନାରୀ ମାନେ ଡାଲଖାଇ, ହୁମୋ ବଉଳି ଆଦି ଲୋକକଳା କୁ ବଞ୍ଚାଇ ରଖିବାକୁ ସଂଘର୍ଷରତ। ପ୍ରୋତ୍ସାହନ ଅଭାବରୁ ଦାଦନ ପ୍ରବଣ ବଲାଙ୍ଗୀରରେ ଉପରୋକ୍ତ ମହାନ୍ ଲୋକକଳା ହଜିବାକୁ ବସିଲାଣି । ଏହି ଲୋକକଳା କୁ ପୁନରୁଦ୍ଧାର ସହ ପ୍ରଚାର ପ୍ରସାର ପାଇଁ ବଲାଙ୍ଗୀର ଜିଲ୍ଲାରେ ଡାଲଖାଇ, ହୁମୋ ବଉଲି, ଢ଼ାପ୍, ଘୁଡକା ଆଦିର ପ୍ରଶିକ୍ଷଣ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ତହଁକ୍ କୁଟୁମ ପକ୍ଷରୁ ଡେପୁଟି କଲେକ୍ଟରଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଅନୁରୋଧ ପତ୍ର ପ୍ରଦାନ କରାଯାଇଛି। ଓଡିଶା ସଙ୍ଗୀତ ନାଟକ ଏକାଡେ଼ମୀ, ସଙ୍ଗୀତ ନାଟକ ଏକାଡେ଼ମୀ ଭାରତ ସରକାର ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ କୁ ମଧ୍ୟ ଅନୁରୋଧ ପତ୍ର ଦିଆଯିବ ବୋଲି ତହଁକ୍ ସମ୍ପାଦକ ରାଜେଶ୍ ଦଣ୍ଡସେନା ଜଣାଇଛନ୍ତି । ବଲାଙ୍ଗୀର ଜିଲ୍ଲାରେ ଲୋକକଳା ଗବେଷଣା କେନ୍ଦ୍ର ତଥା ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହେଲେ ପଡୋଶୀ ଜିଲ୍ଳା ଉପକୃତ ହେବା ସହ ଦାଦନ ସମସ୍ୟା ପ୍ରଶମିତ ହେବ ବୋଲି  ତହଁକ ମୂଖ୍ୟ ସମ୍ପାଦକ ଅର୍ଜୁନ କୁମାର ସାହୁ କହିଛନ୍ତି। ଆଗାମୀ ଦିନରେ ପଶ୍ଚିମ ଓଡିଶା ର ବିଭିନ୍ନ ଜିଲ୍ଲା ର ଲୋକକଳା/ ସଂସ୍କୃତି ପୁନରୁଦ୍ଧାର ଏବଂ ପ୍ରଚାର ପ୍ରସାର ପାଇଁ ପ୍ରତ୍ୟେକ ଜିଲ୍ଲାରେ ସେହି ଜିଲ୍ଲା ର ମୌଳିକ କଳାର ପ୍ରଶିକ୍ଷଣ କେନ୍ଦ୍ର ଖୋଲିବାକୁ ସରକାରଙ୍କୁ ନିବେଦନ ପତ୍ର ପଠାଯିବ ବୋଲି ତହଁକ କୁଟୁମ ତରଫରୁ ସୂଚନା ଦିଆଯାଇଛି।
ଦାବିପତ୍ର ଦେବାବେଳେ ଗବେଷକ କପିଳେଶ୍ୱର ଖମାରୀ, ସଂଗଠକ ଅଶୋକ କୁମାର ସାହୁ, ସାମ୍ବାଦିକ ବିଭୁକଲ୍ୟାଣ ଗଡତ୍ୟା, କବୟିତ୍ରୀ ତପସ୍ୱିନୀ ପଶାୟତ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026

You Might Also Like