-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||     

HOME   ଜିଲ୍ଲା

ରୁଣ୍ଡିମହୁଲରେ ପ୍ରବାଚିକା ସୀତା ଯୋଶୀଙ୍କ ଶ୍ରଦ୍ଧାଞ୍ଜଳି ସଭା

31-Oct-2023



 କଣ୍ଟାମାଳ(ଜୟ କୁମାର ମହାରଣା ଙ୍କ ରିପୋର୍ଟ): କଣ୍ଟାମାଳ ବ୍ଲକ ଅନ୍ତର୍ଗତ ରୁଣ୍ଡିମହୁଲ ଗ୍ରାମରେ ପୁରାଣ ଗାୟିକା ତଥା ପ୍ରବାଚିକା ସ୍ୱର୍ଗତ ସୀତା ଯୋଶୀ ଙ୍କ ଆତ୍ମାର ସଦଗତି ନିମନ୍ତେ ଏକ ଶୋକ ଓ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୦ବର୍ଷ ବୟସ ହୋଇଥିଲା  l  ଖୁବ କମ ବୟସରୁ ସେ ଜଣେ ପାରାୟଣ ଗାୟିକା ଭାବରେ ବେଶ ଖ୍ୟାଦୀ ଅର୍ଜନ କରିଥିଲେ। ତାଙ୍କର ପରଲୋକ ଖଭର ଶୁଣିବା ପରେ ରୁଣ୍ଡିମହୁଲ ଗ୍ରାମରେ ଶୋକର ଛାୟା ଖେଳି ଯାଇଥିଲା । ଏହି ଉପଲକ୍ଷେ ରୁଣ୍ଡିମହୁ ଗଜଲକ୍ଷ୍ମୀ ପୂଜା କମିଟି ତରଫରୁ ଏକ ସ୍ମୃତି ଚାରଣ ଓ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା  l  ଏଥିରେ ଗଜଲକ୍ଷ୍ମୀ ପୂଜା କମିଟିର
 

ସମସ୍ତ ସଦସ୍ୟ,ପାରାୟଣ ଗାୟିକା ସୁଶ୍ରୀ ପ୍ରାପ୍ତି ଆଚାର୍ଯ୍ୟ ଙ୍କ ସମସ୍ତ କଳାକାର,  ରୁଣ୍ଡିମହୁଲ ସରପଞ୍ଚ ପଞ୍ଚlନନ ସାହୁ ସମେତ ରୁଣ୍ଡିମହୁଲ ର ସମସ୍ତ ଗ୍ରାମବାସି ଉପସ୍ଥିତ ରହି ସ୍ବର୍ଗତ ସୀତା ଯୋଶୀଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରି ତାଙ୍କର ପରିବାର ବର୍ଗଙ୍କୁ ପ୍ରଭୁ ସହାୟ ହେବା ନିମନ୍ତେ ପ୍ରାର୍ଥନା କରିଥିଲେ l ପରେ ତାଙ୍କର ଫୋଟ ଚିତ୍ର ରେ ପୁଷ୍ପ ମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଜଣାଇ ସ୍ମୃତିଚାରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026

You Might Also Like