-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକସ୍ତରୀୟ "ସୁରଭି" ଶିଶୁ ମହୋତ୍ସବ ଅନୁଷ୍ଠିତ: ୧୨ ଗୋଟି କ୍ଲଷ୍ଟର ରୁ ୨୮୦ ଜଣ ପ୍ରତିଯୋଗୀ ଭାଗ ନେଇ ଥିଲେ, ୧୦ ଜଣ ଜ଼ିଲ୍ଲା ପାଇଁ ମନୋନୀତ

31-Oct-2023



ମୁରିବାହାଲ(ସୁଦାମ ଚରଣ ବଘାର):ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ବ୍ଲକ ସ୍ତରୀୟ ସୁରଭି  ଶିଶୁ ମହୋତ୍ସବ ମଙ୍ଗଳବାର ଦିନ ମୁରିବାହାଲ ପଂଚାୟତି ହାଇସ୍କୁଲ ଠାରେ ମହାସମାରୋହ ରେ ପାଳିତ ହୋଇ ଯାଇଛି I ଏଥିରେ ୧୨ ଗୋଟି କ୍ଲଷ୍ଟର ର ୨୮୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରି ଥିବା ବେଳେ, ଜ଼ିଲ୍ଲା କୁ ୧୦ ଜଣକୁ ମନୋନୀତ କରା ଯାଇଛି I
      ମୁରିବାହାଲ ବ୍ଲକସ୍ତରୀୟ ସୁରଭି ଶିଶୁ ମହୋତ୍ସବରେ ମୁରିବାହାଲ ପଂଚାୟତି ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁନୀଲ କୁମାର ପାତ୍ର କଂର ଅଧକ୍ଷତାରେ ମୁରିବାହାଲ ବ୍ଲକ ଶିଷI ଅଧିକାରୀ ଶାନ୍ତନୁ କୁମାର ପଢିଆରୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିବା ସହ ୨୦୧୧ ମସିହା ଠାରୁ ଆରମ୍ଭ ହୋଇ ଥିବା, ଶିଶୁ ମାନଙ୍କୁ ଆନ୍ତନୀହିତ ବିକାଶ, ଓ ପୁଷ୍ଟିକର ଖାଦ୍ୟ ( ମିଲେଟ ମିଶନ ) , ଶାରୀରିଜ ବିକାଶ ଉପରେ ମତବ୍ୟକ୍ତ କରି ଥିଲେ I
      ସମ୍ମାନିତ ଅତିଥି ରୂପେ ମୁରିବାହାଲ ଓଡିଶା ଆଦର୍ଶ ବିଦ୍ୟାଳୟର ଅଧକ୍ଷ ପିତାମ୍ବର ବେସ୍ରା, ଏବିଇଓ କୋଦଣ୍ଡ ଧର ଭୋଇ, ସାଂସଦକଂର ପ୍ରତିନିଧି ଶ୍ରୀବତ୍ସ ବେହେରା, ପ୍ରମୁଖ ଉପସ୍ଥିତ ରହି ଶିଶୁ ମାନଙ୍କ ର ପ୍ରତିଭା, ସମୁହିକ ବିକାଶ ଦିଗରେ , ଶିଷI ସହ ସଂସ୍କୃତି ଉପରେ ମତବ୍ୟକ୍ତ କରି ଥିଲେ I
      ମୁରିବାହାଲ ବ୍ଲକ ର ୧୨ ଗୋଟି କ୍ଳଷ୍ଟର ର ୨୮୦ ଜଣ ପ୍ରତିଯୋଗୀ ମାନଙ୍କୁ ନେଇ ବକୃତା, ସଂଗୀତ, ରଚନା, ପ୍ରବନ୍ଧଲିଖନ, ଚିତ୍ରାଙ୍କନ, କୁଇଜ, ସୁଜନଲିଖନ, ହସ୍ତାକ୍ଷର, ଓ ସୃତି ଲିଖନ, ମଧ୍ୟIନ ଭୋଜନ, ଚିତ୍ରକଲା, ଶିଳ୍ପକଲା, ଓ ଦଳଗତ ସଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକ ପ୍ରର୍ଦଶିତ କରାଯାଇ ଥିଲେ, ଏଥିରେ ପ୍ରଥମ ଓ ତୃତୀୟ ହୋଇଥିବା ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇ ଥିଲେ I  ତଥା  ଉକ୍ତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୦ ପ୍ରତି ଯୋଗୀ କୁ ଜ଼ିଲ୍ଲା  ସ୍ତରକୁ ମନୋନୀତ କରାଯାଇଛି I
      ଉକ୍ତ କାର୍ଯ୍ୟକ୍ରମକୁ ହେମନ୍ତ ନାଗ, ପରିଚାଳନା କରି ଥିବା ବେଳେ, କଲାକାନୁ ରଣା, ପ୍ରମୋଦ ପୁହୋହିତ, ରଶ୍ମିଲତା ପାତ୍ର, କିଶୋର ଚନ୍ଦ୍ର ମହାନ୍ତି, ମୋନଜ ସ୍ୱାଇଁ, ସହଯୋଗ କରି ଥିବା ବେଳେ, ସି,ଆର, ସି, ସି, ବାସୁଦେବ ତରିଆ ଧନ୍ୟବାଦ ଅର୍ପଣ କରି ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026

You Might Also Like