-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||     

HOME   ଜିଲ୍ଲା

ହରଗୌରୀ ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଦର୍ଶକ ଙ୍କ ଖୁବ ଭିଡ଼

31-Oct-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ସୋନପୁର ଢ଼େରlପଡା ର ପ୍ରସିଦ୍ଧ ହରଗୌରୀ  ଯାତ୍ରା ରେ ପ୍ରତିଦିନ ହରଗୌରୀ ଙ୍କ ଠାରେ ତେଲୁଗୁ ରୀତିନୀତି ଅନୁଯାୟୀ ପୂଜାପାଠ ଚାଲିଛି। ରାୟଗଡ଼ା ଜିଲ୍ଲା ଗୁମୁଡା ରୁ ଆସିଥିବା ତେଲୁଗୁ ପାନ୍ତୁଲୁ ଏ. ଦୁର୍ଗାପ୍ରସାଦ ଙ୍କ  ସମସ୍ତ ପୂଜାବିଧି ନିର୍ବାହ ହେଉଥିବା ବେଳେ ଆଜି ର ରୁଦ୍ରାଭିଷେକ ରେ କର୍ତ୍ତା ଭାବରେ ବି.ସତ୍ୟନାରାୟଣ ରାଓ  ଏବଂ  କେ. ସୁଦର୍ଶନ ପାତ୍ର ସପତ୍ନୀକ ଙ୍କ ଦ୍ଵାରା ଅନୁଷ୍ଠିତ

ହୋଇଥିଲା। ଆଜି ଯାତ୍ରା ର ପଞ୍ଚମ ଦିବସ ସଂଧ୍ୟାରେ ହରଗୈ।ରୀଙ୍କୁ ନଗର ପରିକ୍ରମା କରାଇ ଉଭୟ ଦେବଦମ୍ପତିଙ୍କୁ ଏକ ମଞ୍ଚ ଉପରେ ବସାଇ ବିଧି ମୁତାବକ ପୂଜାର୍ଚ୍ଚନା କରାଯାଇ ସମସ୍ତ ଙ୍କ ଘରେ ପ୍ରସ୍ତୁତ କୁଡୁମୁଲ୍ଲୁ ନାମକ ଏକ ସ୍ଵାଦିଷ୍ଟ ମଣ୍ଡା ହରଗୈ।ରୀ ଙ୍କ ଠାରେ ଲାଗି ହୋଇଛି। ପରଂମ୍ପରା ଅନୁଯାୟୀ ହରଗୈ।ରୀଙ୍କଠାରେ ପ୍ରତିଦିନ ବିଭିନ୍ନ ଘରେ ପ୍ରସ୍ତୁତି ବିଭିନ୍ନ ପିଠାପଣା ଲାଗି କରାଯାଏ l ଗତ କାଲି ଯାତ୍ରା ର ଚତୁର୍ଥ ଦିବସ  ସଂlସ୍କୃତିକ ସନ୍ଧ୍ୟା ରେ ସୋନପୁର ର ପଏଁରୀ ଓ ବାଲାଙ୍ଗୀର ର ପଞ୍ଚମ ଅନୁଷ୍ଠାନ ଦ୍ୱାରା ଲୋକ କଳା ଲୋକ ନୃତ୍ୟ  ସଂଗୀତ ପରିବେଷଣ କରାଯାଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର  ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ ଯାତ୍ରା ର ସଂlସ୍କୃତିକ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ,  ସଂସ୍କୃତି ଗବେଷକ ଗଦାଧର ବାରିକ, ଯୁବ ନେତା ଅରବିନ୍ଦ ବାରିକ ଯୋଗ ଦେଇ କଳାକାର ଓ ଦର୍ଶକ ଙ୍କୁ ଉତ୍ସାହିତ କରିଥିଲେ l ଆଜି ପଞ୍ଚମ ଦିନ ର ସଂlସ୍କୃତିକ କାର୍ଯ୍ୟକ୍ରମ ରେ ପ୍ରାପ୍ତି ଆଚାର୍ଯ୍ୟ ଙ୍କ ଦ୍ୱାରା ପରାୟଣ ସଂଗୀତ ପରିବେଷଣ କରାଯାଇଛି l ଏହି କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ଜେନେରାଲ ), କବି ଆର୍ତ୍ତ ତ୍ରାଣ ବାବୁ,  ଯୁବ ଆଇନ ଜିବୀ ସୁରେଶ ଷlଣ୍ଢ, ଯୁବ ଉଦ୍ୟୋଗୀ ଜୟ ସା, ମାର୍ଚେଣ୍ଟ ସଂଘ ସମ୍ପାଦକ ରାମକୃଷ୍ଣ ମେହେର, ଯୋଗ ଦେଇ  ସୋନପୁର ରେ ଏହି ତେଲଗୁ ସମ୍ପ୍ରଦାୟ ର ଯାତ୍ରା ଏକ ଅନନ୍ୟ ବୋଲି କହିଥିଲେ l ଉଭୟ ଦିବସ ର ସଭାକୁ ବରିଷ୍ଠ ସାମ୍ବାଦିକ

ଦିଲ୍ଲୀପ ପାତ୍ର ସଂଯୋଜନା କରିଥିବା ବେଳେ ଯାତ୍ରା କମିଟି ର  ଜନ୍ମଞ୍ଜୟ ପାତ୍ର, ଆନନ୍ଦ ପାତ୍ର, ସତ୍ୟ ନାରାୟଣ ରାଓ, ବୈକୁଣ୍ଠ ପାତ୍ର, ଅକ୍ଷୟ ପାତ୍ର, ପ୍ରମୁଖ ସଦସ୍ୟ ସହଯୋଗ କରିଥିଲେ l ପଞ୍ଚମ ଦିବସ ର ପରାୟଣ କାର୍ଯ୍ୟକ୍ରମ କୁ ହଜାର ହଜାର ମହିଳା ଯୋଗ ଦେଇ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026

You Might Also Like