-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ "ସୁରଭି "-2023 ସୁରଭି ହିଁ ଶିଶୁ ମାନଙ୍କ ଦକ୍ଷତା ଓ ସୃଜନଶୀଳତାର ବିକାଶ :ବିଧାୟକ

31-Oct-2023



କଣ୍ଟାମାଳ( ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କ )ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଏବଂ ମିଲେଟ୍ସ ପ୍ରତିଯୋଗିତା -2023 ଅନୁଷ୍ଠିତ ହୋଇଯାଇଛି l କଣ୍ଟାମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ କୁମାର ସେଠି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କଣ୍ଟାମାଳ ବିଧାୟକ ମହୀଧର ରଣା ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନେ ଉତ୍ତମ ଶିକ୍ଷା ସଙ୍ଗେ ସଙ୍ଗେ ସୁରଭି ଭଳି କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କ ମଧ୍ୟରେ ଥିବା ଦକ୍ଷତା ଓ ସୃଜନଶୀଳତାର ବିକାଶ କରିବା ଉଚିତ

ବୋଲି କହିଥିଲେ l ସୋନପୁର ମହାବିଦ୍ୟାଳୟ ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର କ୍ଷେତି ମୁଖ୍ୟବକ୍ତା ଏବଂ ସମ୍ମାନୀତ ଅତିଥିଭାବେ ବିଆରସି କଣ୍ଟାମାଳ ଦୁର୍ଗା ଚରଣ ପ୍ରଧାନ, ଏବିଇଓ ତ୍ରିନାଥ ପାଣି, ପ୍ରଶାନ୍ତ ରଣା, ଶିଶିର ଖଟୁଆ ପ୍ରମୁଖ ଯୋଗଦେଇଥିଲେ  l ସୁରଭି କାର୍ଯ୍ୟକ୍ରମ ହେଉଛି ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ରହିଥିବା ଲୁକ୍କାୟିତ ପ୍ରତିଭା କୁ ପ୍ରସ୍ଫୁଟିଟ କରିବା, ସଙ୍ଗୀତ, ନୃତ୍ୟ, ସାଧାରଣ ଜ୍ଞାନ, ବକୃତା, ଚିତ୍ରାଙ୍କନ, ଶୃତଲିଖନ, ଗ୍ରୁପ ଡ୍ୟାନ୍ସ, ସହ ଅନ୍ୟାନ୍ୟ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ବିକାଶକୁ ଗୁରୁତ୍ୱ ଦେଇ ସେମାନଙ୍କ ମଧ୍ୟରେ ରହିଥିବା ପ୍ରତିଭାକୁ ଆଗକୁ ଆଣିବା ଏହି କାର୍ଯ୍ୟକ୍ରମ ର ମୂଳ ଲକ୍ଷ ବୋଲି ଅତିଥିମାନେ କହିଥିଲେ   l  ଏହି

ପ୍ରତିଯୋଗିତାରେ କଣ୍ଟାମାଳ ବ୍ଲକ ଶିକ୍ଷା ସର୍କଲ ର ୨୨ଟି କ୍ଲଷ୍ଟର ର ୪ଶହ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଏବଂ ପ୍ରାୟ ୫୦ରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇଥିଲେ  l   କାର୍ଯ୍ୟକ୍ରମ ରେ ବକୃତା, ଚିତ୍ରାଙ୍କନ, ନାଚ, ଗୀତ, ଚିତ୍ରକଳା ଏବଂ ଶିଳ୍ପକଳା ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ଛାତ୍ରଛାତ୍ରୀ ମାନେ ଜିଲ୍ଲା ସ୍ତରକୁ ମନୋନୀତ ହୋଇଛନ୍ତି  l   ସମସ୍ତ କୃତି ପ୍ରତିଯୋଗୀଙ୍କୁ ମୁଖ୍ୟଅତିଥି ବିଧାୟକ ଶ୍ରୀ ରଣା ଓ ଅତିଥି ମାନେ ପୁରସ୍କୁତ କରିଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026

You Might Also Like