-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା କଲେଜ ଖେଳ ପଡିଆରେ “ଆମ ଓଡ଼ିଶା, ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଅନୁଷ୍ଠିତ

31-Oct-2023



ଲୋଇସିଂହା, (ପ୍ରେରଣା ଖବର) ସମୃଦ୍ଧ ତଥା ପ୍ରଗତିଶୀଳ ରାଜ୍ୟ ଗଠନ ସକାଶେ ସରକାର ପ୍ରତିଶ୍ରୁତିବଦ୍ଧ l ରାଜ୍ୟର ଉନ୍ନତି ପାଇଁ ଅର୍ଥର ଅଭାବ ରହିବ ନାହିଁ l ବଲାଙ୍ଗିର ଜିଲ୍ଲା ଲୋଇସିଂହା କଲେଜ ଖେଳ ପଡ଼ିଆରେ ଆୟୋଜିତ “ଆମ ଓଡ଼ିଶା, ନବୀନ ଓଡ଼ିଶା” କାର୍ଯ୍ୟକ୍ରମର ଭିଡ଼ିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରି ଅଞ୍ଚଳର ସାମୁହିକ ଉନ୍ନତି ଦିଗରେ ଉପସ୍ଥିତ ଜନସାଧାରଣଙ୍କ ସହଯୋଗ କାମନା କରିବା ସହିତ ଯୋଗାଇ ଦିଆଯାଇଥିବା ଅର୍ଥର ସୁବିନିଯୋଗ ସକାଶେ ଆହ୍ୱାନ ଜଣାଇଥିଲେ l ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ ଲୋଇସିଂହା ନିର୍ବାଚନ ମଣ୍ଡଳୀ ପାଇଁ ସରକାର ଯୋଗାଇ ଦେଇଥିବା ପ୍ରକଳ୍ପ ଗୁଡ଼ିକ ବାବଦରେ ସୂଚନା ଦେଇଥିଲେ l

ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା, ପୁଇଁତଲା ଓ ଆଗଲପୁର ବ୍ଲକର ୮୯୨ ଗୋଟି ପ୍ରକଳ୍ପ ପାଇଁ ମୋଟ ୩୨ କୋଟି ୫୦ ଲକ୍ଷ ଟଙ୍କା ରାଜ୍ୟ ସରକାର ଯୋଗାଇ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଲୋଇସିଂହା ବିଡ଼ିଓ ଯୁଧିଷ୍ଠିର ମେହେର, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଜିପିଓ କିଶୋରଚନ୍ଦ୍ର ମାନସିଂହ, ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା, ଜିଲ୍ଲା ପରିଷଦ ସଭ୍ୟା ଲିଲୀମା ବେହେରା, ବିଜେଡି ବ୍ଲକ ସଭାପତି ହୃଦୟାନନ୍ଦ ବେହେରା, ବ୍ଲକ ସହକାରୀ ଯନ୍ତ୍ରୀଙ୍କ ସମେତ ସମସ୍ତ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ଯୋଗାଣ ସହାୟକଙ୍କ ସମେତ ସମସ୍ତ ସରକାରୀ କର୍ମଚାରୀ ଓ ସ୍ଵୟଂ ସହାୟିକା ଗୋଷ୍ଠୀର ସଦସ୍ୟମାନେ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026

You Might Also Like