-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||     

HOME   ଜିଲ୍ଲା

ମନୋଜ ମିଶ୍ରଙ୍କୁ ଓଡିଶା ସିନେ ପ୍ରଡ୍ଯୁସର ଆସୋସିଏସନ୍ ର ବାସନ୍ଦକୁ ପୋପାର ପ୍ରତିବାଦ

01-Nov-2023



ଓଡିଶା , ପଶ୍ଚିମ୍ବଓଡିଶା ତଥା ସମ୍ବଲପୁରର ଜଣେ ପ୍ରତିଭାବାନ୍ ଅଭିନେତା ମନୋଜ ମିଶ୍ରଙ୍କୁ  ଓଡିଶା ସିନେ ପ୍ରଯୋଜକ ସଂଘ ପକ୍ଷରୁ ବାସନ୍ଦ କରାଯାଇଥିବାରୁ ପଶ୍ଚିମ ଓଡିଶା  ପ୍ରଯୋଜକ ସଂଘ ( ପୋପା ) ପକ୍ଷରୁ ତାହାକୁ ପ୍ରତିବାଦ କରାଯିବା ସହ ଦୃଢ ନିନ୍ଦା କରାଯାଇଛି । ଆଜି ବଲାଙ୍ଗୀରଠାରେ ସଂଘର କାର୍ୟକାରୀ ସଭାପତି ଶରତ ମହାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଜରୁରୀ ବୈଠକରେ ଯେ କୌଣସି ବ୍ୟକ୍ତିଗତ ମତବ୍ଯକ୍ତ ନିମନ୍ତେ ଜଣେ କଳାକାରଙ୍କୁ ଏଭଳି ବାସନ୍ଦ କରାଯିବା ଅନ୍ୟାୟ  ଓ  ଏହା  ପଶ୍ଚିମଓଡିଶାର ସମସ୍ତ କଳାକାରଙ୍କ ଭାବାବେଗକୁ ଆଘାତ ଦେଇଥିବାରୁ ସଂଘର ସଦସ୍ୟମାନେ ଉଦବେଗ ପ୍ରକାଶ କରିଥିଲେ I ମଞ୍ଚାସୀନ ଅତିଥି ବରିଷ୍ଠ କଳାକାର ମୁରଲୀଧରୀ ପତି,  କପିଳେଶ୍ଵର ଖମାରି, ସଂଘର ସମ୍ପାଦକ ଦେବେନ୍ଦ୍ର ସାହୁ, ସଂଗଠନ ସମ୍ପାଦକ ମାଧବ ବାରିକ, କେଦାର ଥନାପତି ତାଙ୍କର ବକ୍ତବ୍ୟ ରଖିଥିଲେ I ପୂର୍ବ ଓଡିଶା ର ପ୍ରାୟୋଜକ କଳାକାରମାନେ ସୋସିଆଲ ମିଡ଼ିଆରେ ନାନାପ୍ରକାର ଅଶାଳୀନ ମନ୍ତବ୍ୟ ଭାଇରାଲ କରୁଥିବାରୁ ନିନ୍ଦା କରାଯାଇଥିଲା I ଓଡିଶା ସିନେ ପ୍ରଯୋଜକ ସଂଘ ନିସର୍ତ୍ତ ଭବରେ ଅଭିନେତା ମନୋଜ ମିଶ୍ରଙ୍କ ଉପରୁ ବାସନ୍ଦ ପ୍ରତ୍ୟାହାର କରିବାକୁ ବିଚାରବିମର୍ଶ ପୂର୍ବକ ସର୍ବସମ୍ମତିକ୍ରମେ ଦାବି କରାଯାଇଛି  ।   ଏହି ଅଞ୍ଚଳରେ ଏକ ଫ୍ଲିମ ସିଟି ନିର୍ମାଣ  ଦାବୀ   କରାଯିବ ବୋଲି  ମତପ୍ରକାଶ ପାଇଛି l  ଏହି ବୈଠକରେ ଉଗ୍ରସେନ ଷଡଙ୍ଗୀ, ବ୍ରହ୍ମାନଂଦ ବନଛୋର, ନିସାର ମହମ୍ମଦ ନିସାର, ଦିଲ୍ଲୀପ ଦୀପ  ପ୍ରକାଶ ଷଡଙ୍ଗୀ, ଅଶୋକ ଦୀପ, ଅନିତା ତ୍ରିପାଠୀ, ନବୀନ ବେହେରା, ରାଜ ସେନ୍ଦ୍ରିଆ , ତ୍ରିନାଥ ନନ୍ଦ, ଅର୍ଜୁନ ବିଭାର ,ରୋଜିସ୍ମିତା ହୋତା,ସୁରେଶ୍ ରଥ, ମହେଶ ମେହେର, କୁମୁଦିନୀ ପୃଷ୍ଠି  ,ସୁସାନ୍ତ ନନ୍ଦ, ଅର୍ଜୁନ ସାହୁ, ପ୍ରକାଶ ଥନାପତି,ସମୀର, ରାମ ଦାସ, ସଂଗୀତା ଦାସ,ସନ୍ତୋଷ ହୋତା ପ୍ରମୁଖ ଯୋଗଦାନ କରି ତାଙ୍କର ମନ୍ତବ୍ୟ ପ୍ରଦାନ କରିଥିଲେ I  ଶେଷରେ ସଂଘର   ସଂଗଠନସମ୍ପାଦକ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026

You Might Also Like