-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିଶ୍ୱ ଷ୍ଟ୍ରୋକ ଦିବସ ପାଳିତ

01-Nov-2023



ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ତାଲିମ କେନ୍ଦ୍ର ଠାରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ଙ୍କ ଅଧ୍ୟକ୍ଷତାରେ ବିଶ୍ୱ ଷ୍ଟ୍ରୋକ ଦିବସ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ମନୋଜ କୁମାର ଅଦାବର, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (ଡିସି)ଡ଼ା.ରମେଶ ଚନ୍ଦ୍ର ସ୍ୱାଇଁ, ବରିଷ୍ଠ ନାଗରିକ ସଂଘ ଉପ ସଭାପତି ଆର୍ତତ୍ରାଣ ବାବୁ, ସମ୍ପାଦକ ଜ୍ୟୋତିରଞ୍ଜନ ପଟ୍ଟନାୟକ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ , ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ପ୍ରୋଗ୍ରାମ୍ ମ୍ୟାନେଜର ବିଶ୍ୱମ୍ବର ବେହେରା ପ୍ରମୁଖ ମଞ୍ଚାସିନ ଥିଲେ l ଅତିଥି ମାନେ ବିଶ୍ୱ ଷ୍ଟ୍ରୋକ ଦିବସ ପାଳନର ଆଭିମୁଖ୍ୟ, ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହ ଷ୍ଟ୍ରୋକ ର ଲକ୍ଷଣ, ପ୍ରକାର ଓ ନିରାକରଣ ଉପରେ ଜନ ସଚେତନତା ସୃଷ୍ଟି କରି, ମୃତ୍ୟୁ ସଂଖ୍ୟା କୁ ବହୁମାତ୍ରାରେ ପ୍ରତିରୋଧ କରାଯାଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ l ସମସ୍ତେ  ଏକ ନିର୍ଦ୍ଧିଷ୍ଟ ବୟସ ପରେ ପରେ ସମୟୋପଯୋଗୀ ଖାଦ୍ୟ ପାନୀୟ ଗ୍ରହଣ ସହ ଆବଶ୍ୟକ ସ୍ୱାସ୍ଥ୍ୟ ପରୀକ୍ଷା ଦ୍ୱାରା ଷ୍ଟ୍ରୋକ ପ୍ରଭାବର କୁପରିଣତିକୁ ରୋକା ଯାଇ ଏକ ସୁସ୍ଥ୍ ସୁନ୍ଦର ସମାଜ ଗଠନ କରିବାରେ ସହାୟକ ହୋଇ ପାରିବା l ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା l ଦିବସ ପରିପ୍ରେକ୍ଷୀରେ ଅନୁଷ୍ଠିତ ସଭାରେ ଉପସ୍ଥିତ ୭୫ ଜଣ ଅଂଶଗ୍ରହଣ କାରୀଙ୍କ ଉଚ୍ଚରକ୍ତଚାପ ଓ ମଧୁମେହ ପରୀକ୍ଷା ଡ଼ା. ନରେନ୍ଦ୍ର କୁମାର ମେହେର ମେଡ଼ିସିନ ସ୍ପେସିଆଲିଷ୍ଟ ଙ୍କ ନେତୃତ୍ୱରେ କରାଯାଇଥିଲା l ସଭାରେ ସହ ପରିଚାଳନ ଅଣସଂକ୍ରାମକ ରୋଗ ଗୀତାଞ୍ଜଳି ମେହେର, ସହ ପରିଚାଳକ ଆଶା ତରଣୀସେନ ପ୍ରଧାନ, ଏଫ.ଏଲ.ଏ, ସମରେନ୍ଦ୍ର ମିଶ୍ର, ଡି ଏମ ଏଚ ପି ସୁପରଭାଇଜର ଅନୁପ ରଞ୍ଜନ ଦାଶ ସହଯୋଗ କରିଥିଲେ l ସଭାରେ ବରିଷ୍ଠ ନାଗରିକ ସଂଘ କର୍ମ କର୍ତ୍ତା, ସ୍ୱାସ୍ଥ୍ୟ ଅଧିକାରୀ, ଆଶା ଓ ସାମ୍ବାଦିକ ପ୍ରମୁଖ ଯୋଗ ଦେଇଥିଲେ l ଶେଷରେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026

You Might Also Like