-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||     

HOME   ଜିଲ୍ଲା

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ, ରାଜ୍ଯ ସରକାର ଙ୍କୁ କୃତଜ୍ଞତା ଜଣାଇଲେ ପାଟଣାଗଡ ବିଧାୟକ

01-Nov-2023



ବେଲପଡ଼ା(ପୁର୍ଣ୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ର ସମସ୍ତ ବ୍ଳକରେ ମୋ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ରହିଥିବାବେଳେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଦିନରଘୁ ମେହେର ଉଚ୍ଚ ବିଦ୍ୟାଳୟର ଖେଳ ପଡିଆ ଠାରେ ମଧ୍ୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ର ପ୍ରଥମେ ୫ ଟି ଅଧ୍ୟକ୍ଷ ଭି,କେ ପାଣ୍ଡିଆନ ଉପସ୍ଥିତ ଥିବା ସମସ୍ତ ଜନପ୍ରତିନିଧି ମାନଙ୍କୁ ଭିଡିଓ କନଫରେନ୍ସ ଜରିଆରେ ସ୍ବାଗତ ଜଣାଇଥିଲେ। ଏବଂ ବଲାଙ୍ଗିର ଜିଲ୍ଲା ଗସ୍ତ ସମୟରେ ଅଞ୍ଚଳର ବିକାଶ ପାଇଁ ଯାହା ଦାବି ଥିଲା ତାହା ସବୁ ଅନୁଦାନ ଦିଆଯାଇଥିବା କହିଥିଲେ। ବେଲପଡା ବ୍ଳକ ରେ ହୋଇଥିବା କାର୍ଯ୍ୟକ୍ରମ ରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଉପସ୍ଥିତ ଥିଲେ ଓ ଭିଡ଼ିଓ କନ୍ଫରେନ୍ସ ମାଧ୍ୟମରେ ନିଜ ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ସହ ନିଜ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମ ରେ ତହସିଲଦାର ବନ ହରପାଲ, ବିଡ଼ିଓ ରାଜେଶ ମେହେର,ବିଧାୟକ ପ୍ରତିନିଧି କୁମୁଦ ମହାଖୁଡ (ବାପି), ପଞ୍ଚାୟତ ସମିତି ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ସମସ୍ତ ସରପଞ୍ଚ, ସମସ୍ତ ସମିତି ସଭ୍ୟ, ଜିଲ୍ଲା ପରିଷଦଙ୍କ ସହ ବେଲପଡା ବ୍ଳକ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।ବେଲପଡା ବ୍ଳକ ର ତିନି ହଜାରରୁ ଉର୍ଦ୍ଧ୍ଵ ପୁରୁଷ ଓ ମହିଳା ଯୋଗଦାନ କରିଥିଲେ।

ଆମ ଓଡିଶା ନବୀନ ଓଡିଶା ମାଧ୍ୟ୍ୟମରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ୭୫ଗୋଟି ପଞ୍ଚାୟତ ପାଇଁ ୩୭ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ 5T ଅଧ୍ୟକ୍ଷ  ଭି କେ ପାଣ୍ଡିଏନଙ୍କୁ ପାଟଣାଗଡ଼ ଜନସାଧାରଣ ତରଫରୁ  ପାଟଣାଗଡ ବିଧାୟକ ସରୋଜ କୁମାର  ଧନ୍ୟବାଦ ଅର୍ପଣ କରିଛନ୍ତି l

 


News Comment




Photo in News

Advertisment
Lastest News
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026

You Might Also Like