-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||     

HOME   ଜିଲ୍ଲା

ସଦେଇପାଲି ରେ ନୂତନ ବିସ୍ଥାପିତ କଲୋନୀ ର ନୂତନ ଅଙ୍ଗନୱାଡି କେନ୍ଦ୍ର ଉଦଘାଟିତ

01-Nov-2023



ବଲାଙ୍ଗିର  : ଆଜି ବଲାଙ୍ଗିର ସଦେଇପାଳି ନିକଟରେ ଥିବା ନୂତନ ବିସ୍ଥାପିତ କଲୋନୀ ନୂତନ ଅଙ୍ଗନୱାଡି କେନ୍ଦ୍ର ଉଦଘାଟନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା । ଜିଲ୍ଲାପାଳ ଏହାର ଉଦଘାଟନ କରିବା ସହ ଅଙ୍ଗନୱାଡି କର୍ମୀ ଏବଂ ସହାୟିକଙ୍କୁ ଅବସ୍ଥାପିତ ପତ୍ର ଦେଇଥିଲେ । ବିସ୍ଥାପିତ କଲୋନୀ ମାନଙ୍କରେ ଆଗାମୀ ଦୁଇ ମାସ ମଧ୍ୟରେ ସମସ୍ତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକ ସ୍ଥାୟୀ ଘରେ କାର୍ଯ୍ୟକ୍ଷମ ହେବା ସହ

କେନ୍ଦ୍ର ଗୁଡିକର ସମସ୍ତ ଆବଶ୍ୟକତା ପୂରଣ କରାଯିବ ବୋଲି ଜିଲ୍ଲାପାଳ କହିଥିଲେ । ଏହା ସହ ଯେଉଁ ଅଙ୍ଗନୱାଡି କର୍ମୀ ଓ ସହାୟୀକା  ଭଲ କାମ କରିବେ ସେମାନଙ୍କୁ ପୁରସ୍କୃତ କରାଯିବ । ତେଣୁ ସମସ୍ତେ ଭଲ କାମ କରିବା ସହ କଲୋନୀ କୁ ଆଦର୍ଶ ରୂପେ ଗଢି ତୋଳିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଲୋୟୋର ସୁକତେଲ ବିସ୍ଥାପିତ କଲୋନୀରେ ସ୍ଥାୟୀ ପାଣି ଯୋଗାଣ ଡିସେମ୍ବର ଶେଷ ସୁଦ୍ଧା ସଂପୂର୍ଣ୍ଣ ହେବ । ରାସନ, ଭୋଟର କାର୍ଡ ଆଦି କୌଣସି ଅସୁବିଧା ସାମ୍ନା କଲେ କଲୋନୀବାସୀ ସ୍ଥାନୀୟ ବିଡିଓ ଙ୍କୁ ଜଣେଇବାକୁ କହିଥିଲେ । ଏହାର ତୁରନ୍ତ ପ୍ରତିକାର କରାଯିବାକୁ ଜିଲ୍ଲାପାଳ ଉପସ୍ଥିତ ସମସ୍ତଙ୍କୁ କହିଥିଲେ । ୧୫ଟି ଅଙ୍ଗନୱାଡିରେ ୩୦ ଜଣଙ୍କୁ ଏହି  ନିଯୁକ୍ତି ଦିଆଯାଇଛି । ଜ୍ୟୋତ୍ସ୍ନାମୟୀ ଦେଓ , ଚନ୍ଦ୍ରିକା ସା ,

ଦିବ୍ୟଶ୍ରୀ ସାହା , ରଞ୍ଜିତା ନାଏକ , ମୁଖି  ସାହୁ, ସବିତା ଘିବେଲା, ଜମ୍ବୋଦିନୀ ପଟେଲ , ସୁକାନ୍ତି ପାରାଭୁଏ, ମାଲତୀ ପଟେଲ , ତପସ୍ଵିନୀ ପାଣ୍ଡେ, ଅହଲ୍ୟା ମହାନନ୍ଦ, ପ୍ରତିମା ରାଣା ,ମମତା ଭୁଏ , ଜାନକୀ ଭୁଏ , ସଚଳାରାଣୀ ପଧାନ, ବନିଆ ଭୋଇ , ଚନ୍ଦ୍ରମା ପଧାନ, କାଞ୍ଚନ ବିଶ୍ଵାଳ , କଲ୍ଯାଣୀ ବାଗ, ରଜନୀ ଧରୁଆ, ବବିତା ପଧାନ , ବିଜୟଲକ୍ଷ୍ମୀ ପଧାନ, ତପସ୍ଵିନୀ ଉଦୁରୁକୁଲିଆ , ଜମ୍ବୋବତୀ ପୋଢ, ହିରା ପୁଟା, ନୂଆଦେଇ ପାଣ୍ଡେ, ସୂର୍ଯ୍ୟା ହାତୀ ,ଅର୍ଚନା ସାହୁ , ଶୋଭାଗିନୀ ମହାକୁର , ପ୍ରଭାସିନୀ ବାଗ ଙ୍କୁ ଅଙ୍ଗନୱାଡି କର୍ମୀ ଓ ସହାୟୀକା  ରୂପେ ଅବସ୍ଥାପିତ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026

You Might Also Like