-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||     

HOME   ରାଜ୍ୟ

ଚାରି ଜାଗାରେ ପୋଲିସର ଚଢାଉ; ୭ ବନ୍ଧୁକ, ୩୫ ଗୁଳି ଜବତ ଗିରଫ ଅଭିଯୁକ୍ତମାନେ ଡି-ବ୍ରଦର୍ସଙ୍କ ସହିତ ଲିଙ୍କ୍ ରେ ଥିବା ମଧ୍ଯ ପୋଲିସ ର ସନ୍ଦେହ

15-Dec-2020



ଭୁବନେଶ୍ୱର,(ଶୁଭାଶିଶଷ ନାୟକ) :କଟକ ପୋଲିସର ଏକକାଳୀନ ଚାରି ଜାଗାରେ ଚଢାଉ। ପୋଲିସର ଏକ ସ୍ପେଶାଲ ସ୍କ୍ୱାର୍ଡ ଆଜି କଟକର ଚାଉଳିଆଗଞ୍ଜ, ଜଗତପୁର, ମାଲଗୋଦାମ ଓ ମର୍କତନଗର ଠାରେ ଚଢାଉ କରିଛନ୍ତି । ଚଢାଉ ବେଳେ ୭ଟି ବନ୍ଧୁକ, ୩୫ ଅଫୁଟା ଗୁଳି ଏବଂ ଗୋଟିଏ ଇନୋଭା ଗାଡି ଜବତ ହୋଇଛି । ଆଉ ଏଥିରେ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ । ତେବେ ଏମାନଙ୍କ ନାଁରେ ଆଗରୁ ଅନେକ କ୍ରିମିନାଲ ରେକର୍ଡ ଥିବା ବେଳେ ଏମାନେ ଡି ବ୍ରଦର୍ସଙ୍କ ସହ ଲିଙ୍କ୍ ରେ ଥିବା ସନ୍ଦେହ କରୁଛି ପୋଲିସ । 

ସୂଚନା ଅନୁଯାୟୀ, ପୋଲିସ ଆଜି ବିଶେଷ ସୂତ୍ରରୁ ଖବର୍ ପାଇ କଟକର ଚାଉଳିଆଗଞ୍ଜ, ଜଗତପୁର, ମାଲଗୋଦାମ ଓ ମାର୍କତନଗର ଠାରେ ଚଢାଉ କରିଥିଲା। ତେବେ ଚାଉଳିଆଗଞ୍ଜ ରେ ହୋଇଥିବା ଚଢାଉରେ ୨ଟି ବନ୍ଧୁକ ଏବଂ ୯ଟି ଅଫୁଟା ଗୁଳି ଜବତ କରାଯାଇଛି। ଆଉ ସେଠାରୁ ତିନି ଜଣଙ୍କୁ ଗିରଫ କରାଯାଇଛି। ସେହିପରି ମାଲଗୋଦାମ ପୋଲିସ ଷ୍ଟେସନ ଅଞ୍ଚଳରୁ ଗୋଟିଏ ବନ୍ଧୁକ, ୯ଟି ଅଫୁଟା ଗୁଳି ଓ ଗୋଟିଏ ଇନୋଭା କାର୍ ଜବତ ହୋଇଥିବା ବେଳେ ତିନିଜଣଙ୍କୁ ଗିରଫ କରାଯାଇଛି । ସେହିପରି ଜଗତପୁରରୁ ଦୁଇଟି ବନ୍ଧୁକ ଏବଂ ୧୨ଟି ଅଫୁଟା ଗୁଳି ଜବତ କରାଯାଇଥିବା ବେଳେ ସେଠାରୁ ତିନିଜଣଙ୍କୁ ଗିରଫ କରିଛି ପୋଲିସ । ମାର୍କତନଗର ରେ ହୋଇଥିବା ଚଢାଉରେ ଗୋଟିଏ ପିସ୍ତଲ, ଗୋଟିଏ ଏୟାର୍ ବନ୍ଧୁକ, ଦୁଇଟି ଅଫୁଟା ଗୁଳି, ଗୋଟିଏ ବାଇକ୍, ୧୨୫୦ ଟଙ୍କା ଏବଂ ଦୁଇଟି ମୋବାଇଲ୍ ଫୋନ୍ ଜବତ କରାଯାଇଛି । ଏଠାରୁ ମଧ୍ଯ ତିନିଜଣଙ୍କୁ ଗିରଫ କରିଛି ପୋଲିସ । 
ତେବେ ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଗିରଫ ହୋଇଥିବା ଅଭିଯୁକ୍ତ ମାନେ ଅନେକ ଅସାମାଜିକ କାମରେ ଲିପ୍ତ ଅଛନ୍ତି ଏବଂ ଅସ୍ତ୍ରଶସ୍ତ୍ର ଚୋରା କାରବାରରେ ମଧ୍ଯ ଜଡିତ ଅଛନ୍ତି । ଏମାନେ ଡି-ବ୍ରଦର୍ସଙ୍କ ସହିତ ଲିଙ୍କ୍ ରେ ଥିବା ମଧ୍ଯ ପୋଲିସ ସନ୍ଦେହ କରୁଛି ଏବଂ ସେମାନଙ୍କ ନିର୍ଦ୍ଦେଶ ଅନୁଯାୟୀ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026

You Might Also Like