-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||     

HOME   ଜିଲ୍ଲା

ଲକ୍ଷ୍ମୀମୁଣ୍ଡା ରେ ଆଦିବାସୀ ସଂଘ ର ନୁଆଁଖାଇ ଭେଟଘାଟ

01-Nov-2023



 ବଲାଙ୍ଗିର(ସନ୍ତୋଷ କୁମାର ଠାକୁର): ପାଟଣାଗଡ ବ୍ଲକ ଗେର୍ଡ଼l ପଞ୍ଚାୟତ ର ଲକ୍ଷ୍ମୀମୁଣ୍ଡା ଗାଁ ରେ  ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ନୁଆଁଖାଇ ଭେଟଘାଟ ଅବସରରେ ଗାଁ ରେ ବିଶାଳ  ସାଂସ୍କୃତିକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଶୋଭାଯାତ୍ରା ପରେ ଫୁଟବଲ ପଡ଼ିଆ ରେ ନୁଆଁଖାଇ ଭେଟଘାଟ ଉପଲକ୍ଷେ  ସମ୍ମିଳନୀ ହୋଇଥିଲା l ଶୋଭାଯାତ୍ରା ରେ କୀର୍ତ୍ତନ ଦଳ ସାମିଲ ହୋଇଥିଲେ l   ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି l ଗାଁରେ  ସାଂସ୍କୃତିକ ଶୋଭାଯାତ୍ରା ରେ ଗାଁ ପରିକ୍ରମା କରିଥିଲେ  ଗ୍ରାମବାସୀ l ଗାଁରେ  ସାଂସଦ ଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ  l   ଆଦିବାସୀ ସଂଘ ର ବ୍ଲକ ସଭାପତି ଭୁବନେଶ୍ୱର କୁଅଁର ଙ୍କ ସଭାପତିତ୍ୱ ରେ ବିଶାଳ

ସଭା କୁ ଉଦବୋଧନ ଦେଇଥିଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି l ଓଡିଶା ସରକାର ଙ୍କ ଜନହିତକର ଯୋଜନା, ଆଦିବାସୀ ସଶକ୍ତିକରଣ ଯୋଜନା, ମହିଳା, ଚାଷୀ, ଶ୍ରମିକ ସଶକ୍ତିକରଣ ଯୋଜନା ବିଷୟରେ ଆଲୋକପାତ କରିଥିଲେ l ଆଦିବାସୀ ଦେବଦେବୀ ପୀଠ ରେ ସେବାପୂଜା କରୁଥିବା ଆଦିବାସୀ ଝାଙ୍କର, ପୁଝାରୀ,ସେବାକାରୀ ମାନଙ୍କୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ତରଫରୁ ମାସକୁ ୬ ଶହ ଟଙ୍କା ଭତ୍ତା, ସାଂସ୍କୃତିକ ଦଳ ର କଳାକାର ମାନଙ୍କୁ ଡ୍ରେସ, ବାଦ୍ୟ ସାମଗ୍ରୀ ପ୍ରଦାନ, ଆଦିବାସୀ ଖେଳାଳି ମାନଙ୍କୁ ଫୁଟବଲ, କ୍ରିକେଟ, ଭଲିବଲ, ହକି, ତୀରନ୍ଦାଜ ର କ୍ରୀଡା ସାମଗ୍ରୀ ପ୍ରଦାନ ବ୍ୟବସ୍ଥା କୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ପ୍ରକାଶ କରି ଓଡିଶା ସରକାର ଙ୍କୁ ପ୍ରଶଂସା କରିଥିଲେ l   ରେଙ୍ଗାଲି ଠାରେ କେନ୍ଦ୍ର ଆଦିବାସୀ କାର୍ଯ୍ୟ ମନ୍ତ୍ରଣାଳୟ ତରଫରୁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ଉପରେ ବକ୍ତା ମାନେ ଆଲୋକପାତ କରିଥିଲେ l      ଓଡିଶା ସରକାର ଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, କାଳିଆ ବଳିଆ ଯୋଜନା, ଆଦିବାସୀ ସଶକ୍ତିକରଣ ଯୋଜନା, ମହିଳା ଶସକ୍ତିକରଣ ଯୋଜନା ଭଳି ଜନହିତକର ଯୋଜନାରେ ସାମିଲ ହେବା ପାଇଁ ଆହ୍ୱାନ କରାଯାଇଥିଲା l   ଆଦିବାସୀ ଏବଂ ଅନ୍ୟାନ୍ୟ ବନବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକ ରେ ସିଟ ର ଅଭାବ ହେଉଥିବା ରୁ ସିଟ ବୃଦ୍ଧି କରିବା , ଏଟ୍ରୋସିଟି କେଶ ରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା, ଆଦିବାସୀ ଛାତ୍ରଛାତ୍ରୀ

ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ପୂରଣ କରିବା ପାଇଁ  ମଧ୍ୟ ବକ୍ତା ମାନେ ସରକାର ଦୃଷ୍ଟି ଦେବାକୁ ଦାବୀ କରିଥିଲେ l ସଭା ରେ  ମୁଖ୍ୟଅତିଥି ଭାବରେ  ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,ସମ୍ମାନିତ ବକ୍ତା ଭୁବନେଶ୍ୱର କୁଅଁର, ରଂଜିତ ବରିହା,ଜଳଧର ଧରୁଆ, ଗନ୍ଧର୍ବ ବରିହା, ଗିରିଧାରୀ ଭୋଇ, ଦୁର୍ୟୋଧନ ବର୍ଗେ ମଞ୍ଚାସିନ ଥିଲେ l ପାଟଣାଗଡ ବ୍ଲକ  ମୁଖ୍ୟ ଉପଦେଷ୍ଟା ଧୂବଳେଶ୍ୱର ଭୋଇ ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026

You Might Also Like