-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ବିଦ୍ୟାଳୟ ସମୂହ ସନ୍ତରଣ ପ୍ରତିଯୋଗିତାରେ ପି. ପି ଏକାଡେମୀ ଛାତ୍ର ମାନଙ୍କ କୃତିତ୍ବ

01-Nov-2023



ବଲାଙ୍ଗୀର(ପ୍ରେରଣା ଖବର ):  ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ସନ୍ତରଣ ପ୍ରତଯୋଗିତା ମଙ୍ଗଳବାର ଦିନ ସମ୍ବଲପୁର ସ୍ଥିତ ଡାକ୍ତର ଝାସକେତନ ସାହୁ ସନ୍ତରଣଗାର ଠାରେ ଉଦଯାପିତ ହୋଇଯାଇଛି । ଆୟୋଜିତ ପ୍ରତିଯୋଗିତା ରେ ଚାରୋଟି ବର୍ଗ ରେ ଇଭେଣ୍ଟ ହୋଇଥିଲା । ଏହି ପ୍ରତିଯୋଗିତା ରେ ଓଡ଼ିଶା ର ଦଶ (୧୦) ଟି ଜିଲ୍ଲା ର ସତାନବେ (୯୭) ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ପତିତପାବନ

ଏକାଡେମୀ ରୁ ସସ୍ମିତା ରାଣୀ ମିଶ୍ର ଏବଂ DHS ବାହାଲ ପଦର ରୁ ପ୍ରଶାନ୍ତ ମିଶ୍ର ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ୧୭ ଜଣ

ପ୍ରତିଯୋଗୀଙ୍କୁ ନେଇ ସମ୍ବଲପୁର ଯାଇଥିଲେ । ବଲାଙ୍ଗୀର ଜିଲ୍ଲା ର କୃତି ପ୍ରତିଯୋଗୀ ମାନେ ୨୦ ଟି ପୁରସ୍କାର ଲାଭ କରିଥିଲେ । ଏଥି ମଧ୍ୟରୁ ପତିତପାବନ ଏକାଡେମୀ ର ଦୟାସାଗର କଠାର U - 17 BOYS barga re ୧୦୦ମି. BACK STROK re ପ୍ରଥମ ସ୍ଥାନ ଅଧିକର ଓ ୫୦ମି. BACK STROK ରେ ଦ୍ଵୀତୀୟ ସ୍ଥାନ ଏବଂ ୫୦ମି. FREE STYLE ରେ ମଧ୍ୟ ଦ୍ଵୀତୀୟ ସ୍ଥାନ ଅଧିକାର କରିଛନ୍ତି । ୧୪ ବର୍ଷ କମ ବାଳକ ବିଭାଗ ରେ ସମ୍ରାଟ ଗଡତିଆ ୧୦୦ମି. FREE STYLE ରେ ତୃତୀୟ ସ୍ଥାନ ଓ ୨୦୦ମି. BREAST STROKE ରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସ୍ଵାଗତ ସେଠ୍ ୨୦୦ମି. BREAST STROKE ରେ ଦ୍ଵୀତୀୟ  ସ୍ଥାନ ଓ ୫୦ମି. BUTTERFLY ରେ ଏବଂ ୧୦୦ମି. BACK STROK ରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସୋମନାଥ ପଟେଲ ୨୦୦ମି. BACK STROK ରେ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏହି ପରି ଭାବ ରେ ମୋଟ୍ ୯ଟି ପୁରସ୍କାର ଲାଭ କରିଥିଲେ।ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢ଼ୀ,ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଙ୍କ ଉପସ୍ଥିତି ରେ କୃତୀ ପ୍ରତିଯୋଗୀ ମାନଙ୍କୁ ସମ୍ବର୍ଦ୍ଧନା କରିଥିଲେ । ଶେଷ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026

You Might Also Like