-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||     

HOME   ଜିଲ୍ଲା

ନର୍ଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା ଅନୁଷ୍ଠିତ

01-Nov-2023



ରୁପ୍ରାରୋଡ଼, ୧।୧୧ (ସଞ୍ଜୀବ ଦାସ): ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି-୨୦୨୩' ଓ 'ମିଲେଟ୍ସ ପ୍ରତିଯୋଗିତା-୨୦୨୩' ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବକୁ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ଉଦଘାଟନ କରିଥିବା ବେଳେ ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ସମାରୋହରେ ମୁଖ୍ୟ ଅତିଥି ଭାବେ ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ମନୋରମା ମହାନ୍ତି, ବିଶିଷ୍ଟ ଅତିଥି ଭାବେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଗୋବର୍ଦ୍ଧନ ମାଝୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୂର୍ଯ୍ୟଦେବ ବାଗ ପ୍ରମୁଖ ଯୋଗଦେଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ।

ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଅନୀଲ ପ୍ରସାଦ ସାହୁ। ଏଥିରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ଆସନ୍ତା ୪ ତାରିଖ ଦିନ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି। ପ୍ରତିଯୋଗିତା ଓ ଉତ୍ସବ ପରିଚାଳନାରେ ବ୍ଲକର ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026

You Might Also Like