-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
01-Nov-2023
ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଠାରେ ନୂତନ ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବେ ଯୋଗ ଦେଇଥିବାରୁ ଲୋଇସିଂହା ବ୍ଲକ ସମିତି ସଭ୍ୟ ସଂଘ ପକ୍ଷରୁ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଙ୍କ ଉପସ୍ଥିତିରେ ନୂତନ ବିଡ଼ିଓ ଶ୍ରୀ ଯୁଧିଷ୍ଠିର ମେହେର ଙ୍କୁ ଉତ୍ତରୀୟ ଦେବାସହ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା ଦିଆଗଲା l ସମ୍ବର୍ଦ୍ଧନା ଦେବା ସମୟରେ ଲୋଇସିଂହା ବ୍ଲକର ସମସ୍ତ ସମିତି ସଭ୍ୟ ଓ ସଭ୍ୟା ଉପସ୍ଥିତ ଥିଲେ l