-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦିନ ଉଧେ ଗଜ୍‌ଗଜାଲା କୋଶଳ କଳା ମଣ୍ଡଳ ପଡିଆ, ସକାଳେ ସାଂସ୍କୃତିକ ଶୋଭାଯାତ୍ରା, ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ

01-Nov-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର, ଆଜି ନଭେମ୍ବର ୧ ତାରିଖ କୁ ବଲାଙ୍ଗୀର ଦିନ୍ ଭାବେ ପାଳନ କରାଯାଉଛି । ଏହି ଆବସରରେ ଆଜି ଦିନ ବେଳା ଏକ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ବିଭିନ୍ନ୍ ସାଂସ୍କୃତିକ ଦଳ ମାନେ ଏଥିରେ ଭାଗ ନେଇଥିଲେ । ବଲାଙ୍ଗୀର ଦିନ୍ ଆୟୋଜକ ମିଟିର ମୁଖ୍ୟ ସଂଯୋଜକ ଗୋପାଳଜୀ ପାଣିଗ୍ରାହୀଙ୍କ ନେତୃତତ୍ୱରେ ଅନୁଷ୍ଠିତ ଏହି ଶୋଭାଯାତ୍ରା ବଲାଙ୍ଗୀର କୋଶଳ

କଳାମଣ୍ଡଳ ପଡିଆରୁ ବାହାରି ଡେଲି ମାର୍କେଟ ରୋଡ, ସମଲେଶ୍ୱରୀ, ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ପୁରୁଣା ବସଷ୍ଟାଣ୍ଡ ଦେଇ କୋଶଳ କଳାମଣ୍ଡଳ ରେ ପହଂଚି ଥିଲା । ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିରରେ ଦେବୀଙ୍କ ଠାରେ ଦୀପ ଜାଳି ବଲାଙ୍ଗୀର ଜିଲ୍ଲାର ଉନ୍ନତି କାମନା କରାଯାଇଥିଲା । ଆଜି ସଂଧ୍ୟାରେ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ନୁଆଁ ମଂଚରେ ବଲାଙ୍ଗୀର ଦିନ ଆୟୋଜକ କମିଟି ତରଫରୁ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସଭାରେ ବରେଣ୍ୟ ଅତିଥି ଭାବରେ କଂଟାବାଞ୍ଜି ବିଧାୟକ ସନ୍ତୋଷସିଂ ସାଲୁଜା, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସହୁ, ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ ଜୟସ୍ୱାଲ, ଷ୍ଟେଟ୍ ହାଉସିଙ୍ଗ ବୋର୍ଡର ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ, ବିଜେଡି ଯୁବ ନେତା ଅର୍କେଶ ନାରାୟଣ ସିଂଦେଓ, ପ୍ରମେୟ କେବିକେ ସଂସ୍କରଣ ମୁଖ୍ୟ ଅଖିଳ ହୋତା ଯୋଗ ଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିବା ସହ ସାଂସ୍କୃତିକ ଦଳ ମାନଙ୍କୁ ପୁରସ୍କୃତ କରିଥିଲେ । ପୂର୍ବରୁ ବଲାଙ୍ଗୀର ଦିନ ଆୟୋଜକ କମିଟି ତରଫରୁ ଝୋଟି,ରଙ୍ଗୋଲି, ପିଠାମଣ୍ଡା ପ୍ରତିଯୋଗିତା, ରକ୍ତଦାନ ଶିବିର, କବିତା ପାଠ  ଆଦି ବିଭିନ୍ନ କାର୍ଯ୍ୟକ୍ରମରେ ବହୁ ପ୍ରତିଯୋଗୀ ଭାଗ ନେଇଥିଲେ । ଏହି ଅବସରରେ ବିଭିନ୍ନ ସାଂଇସ୍କୃତିକ କାର୍ଯ୍ୟକ୍ରମକୁ ହଜାର ହଜାର ଦର୍ଶକ ଉପଭୋଗ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ କମିଟିର ସଦସ୍ୟ ଲୋଟସ ଷଡଙ୍ଗୀ, ବିଧୂଭୂଷଣ ତ୍ରିପାଠୀ, ଦୀନେଶ

ଶର୍ମା, ବିନୋଦ କାଲସଏ, ଗୋପାଳ ପ୍ରଧାନ, ପ୍ରତାପ ରଥ, ସଙ୍ଗୀତା ଦାସ, ସୋମନାଥ ମିଶ୍ର, ନିରୂପମା ଉଦ୍‌ଗାତା, ପୂଜା ସାହୁ, ନୂତନ ଦାସ, ମାନସୀ ସାହୁ, ମୋନାଲିସା ସାଗର, ଅଷ୍ଟମୀ ନାଗଙ୍କ ସମେତ ଅନ୍ୟ ମାନେ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026

You Might Also Like