-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ରାଜ୍ୟ

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସାଗର ପାଲି ରେ ଆଭାସୀ ମାଧ୍ୟମ ରେ ମୁଖ୍ୟ ମନ୍ତ୍ରୀ ଙ୍କ ଦ୍ୱାରା ଶୁଭ ଉଦଘାଟନ ହେଲା ବିଭିନ୍ନ ପ୍ରକଳ୍ପ

02-Nov-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୋନପୁର ବ୍ଲକ ସାଗରପାଲି ଠାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟ ନାୟକ ଙ୍କ ଦ୍ୱାରା ଶୁଭାରମ୍ଭ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କ ତତ୍ୱାବଧାନ ରେ ଆଭାସୀ ମାଧ୍ୟମ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପର୍ଯ୍ୟବେକ୍ଷକ ଭାବେ ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ ଯୋଗ ଦେଇଥିଲେ l ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଲିନା ପଧାନ, ବିଡ଼ିଓ ସୌମ୍ୟ ରଞ୍ଜନ ସ୍ୱାଇଁ, ଙ୍କ ସମେତ ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ଜିଲ୍ଲା ପରିଷଦ ସଦସ୍ୟ ମଧୁ ଓତା, ସସ୍ମିତା ମହାନ୍ତି, ବିଧାୟକ ଙ୍କ ପ୍ରତିନିଧି ଗୋପାଳ ବରାଇ,

14 ଗୋଟି ପଂଚାୟତ ର ସମସ୍ତ ସରପଞ୍ଚ, ସମିତି ସଭ୍ୟ, ଓ ହଜାର ହଜାର ସ୍ୱୟଂ ସହାୟିକା ମହିଳା, ଯୁବ ଓ ବରିଷ୍ଠ ନେତା ଉପସ୍ଥିତ ଥିଲେ l ସୋନପୁର ବ୍ଲକ ର 14 ଟି ପଂଚାୟତ ପାଇଁ 50 ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ 189 ଗୋଟି ପ୍ରକଳ୍ପ ପାଇଁ 7 କୋଟି ମଞ୍ଜୁରୀ ହୋଇଛି l ସେହିପରି ସମଗ୍ର ଜିଲ୍ଲା ରେ 54 କୋଟି 50 ଲକ୍ଷ ଟଙ୍କା ରେ 1419 ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ର ଉଦଘାଟନ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like