-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||     

HOME   ଜୀବନଶୈଳୀ

ବୃଦ୍ଧ ଙ୍କୁ ହାତ ଧରି ରାସ୍ତା ପାର କଲେ ଟ୍ରାଫିକ ପୋଲିସ

15-Dec-2020



କଟକ,(ପ୍ରେରଣା ଖବର ବ୍ୟୁରୋ) : ଆଗରୁ ଅନେକ ଥର ଟ୍ରାଫିକ୍ ପୋଲିସ ଲୋକଙ୍କୁ ସାହାଯ୍ୟ କରିବାର ଉଦାହରଣ ରହିଛି । ଟ୍ରାଫିକ୍ ନିୟମ ଉଲଙ୍ଘନ କଲେ ଟ୍ରାଫିକ୍ ପୋଲିସ ଯେପରି କଡାପଣ ଦେଖାନ୍ତି, ଅସୁବିଧା ସମୟରେ ଲୋକଙ୍କ ପାଖରେ ସେମିତି ସାହାଯ୍ୟ କରିବାକୁ ଆଗେଇ ଆସନ୍ତି । ଜଣେ ଦାୟିତ୍ଵବାନ ବ୍ୟକ୍ତିତ୍ୱ ହିସାବରେ ସେମାନେ ସର୍ବଦା ସାଧାରଣ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଆସିଛନ୍ତି । ତେବେ ଆଜି ଏଭଳି ଏକ ଦ୍ରୁଶ୍ୟ କଟକ ସହରରେ ଦେଖିବାକୁ ମିଳିଛି । କଟକ ଟ୍ରାଫିକ ପୋଲିସ ହରେକୃଷ୍ନ ଜେନା, ଜଣେ ଅନ୍ଧ ବୃଦ୍ଧ ବ୍ୟକ୍ତିଙ୍କ ହାଥ ଧରି ରାସ୍ତାପାର କରେଇଲେ ।

ସେହିପରି କିଛି ଦିନ ତଳେ ଭୁବନେଶ୍ବର ସ୍ଥିତ ଜାଭିୟର ଛକରେ ମହିଳା ଟ୍ରାଫିକ୍ ପ୍ରିୟଙ୍କା ବରୱା କନେଷ୍ଟବଳ ଦୁର୍ଘଟଣା ଗ୍ରସ୍ତ ମହିଳାଙ୍କ ପାଦ ଧରି ବ୍ୟାଣ୍ଡେଜ କରୁଥିବା ଦେଖିବାକୁ ମିଳିଥିଲା । ସେହି ଫଟୋ ଏବଂ ଭିଡିଓ ଭାଇରାଲ୍ ହେବା ପରେ ସବୁ ଆଡୁ ତାଙ୍କୁ ପ୍ରଶଂସାର ସୁଅ ଛୁଟୁଥିଲା । 
ଭୁବନେଶ୍ଵର ନବୀନ ନିବାସ ନିକଟ ଏୟାରପୋର୍ଟ ଛକରେ ଜଣେ ଟମାଟୋ ବେପାରୀ ଟମାଟୋ ଝୁଡି ସବୁ ନେଇକି ଯାଉଥିବା ବେଳେ ହଠାତ୍ ରୋଡ ମଝିରେ ଓଲଟି ପଡିଥିଲା । ଟମାଟୋ ସବୁ ରୋଡ ମଝିରେ ବିଛେଇ ହୋଇଥିବା ଦେଖି ସେଠାରେ ଥିବା ଟ୍ରାଫିକ୍ ପୋଲିସ ଆସି ସହାୟତାର ହାତ ବଢାଇଥିଲେ । ଟ୍ରାଫିକ୍ ପରିଚାଳନା କରିବା ସହ ଟମାଟୋ ଗୋଟାଇବାରେ ମଧ୍ଯ ସାହାଯ୍ୟ କରିଥିଲେ ।
ସେହିପରି ଆଉ ଗୋଟିଏ ଦ୍ରୁଶ୍ୟ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିଲା । ତାହା ହେଉଛି ଟ୍ରାଫିକ୍ ପୋଲିସ ରାସ୍ତା ଝାଡୁ କରିବା ଦ୍ରୁଶ୍ୟ । କଟକ ଶିଖରପୁର ଛକରେ ଜଣେ ପୋଲିସ କର୍ମଚାରୀ ଲୋକଙ୍କ ସୁରକ୍ଷା ଯାତ୍ରା ପାଇଁ ରାସ୍ତାରେ ପଡିଥିବା ଗୋଟି ମାଟି କୁ ଝାଡୁ କରିଥିବା ଦେଖିବାକୁ ମିଳିଥିଲା । ଯାହାର ଭିଡିଓ ବହୁ ମାତ୍ରାରେ ଭାଇରାଲ୍ ହୋଇଥିଲା । ତାଙ୍କ ନାମ ହେଉଛି ଲଳିତ ମୋହନ ରାଉତ । କଟକ ଟାଉନ ଟ୍ରାଫିକ୍ ରେ ସେ କାମ କରନ୍ତି । ଓଡିଶା ବାହାରେ ମଧ୍ଯ ତାଙ୍କୁ ପ୍ରଶଂସା କରାଯାଇଥିଲା ।

ଏଥିସହିତ କଟକରେ ଜଣେ ବୃଦ୍ଧ ମହିଳା ପ୍ରବଳ ବର୍ଷାରେ ଓଦା  ଛତା ଦେଖାଇ ଉକ୍ତ ବୃଦ୍ଧ ମହିଳାଙ୍କୁ ତାଙ୍କ ଗନ୍ତବ୍ୟ ସ୍ଥାନରେ ଛାଡିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ