-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

୨୨ତମ ମାଁ ଡୋକରୀ ବୁଢ଼ୀ ନକ୍ ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ନାଏକ ପଡ଼ା FAN FC ଆନୁକୁଲ୍ୟରେ ଉଦଯାପିତ

02-Nov-2023



ନୂଆଁପଡ଼ା (ବିଶି ଚନ୍ଦନ ମାଝୀ ): ନୂଆପଡ଼ା ଜିଲ୍ଲା/ସିନାପାଲି ବ୍ଳକ୍ ରାଣୀମୁଣ୍ଡା ନାଏକପଡ଼ା ଟାଣଭଟା ଖେଲ ପଡ଼ିଆ ୨୨ତମ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି l ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡାଳିମ୍ବ ମାଝୀ ( ୱାର୍ଡ଼ ମେମ୍ବର ୬ନମ୍ୱର ) ଯୋଗ୍ ଦେଇଥିବା ବେଳେ ସମାଜ ସେବୀ ମନୋହର ମାଝୀ, ହେଜରାମ ମାଝୀ, କବି ରାମ ମାଝୀ, ଶୁକ୍ରୁ ମାଝୀ, ଲକ୍ଷ୍ମଣ ମାଝୀ, ନାଏକପଡ଼ା FAN FC କମିଟି ର
ସଭାପତି ଶଙ୍କର ଲାଲ ମାଝୀ, ଉପ ସଭାପତି ବିଶି ଚନ୍ଦନ ମାଝୀ ( press Repoter) ପ୍ରମୁଖ ଯୋଗ ଦେଇ ଖେଳାଳୀ ମାନଙ୍କୁ ଉସାହିତ କରିଥିଲେ l ପ୍ରଥମ ମ୍ୟାଚରେ ଖର୍ସେଲ , କାପଶି ମଧ୍ୟରେ ଖେଲ ହୋଇଥିଲା କାପସି ଦଳ ୧.0 ଶୁନ ଗୋଲ ରେ ଖର୍ସେଲ ଦଳକୁ ହରାଇ ବିଜୟ ଲାଭ କରିଥିଲେ l ସେହିଭଳି ଦ୍ଵିତୀୟ ପର୍ଯ୍ୟାୟର ମ୍ୟାଚ୍ ବର୍ତନ୍ ସିଲ୍ ଓ ପଲସାପଡ଼ା ମଧ୍ୟରେ ଖେଲ ହୋଇଥିଲା l ବର୍ତ୍ତନ୍ ସିଲ୍ ଦଳ ପ୍ଲାନ୍ତିକ ସୁଟ ମାଧ୍ୟମରେ ୧.o ଗୋଲ ରେ ପଲସା ପଡ଼ା ଦଳ କୁ ହରାଇ ବିଜୟୀ ଲାଭ କରିଥିଲା l
ଆଜିର ଖେଲ ବହୁତ୍ ଆକର୍ଷଣୀୟ ଖେଲ ହୋଇଥିଲା ଶହ ଶହ ଖେଲ ପ୍ରେମୀ ଦର୍ଶକ ଖେଳର ମଜା ନେଇଥିଲେ l
ଡୋଳାମଣି ବଛା ଓ ଚନ୍ଦ୍ର ଧ୍ୱଜ ମାଝୀ ଖେଲ ପରିଚାଳନା କରିଥିବା ବେଳେ ଗୌର ହରି ବାଗ ଧାରା ବିବରଣୀ ଦେଇଥିଲେ l ଆୟୋଜକ କମିଟିର ଫ୍ୟାନ FC ସଦସ୍ୟ ତୁଳସି ରାମ ,( ଶନି)ବନ୍ତି ଚରନ୍ , ଶଶି ପ୍ରତାପ , ରାଜେନ୍ଦ୍ର, ସଚିନ୍, କୈବଲ୍ୟ, ସୁରେନ୍, ଦୁଷ୍ମନ୍ତ, ଚିତାନନ୍, ହିତେଶ ପ୍ରମୁଖ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like