-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||     

HOME   ଜିଲ୍ଲା

ପଲସlଗୋରl ମୁରାସୁର ଦରବାର ର ଚତୁର୍ଥ ସନ୍ଧ୍ୟା ସାଂସଦ ଅପରାଜିତାଙ୍କ ଆତିଥ୍ୟରେ ମୁରାସୁର ଆତ୍ମବିଭୋର 

02-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଗଜଲକ୍ଷ୍ମୀ ପୂଜା ଅବସରରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲସlଗୋରl  ସ୍ୱସ୍ତିକ କ୍ଲବ ଦ୍ୱାରା ସ୍ଥାନୀୟ ମକର ପଡିଆ ଠାରେ ଆୟୋଜିତ ମୁରାସୁର ଦରବାରର ଚତୁର୍ଥ ସନ୍ଧ୍ୟାର ରାଜକୀୟ ମୁଖ୍ୟଅତିଥି ରାଷ୍ଟ୍ରୀୟ ଭାଜପା ପ୍ରବକ୍ତା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଆତିଥ୍ୟତା କୁନେଇ ମହାପ୍ରତାପୀ ମୁରାସୁର ଆତ୍ମବିଭୋର ହୋଇଥିଲେ  l  ଏପରିକୁ ସାଂସଦ ଅପରାଜିତା

ଙ୍କ ଉପସ୍ଥିତି ଓ ଅଭିଭାଷଣ ପାଇଁ ସମଗ୍ର ମକର ପଡିଆ ଲୋକାରଣ୍ୟ ହୋଇଥିଲା  l   ଦର୍ଶକଙ୍କ ମଧ୍ୟରେ ଅପୂର୍ଵ ଉତ୍ସାହ ଦେଖିବାକୁ ମିଳିଥିଲା  l  ଦୈତ୍ୟରlଜ ମୁରlସୁରଙ୍କ ରାଜଦରବାର ରେ ଅନ୍ୟମାନଙ୍କ ମଧ୍ୟରେ ଜଲ୍ଲା ବିଜେପି ସଭାପତି ବିପ୍ରଚରଣ ମହାନ୍ତି,ପୂର୍ବତନ କଣ୍ଟାମାଳ ବିଧାୟକ ପ୍ରାର୍ଥୀ କହେଁଇ ଚରଣ ଡାଙ୍ଗ, ୪ନମ୍ବର ଜିଲ୍ଲାପରିଷଦ ସଭ୍ୟ ରାକେଶ ତ୍ରିପାଠୀ,୨ ନମ୍ୱର ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ,ସମାଜସେବୀ ଶିତିକଣ୍ଠ ମିଶ୍ର, ବରଗାଁ ସରପଞ୍ଚ ପିନାକ ରଣା, ପଞ୍ଚାନନ ସାହୁ, ବରିଷ୍ଟ ସାମ୍ବାଦିକ ଦିବ୍ୟ ଶଙ୍କର ରାଉତ ଆଦି ରାଜକୀୟ ଅତିଥିଭାବେ ଯୋଗଦେଇ ଦରବାର ର ଆୟୋଜନ, କଳା ସଂସ୍କୃତି ଓ କାର୍ଯ୍ୟକ୍ରମ ପରିଚାଳନା ସମ୍ପର୍କରେl ବକ୍ତବ୍ୟ ରଖିଥିଲେ  l  ଅଚ୍ୟୁତ ଖମାରୀ ଅତିଥି ପରିଚୟ ସହ ସଭା ପରିଚାଳନା କରିଥିଲେ  l  ମୁରସୁରଙ୍କ ଆଦେଶ କ୍ରମେ ରାଜକୀୟ ଅତିଥି ମାନଙ୍କ ମନୋରଞ୍ଜନ ପାଇଁ ନୃତ୍ୟ ଗୀତର ଆୟୋଜନ କରାଯାଇଥିଲା  l   ପରେ ମଞ୍ଚରେ ରଙ୍ଗସଭା ଆୟୋଜନ ପାଇଁ ମୁରାସୁରଙ୍କୁ ନାରଦଙ୍କ ପରାମର୍ଶ, ରଙ୍ଗସଭା ଆୟୋଜନ, ଭଗବତୀ ଭିକ୍ଷା, ରାଜା ମାନଙ୍କୁ ଯୁଦ୍ଧରୁ  ନିବୃତ ରହିବା ପାଇଁ 

ମୁରାସୁରଙ୍କ ପରାମର୍ଶ ଆଦି ନାଟକ ମଞ୍ଚସ୍ଥ ହୋଇଥିଲା  l   ବରଗଡ଼ ଧନୁଯାତ୍ରାର କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇଙ୍କ ମୁରାସୁର ଭୂମିକାକୁ ଦର୍ଶକମାନେ ମନଭରି ଉପଭୋଗ କରିଥିଲେ l  ଅଖପାଖ ଗାଁ ଗୁଡିକରୁ ଶହ ଶହ ସଂଖ୍ୟାରେ ଆସିଥିବା ଲୋକେ ନାଟକ ମୁରାସୁର ଦରବାର ଓ ନୃତ୍ୟ ଗୀତ ଦେଖିବା ସହ ମିନlବଜାର ବୁଲିବା, ଗୁପଚୁପ, ଚାଟ,ଫାଷ୍ଟଫୁଡ ଖାଇବା ଓ ଦୋଳି ଖେଳିବାର ମଜା ଉଠାଇଥିଲେ  l  


News Comment




Photo in News

Advertisment
Lastest News
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026

You Might Also Like

           
  ଜିଲ୍ଲା  

Mm