-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||     

HOME   ଜିଲ୍ଲା

ଝାରମୁଣ୍ଡାରେ ବ୍ଲକ ସ୍ତରୀୟ ଆଦିବାସୀ ସମ୍ମିଳନୀ l ମଦ ଛାଡ଼ ପାଠ ପଢ଼ ମନ୍ତ୍ର ଦେଲେ ରାଜ୍ୟସଭା ସାଂସଦ

02-Nov-2023



ଲୋଇସିଂହା (ବିନୋଦ କୁମାର ଦୀପ ) ଲୋଇସିଂହା ବ୍ଲକ ର ଝାରମୁଣ୍ଡା  ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ଆହ୍ୱାନ କ୍ରମେ ବ୍ଲକ ସ୍ତରୀୟ ଆଦିବାସୀ ସମ୍ମିଳନୀ  ହୋଇଥିଲା l ସଭା ପୂର୍ବରୁ ଆଦିବାସୀ ଭବନ ନିର୍ମାଣ ପାଇଁ କର୍କଚିଆ ଛକ ଠାରେ ଭୂମି ପୂଜନ କରାଯାଇଥିଲା l ତାପରେ ଝାରମୁଣ୍ଡା ଗାଁ ରେ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ହୋଇଥିଲା l ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ସ୍ୱତନ୍ତ୍ର ଉନ୍ନୟନ ପରିଷଦ

ଅଧ୍ୟକ୍ଷ ବ୍ରଜ ମୋହନ ବିଶୋଇ, ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ସଭାପତି ଶ୍ୟାମ ସୁନ୍ଦର ଭୋଇ ଓ ବ୍ଲକ ସଭାପତି ମାନଙ୍କୁ ଗାଁ ରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l ଗାଁ ପରିକ୍ରମା ପରେ ସଂଘ ର ବ୍ଲକ ସଭାପତି ଦଶରଥ ଛତ୍ରିଆଙ୍କ ସଭାପତିତ୍ୱ ରେ  ସଭା କାର୍ଯ୍ୟ ହୋଇଥିଲା l   ସଭାରେ ସମ୍ବିଧାନ ପ୍ରଦତ୍ତ  ଶିକ୍ଷା, ନିଯୁକ୍ତି, ପଦୋନ୍ନତି, ରାଜନୈତିକ ପଦବୀରେ ସ୍ୱତନ୍ତ୍ର ସଂରକ୍ଷଣ ଅଧିକାର, ଜମି ଜଳ ଜଙ୍ଗଲ ଜୀବନ ଜୀବିକା ସୁରକ୍ଷା ଅଧିକାର, ଆଦିବାସୀ କଳା,ସଂସ୍କୃତି, ଐତିହ୍ୟ, ଭାଷା,ଧର୍ମ ସୁରକ୍ଷା ଅଧିକାର, ଅର୍ଥନୈତିକ ବିକାଶ ପାଇଁ ସରକାରୀ ଯୋଜନା ବିଷୟରେ ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l ଏହା ସହିତ ରାଜ୍ୟ ସରକାରଙ୍କ  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, କାଳିଆ ବଳିଆ ଯୋଜନା,  ମହିଳା ଶସକ୍ତିକରଣ ଯୋଜନା ଉପରେ ସଚେତନ କରିଥିଲେ l ମଦ ଛାଡି ପାଠ ପଢ଼ି ଦେଶର ମୁଖ୍ୟ ସ୍ରୋତ ରେ ସାମିଲ ହେବାକୁ ସାଂସଦ (ରାଜ୍ୟ ସଭା) ଶ୍ରୀ ବିଶି ଉଦବୋଧନ ଦେଇଥିଲେ l  ଆଦିବାସୀ ସଂଘ ତରଫରୁ ୧୫ ନଭେମ୍ବର ୨୩ ରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡା ଜୟନ୍ତୀ ବଲାଙ୍ଗିର ରେ ମହାସମାରୋହ ରେ ପାଳନ କରିବାକୁ ନିଷ୍ପତ୍ତି କରାଯାଇଛି l ଅଣ- ଆଦିବାସୀ ଙ୍କ ଜବରଦଖଲ ରେ ଥିବା ଆଦିବାସୀ ମାନଙ୍କ ଜମି ଫେରସ୍ତ, ଜମି ହସ୍ତାନ୍ତର ଅନୁମତି ବନ୍ଦ, ଆଦିବାସୀ ଏବଂ ଅନ୍ୟାନ୍ୟ ବନବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକ ରେ ସିଟ ର ଅଭାବ ହେଉଥିବା ରୁ ସିଟ ବୃଦ୍ଧି କରିବା , ଏଟ୍ରୋସିଟି କେଶ ରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା, ସେହିପରି କେନ୍ଦ୍ର ସରକାର କେନ୍ଦୁପତ୍ର ରୁ ଜିଏସଟି ପ୍ରତ୍ୟାହାର କରିବା,ଆବାସ ପୋର୍ଟାଲ ଖୋଲି ଗରିବ ଆଦିବାସୀ ମାନଙ୍କୁ ଆବାସ ପ୍ରଦାନ,ଆଦିବାସୀ ଭାଷା ହୋ, ମୁଣ୍ଡାରୀ, ଭୂମିଜ, ସଓରା ଭାଷା କୁ ସମ୍ବିଧାନ ର ଅଷ୍ଟମ ସୂଚୀ ରେ ଅନୁମୋଦନ କରିବା,ଆଦିବାସୀ ଅଧ୍ୟୁଷିତ ଗାଁ ମାନଙ୍କରେ  ଇଣ୍ଟରନେଟରେ ପାଠ ପଢିବା ଓ ଅନଲାଇନ କାର୍ଯ୍ୟ ପାଇଁ ନେଟୱର୍କ ସଂଯୋଗ ବ୍ୟବସ୍ଥା କରିବା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ରେ କ୍ଷତିଗ୍ରସ୍ତ ଚାଷୀ ଙ୍କୁ ଆର୍ଥିକ ସହାୟତା ପ୍ରଦାନ ଉପରେ ବକ୍ତା ମାନେ ଆଲୋକପାତ କରିଥିଲେ l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ,ସେବlଶ୍ରମ କନ୍ୟାଶ୍ରମ ଗୁଡିକ ରେ ସିଟ ସଂଖ୍ୟା ବୃଦ୍ଧି କରିବା,ହଷ୍ଟେଲ ବୃଦ୍ଧି କରିବା, ଶିକ୍ଷକ ପଦବୀ ପୂରଣ କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ପୂରଣ କରିବା ପାଇଁ   l ବୈଠକ ରେ  ମୁଖ୍ୟଅତିଥି ଭାବରେ  ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ସ୍ୱତନ୍ତ୍ର ଅତିଥି ଭାବରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ବ୍ରଜ ମୋହନ ବିଶି, ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ ,ପାଟଣାଗଡ ବ୍ଲକ ସଭାପତି ଭୁବନେଶ୍ୱର କୁଅଁର, ଆଗଲପୁର ବ୍ଲକ କାର୍ଯ୍ୟକାରୀ ସଭାପତି ଭୁବନେଶ୍ୱର କୁଅଁର, ବଲାଙ୍ଗିର ବ୍ଲକ ସଭାପତି ପlଳେଶ୍ୱର ଭୋଇ,ସଇଁତଲା ବ୍ଲକ ସଭାପତି ସନ୍ତୋଷ ପୁଟା, ଦେଓଗାଁ ବ୍ଲକ ସଭାପତି ସୁରଥ ଧରୁଆ,ସଦାନନ୍ଦ ଧରୁଆ,ଭଗବାନ ଧରୁଆ,ଗୋପାଳ ପଧାନ,ବିନୋଦ ବିହାରୀ ମଲ୍ଲିକ,ପବିତ୍ର ଧରୁଆ,ବାଳକୃଷ୍ଣ ଧରୁଆ,ବିଶିକେସନ ମିର୍ଦ୍ଧା  ପ୍ରମୁଖ ମଞ୍ଚାସିନ ଥିଲେ l ସଭାରେ ବହୁ ସଂଖ୍ୟା ରେ ଆଦିବାସୀ ପୁରୁଷ ମହିଳା ଉପସ୍ଥିତ ଥିଲେ l ସତ୍ୟମ ଦଳପତି ସଭା ପରିଚାଳନା କରିଥିଲେ ଓ ପବିତ୍ର ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026

You Might Also Like

           
  ଜିଲ୍ଲା  

Mm