-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ହୀରାକୁଦ ଇକୋ ରିଟ୍ରିଟ 2023-24. ଭର୍ଚୁଆଲ୍ ରେ ଉଦଘାଟନ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ....

02-Nov-2023




  ସମ୍ବଲପୁର-( ସଂଜୀବକୁମାରପାଣିଗ୍ରାହୀ)   ପର୍ଯ୍ୟଟନ ଋତୁ ବର୍ତ୍ତମାନ ଆଗମନ | ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପର୍ଯ୍ୟଟକ ମାନେ ପର୍ଯ୍ୟଟନସ୍ଥଳୀକୁ ସୁଅ ଚୁଟିବେ | ଏହି ପରିପ୍ରେକ୍ଷୀରେ ସବୁ ବର୍ଷପରି ଏହି ବର୍ଷ ମଧ୍ୟ ହୀରାକୁଦ ଇକୋ ରିଟ୍ରିଟ  ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି | ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ମାଧ୍ୟମରେ ଉଦଘାଟନ କରିଛନ୍ତି | ଏହା ଆଜି ଠାରୁ ଜାନୁଆରୀ 30 ତାରିଖ ପର୍ଯ୍ୟନ୍ତ ଚାଲିବ | ଏହି ଇକୋ ରିଟ୍ରିରେ ଷ୍ଟାର ହୋଟେଲର ରହଣି ସୁବିଧା, ସକାଳ ଜଳଖିଆ ଠାରୁ ଆରମ୍ଭ କରି ରାତ୍ରି ଭୋଜନ ପର୍ଯ୍ୟନ୍ତ ମେନ୍ୟୁରେ  ରହିଛି ସୁସ୍ୱାଦ ଖାଦ୍ୟ, ପାନୀୟ, ନାଚ, ଗୀତ ତଥା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ଜଳକ୍ରୀଡା, ବୋଟରେ ହୀରାକୁଦ ଜଳରାଶିରେ ବୁଲିବାର ମଜା,ଦୁଃସାହସିକ ଖେଳ ସହ ପ୍ରକୃତି କୋଳଲେ ଅପୂର୍ବ ଅନୁଭୂତି ପର୍ଯ୍ୟଟକ ମାନେ ସାଉଁଟିବେ | ଏହା ସହିତ ହୀରାକୁଦ ଇକୋ ରିଟ୍ରିଟ ଆସିଥିବା ପର୍ଯ୍ୟଟକ ମାନେ ସମଲେଶ୍ବରୀ ମନ୍ଦିର, ହୀରାକୁଦ ଡ୍ୟାମ, ଘଣ୍ଟେଶ୍ୱରୀ ମନ୍ଦିର, ଡେବ୍ରିଗଡ଼ ଅଭୟାରଣ୍ୟ ଇତ୍ୟାଦି ବୁଲିବା ସହିତ ମଜାନେବେ | ଚଳିତ ବର୍ଷ ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ପାଇଁ 25 ଗୋଟିଏ ବିଳାସପୂର୍ଣ୍ଣ କଟେଜ ସହିତ ଷ୍ଟାର ହୋଟେଲ ସୁବିଧା ମିଳିବ | ଆଜି ସକାଳ 11 ଟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଭର୍ଚୁଆଲ୍ ଉଦଘାଟନୀ କାର୍ଯ୍ୟକ୍ରମରେ ହୀରାକୁଦ ଇକୋ ରିଟ୍ରିଟ ସାଇଟରେ ରେଙ୍ଗାଲି ବିଧାୟକ ନାଉରି ନାୟକ, ରେଢ଼ାଖୋଲ ବିଧାୟକ ରହିତ ପୂଜାରୀ, କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦ ପ୍ରେସିଡେଣ୍ଟ କୁମୁଦିନୀ ନାୟକ, ଉତ୍ତରାଞ୍ଚଳ ରାଜସ୍ବ କମିସନର ଡ଼. ସୁରେଶ ଚନ୍ଦ୍ର ଦଳେଇ, ଜିଲ୍ଲାପାଳ ଅନନ୍ୟା ଦାସ, ଏସପି  ମୁକେଶ କୁମାର ଭାମୁ, ସମ୍ବଲପୁର ମହାନଗର ନିଗମ କମିସନର ବେଦ ଭୂଷଣ, ପର୍ଯ୍ୟଟନ ବିଭାଗ ଓଏସଡ ହେମନ୍ତ ପ୍ରଧାନ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ | ଏହି କଟେଜରେ ଗୋଟିଏ ଦିନର ରହଣି(ସୋମବାରରୁ ଶୁକ୍ରବାର ) 8 ହଜାର ଟଙ୍କା ଏବଂ ଶନିବାର ଓ ରବିବାର  ପ୍ରତି କଟେଜର ମୂଲ୍ୟ 9(ନଅ)ହଜାର  ଟଙ୍କା ସହିତ ସ୍ଵତନ୍ତ୍ର ଦିବସ ଯଥା 23 ଡ଼ିସେମ୍ବରରୁ 3 ଜାନୁଆରୀ ପାଇଁ 10 ହଜାର ଟଙ୍କା ରହିଛି | ପର୍ଯ୍ୟଟକ ମାନେ www.odishaecoretreats.com  କିମ୍ବା www.bookodisha.com ରେ ଓଡ଼ିଶାର ଯେକୌଣସି ଇକୋ ରିଟ୍ରିଟ ପାଇଁ ବୁକିଂ କରିପାରିବେ | ସୂଚନା ଯେ, ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ହୀରାକୁଦ ସମେତ କଟକ ଜିଲ୍ଲାର ସାତୋକୋଶିଆ, କନ୍ଧମାଳ ର ଦାରିଙ୍ଗିବାଡି, କୋରାପୁଟର ପୁଟସିଲ ଇକୋ ରିଟ୍ରିଟର ଉଦଘାଟନ କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like