-+91-9937148622 |
prerana_bgr@rediffmail.com |
Saturday 9th May 2026 |
R.N.I. Regd No. ODIODI/2010/46693
Breaking News
02-Nov-2023
ନୂଆପଡା/ ବୋଡ଼େନ (ଡୋଲେସ୍ୱର ବାଗଙ୍କ )
ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ବାଞ୍ଜିବାହାଲ ଛକ ନିକଟ ୩୫୩ ନମ୍ୱର୍ ଜାତୀୟ ରାଜପଥ ରେ ସଡ଼କ ଦୁର୍ଘଟଣା, ଟ୍ରକ ବାଇକ୍ ମଧ୍ୟରେ ଧକ୍କା ହୋଇଥିଲା। ଜଣେ ବାଇକ୍ ଆରୋହୀ ଘଟଣା ସ୍ଥଳ ରେ ଜଣେ ମୃତ ହୋଇଥିବା ବେଳେ ଅନ୍ୟ ଜଣେ ବାଇକ୍ ଆରୋହି ଗୁରୁତର ଆହତ ହୋଇଛନ୍ତି। ଆହତ ଙ୍କୁ ପ୍ରାଥମିକ ଚିକିତ୍ସା ପରେ ନୂଆପଡ଼ା ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର କୁ ସ୍ଥାନାନ୍ତରିତ ହୋଇଛନ୍ତି। ଘଟଣା ସ୍ଥଳରେ ତରବୋଡ ଫାଣ୍ଡି ଅଧିକାରୀ ପହଂଚିଛନ୍ତି। ଦୁର୍ଘଟଣା ଘଟାଇ ଥିବା ଟ୍ରକ୍ କୁ ପୋଲିସ ଅଟକ ରଖିଥିବା ବେଳେ ଘଟଣା ର ତଦନ୍ତ ଜାରିରହିଅଛି।