-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଦୀର୍ଘଦିନ ହେଲା ଗୌରୀ ଶଙ୍କର ପାର୍କ ଅନ୍ଧାରରେ, ଏସ.ଡି.ଏ. ସାଜିଛି ଅନ୍ଧ ।

02-Nov-2023




ସମ୍ବଲପୁର- (ସଂଜୀବକୁମାରପାଣିଗ୍ରାହୀ) 
ସମ୍ବଲପୁର ମହାନଗର ନିଗମ ଅଂଚଳ ର ଅବସ୍ଥା ଦିନକୁ ଦିନ ସାଙ୍ଘାତିକ ହେବାରେ ଲାଗିଛି l ସମ୍ବଲପୁର ସହରର ରାସ୍ତା ଘାଟ ର ଅବସ୍ଥା ନ କହିଲେ ଭଲ l ସେପଟେ ସ୍ବେରେଜ କାର୍ଯ୍ୟ ସହରର ରାସ୍ତା କୁ କୋଡ଼ି କୋଡ଼ି କଦର୍ଜିଆ କରିଦେଲେଣି l
ସେମିତି ଏକ ସାଙ୍ଘାତିକ କାର୍ଯ୍ୟ ଦେଖିବାକୁ ମିଳିଛି ବଡ଼ବାଜାର ରିଙ୍ଗ ରୋଡ଼ ରାସ୍ତା କଡ଼ରେ ଅବସ୍ଥିତ ଏସ.ଡି.ଏ. ଗୌରୀ ଶଙ୍କର ପାର୍କ ର l ଦୀର୍ଘଦିନ ହେଲା କିଟି କିଟି ଅନ୍ଧାରରେ ଡୁବି ରହିଛି ଏହି ସ୍ଥାନ l କୌଣସି ଗୋଟିଏ ବି ଲାଇଟ ଜଳୁନାହିଁ l ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟ ର ବିଷୟ ବୋଲି ବରିଷ୍ଠ ବିଜେପି ନେତା ସୂର୍ଯ୍ୟ ପାଣିଗ୍ରାହୀ ଏକ ପ୍ରେସ ବିବୃତି ରେ ପ୍ରକାଶ କରିଛନ୍ତି l
ସୂଚନାଯୋଗ୍ୟ ଯେ, ସମ୍ବଲପୁର ସହରରେ ଲୋକଙ୍କ ପାଇଁ ଅବସର ବିନୋଦନ ପାଇଁ କୌଣସି ବିଶେଷ ପାର୍କ କି ଅନ୍ୟ ସ୍ଥାନ ନ ଥିବା ବେଳେ, ଏହି ଗୌରୀ ଶଙ୍କର ପାର୍କ ର ଅବସ୍ଥା ନିରୁତ୍ସାହଜନକ ବିଷୟ l ନିୟମିତ ଏହି ପାର୍କ କୁ ଏହି ଅଞ୍ଚଳ ର ଅନେକ ଶିଶୁ ଓ ପରିବାର ଲୋକ ସନ୍ଧ୍ୟା ରେ ଏଠିକି ଆସନ୍ତି ଓ ଅବସର ବିନୋଦନ କରିଥାନ୍ତି l କିନ୍ତୁ, ସମ୍ବଲପୁର ଉନ୍ନୟନ କର୍ତୃପକ୍ଷ ଆଜିର ଦିନରେ ଦୁର୍ନୀତି ର ଏନ୍ତୁଡ଼ିଶାଳ ପାଲଟି ଥିବା ବେଳେ କୋଟି କୋଟି ଟଙ୍କା ର ଅର୍ଥ ପାଉଛି, ହେଲେ ନିଜ ଅଧୀନରେ ରଖିଥିବା ପାର୍କ ଗୁଡିକର ପରିଚାଳନା କରୁନଥିବା ପରିତାପ ର ବିଷୟ ବୋଲି ମଧ୍ୟ ଶ୍ରୀ ପାଣିଗ୍ରାହୀ ପ୍ରକାଶ କରିଛନ୍ତି l
ଏହି ପାର୍କ ମଧ୍ୟରେ ସ୍ୱାଧୀନତା ସଂଗ୍ରାମୀ ହଲ ଅଛି ଓ ଓଡିଶା ଲଳିତ କଳା ଏକାଡେମୀ ର ପ୍ରାନ୍ତୀୟ କେନ୍ଦ୍ର ଅଛି l ଯେଉଁଠି ମଝି ମଝିରେ ଅନେକ କଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥାଏ l ଏହି ପାର୍କ ସନ୍ଧ୍ୟା ସମୟରେ ଅନ୍ଧକାର ମଧ୍ୟରେ ଡୁବି ରହୁଥିବା ଯୋଗୁଁ ଅନେକ ଅସାମାଜିକ କାର୍ଯ୍ୟକଳାପ ହେବାର ଆଶଙ୍କା କୁ ଅସ୍ବୀକାର କରାଯାଇନପାରେ l ତେଣୁ ଯଥାଶୀଘ୍ର ଏହି ଗୌରୀ ଶଙ୍କର ପାର୍କ ର ନାହିଁ ନ ଥିବା ସମସ୍ୟା ର ସମାଧାନ ଅବିଳମ୍ବେ କରାଯିବାକୁ ଶ୍ରୀ ପାଣିଗ୍ରାହୀ ଦାବୀ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like