-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବିନିକାରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ(୧୭୩ ପ୍ରକଳ୍ପକୁ ୮କୋଟି ଅନୁଦାନ)

03-Nov-2023



ବିନିକା(ହିମାଂଶୁ ଶେଖର ପୁଟେଲ): ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା' ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ଲକ୍ଷ୍ୟ ଆଜିଠାରୁ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ଆରମ୍ଭ ହୋଇଛି। ଏହି ପରିପେକ୍ଷୀର ବିନିକା ଆରଏମସି ଠାରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ହଜାର ହଜାର ଲୋକ ସାମିଲ ହୋଇଥିଲେ ।ସୂଚନା ଯୋଗ୍ୟ ଯେ ଏହି ଅଭିଯାନର ଫୋକସ୍‌ ହେବ ପ୍ରତି ପଞ୍ଚାୟତ,ପ୍ରତି ଗାଁ ର ବିକାଶ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ।ଉକ୍ତ ଯୋଜନାରୁ ବ୍ଲକର ୧୭୩ଗୋଟି ପ୍ରକଳ୍ପ ପାଇଁ ୮କୋଟି ଟଙ୍କା ଅନୁଦାନ ଯୋଗାଇ ଦିଆଯାଇଥିବା ବେଳେ ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ବିଡ଼ିଓ ପ୍ରମୋଦ କୁମାର ମେହେରଙ୍କ ତତ୍ତ୍ୱାବଧାନ ଏବଂ ଏକାଉଣ୍ଟ୍ ଅଫିସର ସଞ୍ଜୟ କୁମାର ବଢେଇଙ୍କ ନେତୃତ୍ୱରେ ଅନୁଷ୍ଟିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ,ତହସିଲଦାର ସୀତାରାମ ଭୂଏ,ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ,ଜିଲ୍ଲା ପରିଷଦ ସଭ୍ୟଙ୍କ ସମେତ ସମସ୍ତ ସରପଞ୍ଚ,ସମିତିସଭ୍ୟ,ପଞ୍ଚାୟତ

ସ୍ତରୀୟ କର୍ମକର୍ତ୍ତା,ନବୀନ ପ୍ରେମୀ ଏବଂ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ଉପସ୍ଥିତ ଥିଲେ  ।ଆମ ଓଡ଼ିଶା ନବୀନ ଓଡ଼ିଶା  ଯୋଜନା ଆରମ୍ଭ ହୋଇଥିବାରୁ ଆଗାମୀ ଦିନରେ ନୂଆଁ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଯୁବଜନତା ଦଳ ସଭାପତି ଅଶୋକ ନନ୍ଦ କହିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like