-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ବ୍ଲକ ରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ର ଶୁଭାରମ୍ଭ - ଖର୍ଚ୍ଚ ହେବ ୨୨କୋଟି ୫0ଲକ୍ଷ ଟଙ୍କା

03-Nov-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରେ ଆମ ଓଡିଶା ନବୀନ ଓଡିଶା ପ୍ରକଳ୍ପ ର ଶୁଭାରମ୍ଭ କରିଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ଏଥିପାଇଁ ଜନସାଧାରଣ ଙ୍କୁ ସେ ଶୁଭେଚ୍ଛା ଜଣାଇବା ସହିତ ଏହାର ସୁରକ୍ଷା ଆପଣ ମାନଙ୍କର ବୋଲି ପ୍ରକାଶ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ କୁ ୫ଟି ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନ ସଂଯୋଜନା କରିଥିବାବେଳେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଏଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ lସୁବର୍ଣ୍ଣପୁର ଜିଲ୍ଲା ରେ ଉକ୍ତ ପ୍ରକଳ୍ପ ଦ୍ୱାରା ୫୪ କୋଟି ୫0ଲକ୍ଷ ଟଙ୍କା ବିନିଯୋଗ ହେବବୋଲି ଜଣାଯାଇଛି l ଉକ୍ତ ପ୍ରକଳ୍ପ ଦ୍ୱାରା ମଠ, ମନ୍ଦିର, ମସଜିଦ, ଖେଳ ପଡିଆ ର ଉନ୍ନତି କରଣ କାର୍ଯ୍ୟ ତୋରାନ୍ୱିତ ହେବ l  ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ରେ ସମୁଦାୟ ୨୨ କୋଟି ୫0ଲକ୍ଷ ଟଙ୍କା ଅନୁଦାନ ମିଳିଥିବାବେଳେ, ବୀରମହାରାଜପୁର ବ୍ଲକରେ ୭ କୋଟି ୫0 ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି l ଏତତ ବ୍ୟତୀତ ବୀରମହାରାଜପୁର ମହାବିଦ୍ୟାଳୟ +୨ ପାଇଁ ୫0 ଲକ୍ଷ ଏବଂ ଡିଗ୍ରୀ କଲେଜ ପାଇଁ ୫0 ଲକ୍ଷ ଟଙ୍କା ସମୁଦାୟ ୧ କୋଟି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଅନୁଦାନ ପ୍ରଦାନ କରାଯାଇଛି l ମହାନଦୀ ରେ ଦୁଇ ଦୁଇଟି ବ୍ୟାରେଜ ପାଇଁ ୧୯୫0 କୋଟି ଟଙ୍କା ଖଇରମାଲ ବ୍ୟରେଜ ଓ ଗୋଧନେଶ୍ଵର ବ୍ୟରେଜ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅର୍ଥ ର ବ୍ୟବସ୍ଥା କରିଛନ୍ତି l ପାତାଳି ଶ୍ରୀକ୍ଷେତ୍ର ପାଇଁ ଡି.ପି.ଆର ପ୍ରସ୍ତୁତି କରାଯାଇ ଅର୍ଥ ଯୋଗାଇ ଦିଆଯିବ ବୋଲି ୫ଟି ଅଧ୍ୟକ୍ଷ ଭିଡିଓ କନଫରେନ୍ସ ଜରିଆରେ ପ୍ରକାଶ  କରିଥିଲେ l ବୀରମହାରାଜପୁର ବିଧାୟକ ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା, ବରଗଡ ବିଧାୟକ  ଦେବେଶ ଆଚାର୍ଯ୍ୟ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶୟମ୍ଭୁନାଥ ଖଣ୍ଡଗିରି,' ଓଡିଶା ମୋ ପରିବାର' ଜିଲ୍ଲା ସଂଯୋଜକ ରଞ୍ଜିତ କୁମାର ରଥ, ବ୍ଲକ ଅଧ୍ୟକ୍ଷl ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା,ଜିଲ୍ଲାପରିଷଦ ସଦସ୍ୟା ଚନ୍ଦ୍ରକାନ୍ତି ଦନ୍ତା, ସରପଞ୍ଚ ସଙ୍ଘ ସଭାପତି ଶ୍ରୀୟା କର୍ମୀ,


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like